ରାଜଧାନୀରେ ୩ ବର୍ଷର ଝିଅଙ୍କୁ ବଳାତ୍କାର: ଅଭିଯୁକ୍ତ ଯୁବକଙ୍କୁ ଧରିଲା ପୋଲିସ

ଭୁବନେଶ୍ୱର,୨।୭: ରାଜଧାନୀରେ ଏକ ଲଜ୍ଜାକର ଘଟଣା ସାମ୍‌ନାକୁ ଆସିଛି। ୩ ବର୍ଷର ନାବାଳିକା ଝିଅଙ୍କୁ ବଳାତ୍କାର କରାଯାଇଥିବା ଥାନାରେ ଏକ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଏୟାରଫିଲ୍ଡ ଥାନା ଅଞ୍ଚଳରୁ ଫେରାର ଥିବା ଅଭିଯୁକ୍ତଙ୍କୁ ମଙ୍ଗଳବାର କମିଶନରେଟ୍‌ ପୋଲିସ ଗିରଫ କରିଛି।

ମିଳିଥିବା ସୂଚନା ମୁତାବକ, ଗୁରୁତର ନାବାଳିକା ଜଣକ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ତା ସ୍ଥିର ଥିବା କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ପୋଲିସ ଅଭିଯୁକ୍ତଙ୍କୁ ଗିରଫ ପରେ ଡାକ୍ତରୀ ପରୀକ୍ଷା କରାଇଛି। ଅଭିଯୁକ୍ତଙ୍କୁ କୋର୍ଟ ଚାଲଣ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ପୋଲିସର ଦାଦାଗିରି: ଦୁଇ ଭାଇଙ୍କୁ ଉଠାଇ ନେଇ ଦେଲେ ଥାର୍ଡ ଡିଗ୍ରୀ

ବଣାଇଁ, ୫।୧୦(ପ୍ରଦୀପ ତ୍ରିପାଠୀ): ଦୁଇ ମାସ ତଳେ ରେଳ ଇଞ୍ଜିନରୁ ତେଲ ଚୋରି ଘଟଣାରେ ସମ୍ପୃକ୍ତି ଦର୍ଶାଇ ଗତ ୨ ତାରିଖ ରାତିରେ ରେଲୱେ ପୋଲିସ...

ହେମଗିରରେ ପୁଣି ଠାବ ହେଲା କଳାବାଘ

ସୁନ୍ଦରଗଡ,୫।୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ବନଖଣ୍ଡର ହେମଗିର ବନାଞ୍ଚଳ ଅଧୀନ ଦାଘୋରା ଜଙ୍ଗଲର ଗର୍ଜନ ପାହାଡରେ ପୁଣି ବ୍ଲାକ୍‌ ପାନ୍ଥର ବା କଳାବାଘ ଠାବ ହୋଇଛି।...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରତି ବ୍ଲକରେ ହେବ…

ଭୁବନେଶ୍ୱର,୫।୧୦: ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓଙ୍କ ବଡ଼ ସୂଚନା। ପ୍ରତି ବ୍ଲକରେ ହେବ ଶୀତଳ ଭଣ୍ଡାର। ଆଗାମୀ ୫ ବର୍ଷରେ ପ୍ରତି ବ୍ଲକରେ ହେବ ଶୀତଳ...

ଭାଜପାରେ ମିଶିଲେ ବିଜୁ ଛାତ୍ର ଜନତା ଦଳର ଜିଲା ସଭାପତି

କେନ୍ଦୁଝର,୫ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଜୁ ଛାତ୍ର ଜନତା ଦଳର କେନ୍ଦୁଝର ଜିଲା ଛାତ୍ର ସଭାପତି ଅବିନାଶ ପଟ୍ଟନାୟକ ଶନିବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟିରେ...

ଉଠା ଦୋକାନୀଙ୍କୁ ଉଚ୍ଛେଦ ମସୁଧା

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ରହିଥିବା ସମ୍ମିଳନୀ କକ୍ଷରେ ଶନିବାର ଜିଲା ସଡ଼କ ସୁରକ୍ଷା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ...

ଦଳିଦେବା ପରେ ମୃତଦେହକୁ ଜଗିରହିଲା ଦନ୍ତା: କାରଣ ଜାଣିଲେ…

ଦେବଗଡ଼,୫।୧୦(ଶଶାଙ୍କ ଶେଖର ଝାଙ୍କର) ଶୌଚ ପାଇଁ ଯାଇଥିବା ବେଳେ ଦଳି ଦେଲା ଦନ୍ତା । ଘଟଣାସ୍ଥଳରେ ହିଁ ଚାଲିଗଲା ବ୍ୟକ୍ତିଙ୍କ ଜୀବନ। ଦେବଗଡ଼ ବନଖଣ୍ଡ ରିଆମାଳ...

ସରପଞ୍ଚଙ୍କ ନାମରେ ଆସିଥିବା ଅଭିଯୋଗକୁ ଖଣ୍ଡନ କଲେ ୱାର୍ଡମେମ୍ବର

ଭବାନୀପାଟଣା,୫।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅଧୀନ ଅର୍ତ୍ତଲ ପଞ୍ଚାୟତର ସରପଞ୍ଚଙ୍କ ନାମରେ ଆସିଥିବା ଅଭିଯୋଗ ଭିତ୍ତିହୀନ ଓ ମିଥ୍ୟା ବୋଲି...

ଅଗ୍ନିବୀର ନିଯୁକ୍ତି ପାଇଁ ବଡ଼ ପ୍ରସ୍ତୁତି: ଡିସେମ୍ବର ୬ରୁ…

ରାଉରକେଲା,୫।୧୦(ବିପ୍ଳବ ରଞ୍ଜନ ଦାଶ): ଭାରତୀୟ ସେନା ପାଇଁ ହେବାକୁ ଥିବା ଅଗ୍ନିବୀର ନିଯୁକ୍ତି ମେଳା ଆୟୋଜନ ନେଇ ଏକ ଜିଲା ପ୍ରଶାସନ ସ୍ତରୀୟ ପ୍ରସ୍ତୁତି ବୈଠକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri