ପୁଣି ସକ୍ରିୟ ହେଲେ ପାଣ୍ଡିଆନ! ଚର୍ଚ୍ଚା ଆରମ୍ଭ

ଭୁବନେଶ୍ୱର,୧।୭: ରାଜ୍ୟରେ ବିଜେଡି ଶାସନର ଅନ୍ତ ଘଟିଛି। ନିର୍ବାଚନୀରେ ବିଜେଡି କାହିଁକି ହାରିଲା ତା’ର ସମୀକ୍ଷା କରିବା ପାଇଁ ବିଜେଡି ତତ୍ପରତା ଦେଖାଉନଥିବା ଜଣାପଡିଛି। ତେବେ ଏହି ସମୟରେ ଏକ ଖବର ସାମ୍ନାକୁ ଆସିଛି ଯେ, ସକ୍ରିୟ ରାଜନୀତିରୁ ସନ୍ୟାସ ଘୋଷଣା କରିଥିବା ବିଜେଡିର ପୂର୍ବତନ ନେତା କାର୍ତ୍ତିକ ପାଣ୍ଡିଆନ ପୁଣିଥରେ ସକ୍ରିୟ ହୋଇଥିବା କୁହାଯାଉଛି। ପାଣ୍ଡିଆନ ନିଜର ଖାସ ଅନୁଗତ ପ୍ରଣବପ୍ରକାଶ ଦାସ(ବବି)ଙ୍କ ମାଧ୍ୟମରେ ଦଳୀୟ ସଂଗଠନକୁ ପରିଚାଳନା କରୁଛନ୍ତି । ଏପରିକି ସବୁକିଛି ପାଣ୍ଡିଆନଙ୍କ ନିର୍ଦ୍ଦେଶରେ ହେଉଛି ବୋଲି ଗଣମାଧ୍ୟମରେ ଚର୍ଚ୍ଚା ଆରମ୍ଭ ହୋଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଶରଧାବାଲି ସଫେଇ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି: ଝାଡୁ କରିବାର କାରଣ ବଖାଣିଲେ…

ପୁରୀ,୬।୭: ଆଉ ମାତ୍ର ଦିନକ ପରେ ରଥଯାତ୍ରା। ଏଥିପାଇଁ ସବୁକିଛି ପ୍ରସ୍ତୁତ ସରିଛି। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶରଧାବାଲିରେ ପହଞ୍ଚି ସଫେଇ କରିଛନ୍ତି।...

ସକ୍ରିୟ ରହିଛି ଘୂର୍ଣ୍ଣିବଳୟ: ଆଜି ଏହି ୪ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୬।୭: ସକ୍ରିୟ ରହିଛି ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ପ୍ରଭାବରେ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ତେବେ ଆଜି...

ଆଜି ବସିବ ରତ୍ନଭଣ୍ଡାର ଯାଞ୍ଚ କମିଟିର ବୈଠକ, କେବେ ଖୋଲିବ ରତ୍ନଭଣ୍ଡାର ହୋଇପାରେ ଘୋଷଣା

ଭୁବନେଶ୍ୱର,୬।୭: ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଆଜି ବସିବ। ପୂର୍ବାହ୍ନ ୧୧ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଠାରେ ଏହି ବୈଠକ ଅନୁଷ୍ଠିତ ହେବ। ପୂର୍ବତନ...

ମନ୍ଦ ଉଦ୍ଦେଶ୍ୟ ନେଇ ରତ୍ନଭଣ୍ଡାର କମିଟି ଭଙ୍ଗାଯାଇଛି: ବିଜେଡି

ଭୁବନେଶ୍ୱର,୬ା୭(ଅନିଲ ଦାସ/ସୁନିତ୍‌ ମିଶ୍ର): ରତ୍ନଭଣ୍ଡାର ଖୋଲିବା ପାଇଁ ରାଜ୍ୟର ନବଗଠିତ ଭାଜପା ସରକାର ଗୁରୁବାର ୧୬ଜଣିଆ କମିଟି ଗଠନ କରିଛନ୍ତି। ତେବେ ସରକାରଙ୍କ ଏହି ପଦକ୍ଷେପକୁ...

ସମସ୍ତ ଉନ୍ନୟନ ପ୍ରାଧିକରଣର ଅଧ୍ୟକ୍ଷ ହେଲେ ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର, ୬।୭(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଶୁକ୍ରବାର ଭୁବନେଶ୍ୱର, କଟକ ସମେତ ଅନ୍ୟ ୭ ସହରର ଉନ୍ନୟନ ପ୍ରାଧିକରଣର ଅଧ୍ୟକ୍ଷଙ୍କୁ ହଟାଇଛନ୍ତି। ଗୃହନିର୍ମାଣ ଓ ନଗର...

ବିଜୟପାଲ ସିଂ ତୋମାର ଭାଜପାର ଓଡ଼ିଶା ପ୍ରଭାରୀ

ଭୁବନେଶ୍ୱର, ୬।୭(ସୁନିତ୍‌ ମିଶ୍ର): ଭାଜପା ପକ୍ଷରୁ ଶୁକ୍ରବାର ବିଭିନ୍ନ ରାଜ୍ୟ ଲାଗି ପ୍ରଭାରୀ ଏବଂ ସହପ୍ରଭାରୀ ନିଯୁକ୍ତ ହୋଇଛନ୍ତି। ସେହି କ୍ରମରେ ଓଡ଼ିଶା ପାଇଁ ମଧ୍ୟ...

ଆଜିଠୁ ୪ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଭୁବନେଶ୍ୱର,୬ା୭(ସତ୍ୟଜିତ୍‌ ରାଉତ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାରଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ମଙ୍ଗଳବାର ପର୍ଯ୍ୟନ୍ତ ସେ ଭୁବନେଶ୍ୱର ଓ ପୁରୀର ବିଭିନ୍ନ କାର୍ଯ୍ୟକ୍ରମରେ...

ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ମୋହନ, ସଚିବଙ୍କୁ ଦେଲେ ଏହି ଗରୁମନ୍ତ୍ର

ଭୁବନେଶ୍ୱର,୬।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୁକ୍ରବାର ସଚିବମାନଙ୍କୁ ଡାକି ନିଜ ସରକାରର ଆଭିମୁଖ୍ୟ ଜଣାଇଛନ୍ତି। ତାଙ୍କ ଦଳ ଦେଇଥିବା ୨୧ଟି ଯାକ ନିର୍ବାଚନୀ ପ୍ରତିଶ୍ରୁତିକୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri