Posted inଜାତୀୟ

ମେଧା ପାଟକରଙ୍କୁ ୫ ମାସ ଜେଲ ଦଣ୍ଡାଦେଶ ଶୁଣାଇଲେ କୋର୍ଟ, ଲଗାଇଲେ ୧୦ ଲକ୍ଷ ଟଙ୍କା ଜରିମାନା

ନୂଆଦିଲ୍ଲୀ,୨୧।୭: ବର୍ତ୍ତମାନର ଦିଲ୍ଲୀ ଏଲଜି ଭି.କେ ସାକ୍ସେନାଙ୍କ ଦ୍ୱାରା ହୋଇଥିବା ମାନହାନି ମାମଲାରେ ସାମାଜିକ କାର୍ଯ୍ୟକର୍ତ୍ତା ମେଧା ପାଟକରଙ୍କୁ କୋର୍ଟ ୫ ମାସ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ କୋର୍ଟ ତାଙ୍କ ଉପରେ ୧୦ ଲକ୍ଷ ଟଙ୍କା ଜରିମାନା ଲଗାଇଛନ୍ତି ଏବଂ ଭି.କେ ସାକ୍ସେନାଙ୍କୁ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ମେଧା ପାଟକର କୋର୍ଟରେ ଜାମିନ ଆବେଦନ କରିଥିଲେ। କୋର୍ଟ ପାଟକରଙ୍କ ଦଣ୍ଡକୁ ୩୦ ଦିନ ସ୍ଥଗିତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ବିଫଳତାରୁ ଦଳାଚକଟା

ହାଥରସ୍‌,୬ା୭: ଉତ୍ତରପ୍ରଦେଶର ହାଥ୍‌ରସ୍‌ ଜିଲାରେ ଭୋଲେ ବାବାଙ୍କ ସତ୍‌ସଙ୍ଗ କାର୍ଯ୍ୟକ୍ରମ ବେଳେ ଦଳାଚକଟା ଘଟି ୧୨୩ ଜଣଙ୍କ ମୃତ୍ୟୁ ହୋଇଥିଲା। ଲୋକ ସଭାର ବିରୋଧୀ ଦଳ ନେତା...

ରାଜ୍ୟ ସଭାରୁ କେଶବ ରାଓଙ୍କ ଇସ୍ତଫା

ହାଇଦ୍ରାବାଦ,୬ା୭: ଭାରତ ରାଷ୍ଟ୍ର ସମିତି (ବିଆର୍‌ଏସ୍‌) ଛାଡ଼ି କଂଗ୍ରେସରେ ଯୋଗଦେବାର ଦିନକ ପରେ କେ. କେଶବ ରାଓ ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ...

ସମଲିଙ୍ଗୀ ବିବାହ ରାୟ ସମୀକ୍ଷା ଆବେଦନ ଶୁଣାଣି ୧୦ରେ

ନୂଆଦିଲ୍ଲୀ,୬ା୭: ସମଲିଙ୍ଗୀ ବିବାହକୁ ସ୍ବୀକୃତି ଦେବାକୁ ସୁପ୍ରିମକୋର୍ଟ ଗତବର୍ଷ ଅକ୍ଟୋବର ୧୭ରେ ମନା କରିଦେଇଥିଲେ। ଉକ୍ତ ରାୟର ସମୀକ୍ଷା ପାଇଁ ହୋଇଥିବା ଆବେଦନର ଶୁଣାଣି ଆସନ୍ତା ୧୦ରେ...

ବିଏସ୍‌ପିର ତାମିଲନାଡ଼ୁ ଅଧ୍ୟକ୍ଷଙ୍କୁ ନିର୍ମମ ହତ୍ୟା, ୬ ଜଣ ଘେରିଯାଇ ନେଇଗଲେ ଜୀବନ

ଚେନ୍ନାଇ,୫।୭: ତାମିଲନାଡ଼ୁ ବିଏସ୍‌ପିର ପ୍ରଦେଶ ଅଧ୍ୟକ୍ଷ ଆର୍ମଷ୍ଟ୍ରଙ୍ଗଙ୍କୁ ଚେନ୍ନାଇରେ ହତ୍ୟା କରାଯାଇଛି। ତାଙ୍କ ଉପରେ ଆକ୍ରମଣ ହେବା ପରେ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।...

ଅନ୍ୟର ଜମିରେ ଚାଷ କରୁଛନ୍ତି କି? ଜାଣନ୍ତୁ କ’ଣ ଏଭଳି ଭାଗଚାଷୀଙ୍କୁ ମିଳିବ ପିଏମ୍‌ କିଷାନ ଟଙ୍କା…

ନୂଆଦିଲ୍ଲୀ,୫।୭: ଦେଶର କୃଷକମାନଙ୍କୁ ଆର୍ଥିକ ଭାବେ ସହାୟତା କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ‘ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନା’ ଚାଲୁ ରହିଛି। ଏହି...

ବିଜେଡି ରାଜ୍ୟ ସଭା ଏମପି ମୁନା ଖାନ୍‌ଙ୍କ ଦମଦାର୍‌ ଭାଷଣ, ପ୍ରଶଂସା କଲେ ଧନକର, ଟାର୍ଗେଟରେ ଥିଲେ ମୋଦି

ଭୁବନେଶ୍ୱର,୫।୭: ରାଜ୍ୟ ସଭାରେ ବଦଳିଛି ବିଜୁ ଜନତା ଦଳର ଆଭିମୁଖ୍ୟ। ଆକ୍ରାମଣତ୍ମକ ଢଙ୍ଗରେ ଶାସକ ଭାରତୀୟ ଜନତା ପାର୍ଟିକୁ ଟାର୍ଗେଟ କରୁଛନ୍ତି ବିଜେଡି ଏମପି। ପୂର୍ବରୁ...

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ପୁଣି ଗିରଫ ହେଲେ କ’ଣ କେଜ୍‌ରିଓ୍ବାଲଙ୍କ ରାସ୍ତାରେ ଚାଲିବେ? ସାମ୍ନାରେ ରହିଛି ଏହି ୩ ବିକଳ୍ପ

ରାଞ୍ଚି,୫।୭: କଥିତ ଜମି ଦୁର୍ନୀତି ମାମଲାରେ ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ହେଲେ ତାଙ୍କ ରାସ୍ତାର କଣ୍ଟା ଏଯାଏ ସଫା...

NEETକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପୁନର୍ବାର ହେବନାହିଁ ପରୀକ୍ଷା

ନୂଆଦିଲ୍ଲୀ, ୫।୭: ଦେଶରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବା ନିଟ୍‌ ମାମଲାରେ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ସୁପ୍ରିମ୍‌କୋର୍ଟରେ ସତ୍ୟପାଠ ଦାଖଲ କରି କେନ୍ଦ୍ର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri