କେବେ ମିଳିବ ବର୍ଦ୍ଧିତ ଭତ୍ତା, ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୨ା୭: ବୃଦ୍ଧବୃଦ୍ଧା, ବିଧବା, ଦିବ୍ୟାଙ୍ଗ ଭତ୍ତା ବୃଦ୍ଧି ପ୍ରସ୍ତୁତି ଚାଲିଛି ବୋଲି ଗଣଶିକ୍ଷା ମନ୍ତ୍ରୀ ତଥା ସାମାଜିକ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଭତ୍ତା ୩ ହଜାରକୁ ବୃଦ୍ଧି ନିଷ୍ପତ୍ତି ହୋଇଛି, ସେଥିପାଇଁ ପ୍ରସ୍ତୁତି ଚାଲିଛି। ବଜେଟ କେତେ ଆସୁଛି ଦେଖିବୁ, ଅର୍ଥ ବିଭାଗର କ୍ଲିୟରାନ୍ସ ନେବୁ। ପରବର୍ତ୍ତୀ ସମୟରେ ଏହାକୁ କାର୍ଯ୍ୟକାରୀ କରିବୁ ବୋଲି ମନ୍ତ୍ରୀ କହିଛନ୍ତି।

ଏଥିସହ ପୂର୍ବ ସରକାର ବନ୍ଦ କରିଥିବା ସ୍କୁଲ ସଂପର୍କରେ ମନ୍ତ୍ରୀ ସୂଚନା ଦେଇ କହିଛନ୍ତି, ବନ୍ଦ ହୋଇଥିବା ସ୍କୁଲ ସଂପର୍କରେ ତର୍ଜମା ହେବ। ଏନେଇ ରିପୋର୍ଟ ମଗାଇବାକୁ ସଚିବଙ୍କୁ କୁହାଯାଇଛି। ଯେଉଁଠି ପିଲା ଅଛନ୍ତି ବା ସ୍କୁଲ ଦୂର ହେଉଛି, ସେ ସଂପର୍କରେ ବିଚାର କରାଯିବ। ଯେଉଁଠି ଆବଶ୍ୟକ ପଡ଼ିବ, ସେଠି ବନ୍ଦ ଥିବା ସ୍କୁଲ ଖୋଲାଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତ ସରକାରୀ ଜମି ଜବରଦଖଲ ହଟାଇବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୬।୭: ରାଜ୍ୟର ସମସ୍ତ ଜିଲାରେ ସରକାରୀ ଜମି ଜବରଦଖଲ ବଢି ଚାଲିଥିବା ବେଳେ ଚିନ୍ତା ପ୍ରକଟ କରିଛନ୍ତି ସରକାର। ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଜବରଦଖଲକୁ...

ସୋମବାର ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର, ୬ା୭(ଅସମାପିକା ସାହୁ) – ଚଳିତବର୍ଷ ଶ୍ରୀଜୀଉଙ୍କ ଗୁଣ୍ଡିଚା ଯାତ୍ରା ଦୁଇଦିନ ଧରି ଚାଲିବ। ରବିବାର ସାପ୍ତାହିକ ଛୁଟି ଥିବାବେଳେ ସୋମବାର ରାଜ୍ୟର ସମସ୍ତ ସ୍କୁଲ,...

ଟଙ୍କା ବ୍ୟାଗ୍‌ ଫିଙ୍ଗି ଦୌଡ଼ିଥିଲେ ତହସିଲଦାର, ଗୋଡ଼ାଇ ଧରିଲା ଭିଜିଲାନ୍ସ ଟିମ୍‌

ରାୟଗଡ଼ା,୬ା୭): ରାୟଗଡ଼ା ଜିଲା ଚନ୍ଦ୍ରପୁର ତହସିଲଦାର ବିଚିତ୍ରାନନ୍ଦ ନାୟକ ଗିରଫ ହୋଇଛନ୍ତି। ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ବାରା ଗିରଫ...

ମହାପ୍ରଭୁଙ୍କ ଅପେକ୍ଷାରେ ତିନି ରଥ

ପୁରୀ,୬।୭: ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହି ପରିପ୍ରେକ୍ଷୀରେ ଶନିବାର ସିଂହଦ୍ୱାର ସମ୍ମୁଖରେ ଲାଗିଲା ତିନି ରଥ। ଆଜ୍ଞାମାଳ ବିଜେ ପରେ ଶ୍ରୀଜିଉଙ୍କ ତିନି ରଥକୁ...

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର, ୬।୭: ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ଭୁବନେଶ୍ୱରରେ ହେବାକୁ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ...

ସ୍କୁଲ ଆସୁ ନାହାନ୍ତି ଶିକ୍ଷୟିତ୍ରୀ, ଶିକ୍ଷକ: ୪ଦିନ ହେଲା ଝୁଲୁଛି ତାଲା

ଭଦ୍ରକ,୬।୭: ଭଦ୍ରକ ଜିଲା ବାସୁଦେବପୁରସ୍ଥିତି ଦଧିବାମନପୁର ସ୍କୁଲରେ ୪ଦିନ ହେଲା ତାଲା ଝୁଲୁଛି। ଫଳରେ ଛାତ୍ରୀଛାତ୍ରଙ୍କ ପାଠ ପଢା ବନ୍ଦ ରହିଛି। ଏନେଇ ଅଭିଭାବକ ମହଳରେ...

ଆସିଲା ଖୁସିଖବର: ଜାଣନ୍ତୁ କେଉଁମାନେ ସାମିଲ ହେବେ ହେବେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ

ଭୁବନେଶ୍ୱର,୬।୭: କୃଷକଙ୍କ ପାଇଁ ଆସିଲା ଖୁସିଖବର। କୃଷକ ଭାଇ ମାନଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ ଯୋଗ୍ୟ...

କ୍ରୀଡ଼ା ପାଇଁ ସମର୍ପିତ ଓଡ଼ିଶା ସରକାର; ଚାମ୍ପିୟନ ମହିଳା ରଗ୍‌ବୀ ଦଳକୁ ରାତି ଅଧରେ କଲେ ସ୍ୱାଗତ

ଭୁବନେଶ୍ୱର, ୬।୭: ମହାରାଷ୍ଟ୍ରର ପୁଣେସ୍ଥିତ ବେଲଓ୍ବୋଡ଼ି ଷ୍ଟାଡିୟମରେ ଗୁରୁବାର ଉଦ୍‌ଯାପିତ ସର୍ବଭାରତୀୟ ସିନିୟର ମହିଳା ରଗ୍‌ବୀ ୭ ଏସ୍‌ ଚାମ୍ପିୟନଶିପ୍‌ରେ ଓଡ଼ିଶା ଦଳ ଚାମ୍ପିୟନ ହୋଇଛି।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri