ହୋଇପାରେ ବଡ ଧରଣର ଅଦଳବଦଳ: ଏସ୍‌ଆରସି ସତ୍ୟବ୍ରତ ସାହୁଙ୍କୁ ମିଳିବ ବଡ଼ ଦାୟିତ୍ୱ!

ଭୁବନେଶ୍ୱର,୧।୭: ରାଜ୍ୟ ପ୍ରଶାସନରେ ବଡ ଧରଣର ଅଦଳବଦଳ ହୋଇପାରେ ବୋଲି କୁହାଯାଉଛି । ଏହି ସମୟରେ ଉନ୍ନୟନ କମିଶନର ଅନୁ ଗର୍ଗ ଦିଲ୍ଲୀ ଯିବା ନେଇ ସଙ୍କେତ ମିଳିସାରିଛି । ତାଙ୍କ ସ୍ଥାନରେ ବର୍ତ୍ତମାନର ଏସ୍‌ଆରସି ସତ୍ୟବ୍ରତ ସାହୁଙ୍କୁ ଉନ୍ନୟନ କମିଶନର ଦାୟିତ୍ୱ ମିଳିବା ନେଇ ଚର୍ଚ୍ଚା ହେଉଛି।

ରାଜ୍ୟରେ ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ନୂଆ ଅତିରିକ୍ତ ଶାସନ ସଚିବ ଭାବେ ନିକୁଞ୍ଜ ଧଳ ରବିବାର ଦାୟିତ୍ୱ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କୁସୁମା ବଙ୍ଗଳା କାହାର: ବଢ଼ୁଛି ଚର୍ଚ୍ଚା, ସ୍ପଷ୍ଟୀକରଣ ରଖିଲେ…

ଯାଜପୁର,୬।୭: ଯାଜପୁର କୁସୁମାରେ ଥିବା ବିବାଦୀୟ ବଙ୍ଗଳାକୁ ନେଇ ଚର୍ଚ୍ଚା ବଢ଼ୁଥିବା ବେଳେ ଏଗୁଡିକ କାହାର ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।  ତେବେ ଶନିବାର...

ହାଇକୋର୍ଟଙ୍କ ଗୁରୁତ଼୍ବପୂର୍ଣ୍ଣ ରାୟ, ଏଥର ମିଳିବ ୬ମାସ ଛୁଟି

ଭୁବନେଶ଼୍ବର, ୦୬।୦୭: ସରୋଗେସିରେ ମାଆ ହେଉଥିବା ମହିଳା କର୍ମଚାରୀଙ୍କ ପାଇଁ ମାତୃକାଳୀନ ଛୁଟିକୁ ନେଇ ଓଡ଼ିଶା ହାଇକୋର୍ଟ ଏକ ବଡ଼ ରାୟ ଶୁଣାଇଛନ୍ତି । କୋର୍ଟ...

ରତ୍ନ ଭଣ୍ଡାର ଖୋଲିବା ନେଇ ଜଗତଗୁରୁ  ଶଙ୍କରାଚାର୍ଯ୍ୟଙ୍କ ବିସ୍ଫୋରକ ବୟାନ: କହୁକହୁ କହିଦେଲେ…

ଭୁବନେଶ୍ୱର,୬।୭: ରତ୍ନ ଭଣ୍ଡାର ଖୋଲିବା ନେଇ ପୁରୀ ଶଙ୍କରାଚାର୍ଯ୍ୟ ଏକ ବଡ଼ ଏବଂ ବିସ୍ଫୋରକ ବୟାନ ଦେଇଛନ୍ତି। ଜଗତଗୁରୁ ଶଙ୍କରାଚାର୍ଯ୍ୟ କହିଛନ୍ତି,‘ସୁପ୍ରିମକୋର୍ଟଙ୍କ ଜଜମେଣ୍ଟ ଅଛି, ଯେ...

ଝାଡୁ ଧରି ବଡ଼ଦାଣ୍ଡ ସଫା କଲେ ଭାଜପା ଏମ୍‌ପି: କହିଲେ,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗକୁ…

ପୁରୀ,୬।୭: ରବିବାର ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ତିନି ରଥ ପ୍ରସ୍ତୁତ। ରଥଯାତ୍ରାକୁ ଦୃଷ୍ଟିରେ ରଖି ଶନିବାର ବଡଦାଣ୍ଡରେ ଏକ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ...

ବବିଙ୍କ ନାଁରେ ମିଛ ଖବର ପ୍ରସାରଣ କରି ଅଡୁଆରେ ନିର୍ଦ୍ଧିଷ୍ଟ ଗଣମାଧ୍ୟମ, ଜାଣନ୍ତୁ କ’ଣ ରହିଛି … 

ଭୁବନେଶ୍ୱର,୬।୭: ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ବିରୋଧରେ ମିଛ ଓ ଭିତ୍ତିହୀନ ଖବର ପରିବେଷଣ କରିବାରୁ ଏକ ଟିଭି ଚ୍ୟାନେଲ୍‌କୁ ନୋଟିସ୍‌ ଜାରି...

ଶରଧାବାଲି ସଫେଇ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି: ଝାଡୁ କରିବାର କାରଣ ବଖାଣିଲେ…

ପୁରୀ,୬।୭: ଆଉ ମାତ୍ର ଦିନକ ପରେ ରଥଯାତ୍ରା। ଏଥିପାଇଁ ସବୁକିଛି ପ୍ରସ୍ତୁତ ସରିଛି। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶରଧାବାଲିରେ ପହଞ୍ଚି ସଫେଇ କରିଛନ୍ତି।...

ସକ୍ରିୟ ରହିଛି ଘୂର୍ଣ୍ଣିବଳୟ: ଆଜି ଏହି ୪ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୬।୭: ସକ୍ରିୟ ରହିଛି ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ପ୍ରଭାବରେ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ତେବେ ଆଜି...

ଆଜି ବସିବ ରତ୍ନଭଣ୍ଡାର ଯାଞ୍ଚ କମିଟିର ବୈଠକ, କେବେ ଖୋଲିବ ରତ୍ନଭଣ୍ଡାର ହୋଇପାରେ ଘୋଷଣା

ଭୁବନେଶ୍ୱର,୬।୭: ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଆଜି ବସିବ। ପୂର୍ବାହ୍ନ ୧୧ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଠାରେ ଏହି ବୈଠକ ଅନୁଷ୍ଠିତ ହେବ। ପୂର୍ବତନ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri