ରଥଯାତ୍ରାରେ ଜଗିବେ ୧୮୦ ପ୍ଲାଟୁନ ଫୋର୍ସ

ପୁରୀ,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏଥର ରଥଯାତ୍ରାରେ ୧୮୦ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ। ଏପରିକି ୪ ଅତିରିକ୍ତ ଡିଜି ପାହ୍ୟା ଅଧିକାରୀଙ୍କୁ ନିୟୋଜିତ କରାଯିବ ବୋଲି ରଥଯାତ୍ରା ପାଇଁ ସମୀକ୍ଷା ବୈଠକରେ ଏହି ସୂଚନା ଦେଇଛନ୍ତି ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଜଗତଗୁରୁ ରାମଭଦ୍ରାଚାର୍ଯ୍ୟ: ୯ ଦିନ ରହିବେ ପୁରୀରେ

ଭୁବନେଶ୍ୱର,୭।୬: ଓଡ଼ିଶାରେ ପହଞ୍ଚିଛନ୍ତି ଜଗତଗୁରୁ ରାମଭଦ୍ରାଚାର୍ଯ୍ୟ। ରଥଯାତ୍ରାରେ ସେ ୯ ଦିନ ପୁରୀରେ ରହିବା ସହ ବିଭିନ୍ନ ଆଧାତ୍ମିକ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।...

ଗୋଟିଏ ଦିନ ପରେ ରଥଯାତ୍ରା, ସିଂହଦ୍ୱାର ସମ୍ମୁଖରେ ଲାଗିଲା ୩ରଥ

ପୁରୀ,୬।୭: ସିଂହଦ୍ୱାର ସମ୍ମୁଖରେ ଲାଗିଛି ତିନି ରଥ। ଆଜ୍ଞାମାଳ ବିଜେ ପରେ ଶ୍ରୀଜିଉଙ୍କ ତିନି ରଥକୁ ଶ୍ରୀମନ୍ଦିର ସାମ୍ନାକୁ ଅଣାଯାଇଛି। ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା।...

ସରକାରଙ୍କୁ BJDର ଟାର୍ଗେଟ୍‌, ପ୍ରମିଳା କହିଲେ ଆନ୍ଦୋଳନ କରିବୁ

ଭୁବନେଶ଼୍ବର, ୦୬।୦୭: ନିର୍ବାଚନ ସମୟରେ ଓଡ଼ିଶାବାସୀଙ୍କୁ ଭାରତୀୟ ଜନତା ପାର୍ଟି ଦେଇଥିବା ପ୍ରତିଶ୍ରୁତିକୁ ନେଇ ବିଜୁ ଜନତା ଦଳର ନେତ୍ରୀ ତଥା ବିରୋଧୀ ଦଳ ମୁଖ୍ୟସଚେତକ...

ଗାନ୍ଧୀଛକରେ ବିକ୍ଷୋଭ: ରାହୁଲଙ୍କ ବିରୋଧରେ ଥାନାରେ ଏତଲା

ରୂପସା, ୬।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେବସେନା ପକ୍ଷରୁ ସ୍ଥାନୀୟ ଗାନ୍ଧୀଛକ ନିକଟରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । କଂଗ୍ରେସ ଏମ୍‌ପି...

ଘରକୁ ପଶିଗଲା ଟ୍ରକ୍‌: ଚାଲିଗଲା ବୃଦ୍ଧାଙ୍କ ଜୀବନ

ରାଇରଙ୍ଗପୁର,୬।୭: ମୟୁରଭଞ୍ଜ ଜିଲା ରାଇରଙ୍ଗପୁରରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ ଟକ୍ର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଘର ଭିତରକୁ...

ବିପୁଳ ନିଶା ସାମଗ୍ରୀ ଜବତ, ଜଣେ ଗିରଫ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାର ଏକ ଘର ଭିତରୁ ୫୦୦ ବୋତଲ କଫସିରପ ଜବତ ହୋଇଛି। କେଶବ ନଗର ଘରେ ଟାଉନ ଥାନା ପୋଲିସର ଅତର୍କିତ...

ରାତିପାହିଲେ ଘୋଷଯାତ୍ରା; ତିନି ରଥକୁ ବିଜେ ହେଲା ଆଜ୍ଞାମାଳ

ପୁରୀ, ୫।୭(ଅଜିତ୍‌ କୁମାର ମହାନ୍ତି): ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ତେଣୁ ପରମ୍ପରା ଅନୁଯାୟୀ, ଶନିବାର ରଥଖଳାରୁ ଶ୍ରୀମନ୍ଦିର ନିକଟକୁ ତିନିରଥ ଟଣାହେବ। ପଟି ଦିଆଁଙ୍କଠାରୁ...

କୁସୁମା ବଙ୍ଗଳା କାହାର: ବଢ଼ୁଛି ଚର୍ଚ୍ଚା, ସ୍ପଷ୍ଟୀକରଣ ରଖିଲେ…

ଯାଜପୁର,୬।୭: ଯାଜପୁର କୁସୁମାରେ ଥିବା ବିବାଦୀୟ ବଙ୍ଗଳାକୁ ନେଇ ଚର୍ଚ୍ଚା ବଢ଼ୁଥିବା ବେଳେ ଏଗୁଡିକ କାହାର ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।  ତେବେ ଶନିବାର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri