ଆଦିତ୍ୟ ମହାପାତ୍ର କିଏ? ଯିଏ ନବୀନଙ୍କ ବ୍ୟକ୍ତିଗତ ସଚିବ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର,୨ା୭: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭାବେ ଆଦିତ୍ୟ ମହାପାତ୍ରଙ୍କୁ ନିଯୁକ୍ତି ଦିଆଯାଇଛି। ପୂର୍ବରୁ ଆଦିତ୍ୟ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଥିଲେ। ଏବେ ସେ ନବୀନଙ୍କ ବ୍ୟକ୍ତିଗତ ସଚିବ ନିଯୁକ୍ତ ହୋଇଛନ୍ତି। ଆଦିତ୍ୟ ହେଉଛନ୍ତି ଜଣେ ଓଏଏସ୍‌ ଅଧିକାରୀ। ସେ ଆଇଆଇଟି କାନପୁରରୁ ଏମଟେକ୍‌ ଏବଂ ଆଇଆଇଟି ଖଡଗପୁରରୁ ଏମ୍‌ବିଏ କରିଛନ୍ତି।

ନିକଟରେ ୨୦୨୪ ବିଧାନସଭା ନିର୍ବାଚନରେ ବିଜେଡିର ନେତୃତ୍ୱାଧୀନ ନୂତନ ସରକାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ବିଧାନସଭାରେ ବିରୋଧୀ ଦଳର ନେତା ଭାବରେ ନିଯୁକ୍ତ ହୋଇଛନ୍ତି।
ବିଧାନସଭା ନିର୍ବାଚନରେ ନିର୍ବାଚିତ ହୋଇଥିବା ବିଜେଡି ବିଧାୟକମାନେ ଦଳର ସୁପ୍ରିମୋଙ୍କୁ ବିରୋଧି ଦଳ ନେତା ଏବଂ ବିଜେଡି ବିଧାନସଭା ଦଳର ନେତା ଭାବରେ ମନୋନୀତ କରିଥିଲେ। ମୁଖ୍ୟମନ୍ତ୍ରୀ ଭାବରେ ୨୪ ବର୍ଷ ଶାସନ କରିବା ପରେ ନବୀନ ବର୍ତ୍ତମାନ ଓଡ଼ିଶା ବିଧାନସଭାରେ ବିରୋଧୀ ନେତା ଭୂମିକା ଲିଭାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ

ପୁରୀ,୭ା୭: ଆଜି ମହାବାହୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏନେଇ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପ୍ରଭୁ ସୁଦର୍ଶନ ରଥାରୂଢ଼...

ଦେବଦଳନ ରଥରେ ବିଜେ କଲେ ସୁଦର୍ଶନ

ଭୁବନେଶ୍ୱର,୭।୭: ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ଏହି ଦିବସରେ ଅର୍ଥାତ ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ପଥ(ବଡ଼ଦାଣ୍ଡ)କୁ ଓହ୍ଲାଇଥାନ୍ତି। ବର୍ତ୍ତମାନ...

ପୁରୀରେ ରାଷ୍ଟ୍ରପତି

ଭୁବନେଶ୍ୱର,୭।୭: ରାଷ୍ଟ୍ରପତି ଦୌପଦୀ ମୁର୍ମୁ ପୁରୀ ଅଭିମୁଖେ ଯାଇଛନ୍ତି । ସେ ଭୁବନେଶ୍ୱର ବିମାନବନ୍ଦରରୁ ହେଲିକପ୍ଟରରେ ଯାଇ ପୁରୀ ତାଳବଣିଆଠାରେ ହେଲିପ୍ୟାଡରେ ଅବତରଣ କରିଛନ୍ତି। ପରେ...

ଆଜି ପବିତ୍ର ଘୋଷଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୭।୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଆଉ କିଛି ସମୟର ଅପେକ୍ଷା। ରଥ ଉପରେ ବିରାଜିବେ ଚର୍ତୁଦ୍ଧାମୂରତି। ଏଥିପାଇଁ ବଡ଼ଦାଣ୍ଡରେ ରଥ ପଥ ସବୁ ପ୍ରସ୍ତୁତ। ଏହି...

ଜଗନ୍ନାଥଙ୍କ ବେଶରେ ପୂଜା ପାଇଲେ ଉଜ୍ଜୟନୀର ମହାକାଳେଶ୍ୱର

ନୂଆଦିଲ୍ଲୀ,୭।୭: ଆଜି ପୁରୀରେ ଜଗନ୍ନାଥଙ୍କ ରଥଯାତ୍ରା ପାଳନ ହେବା ସହ ସାରା ଦେଶରେ ରଥଯାତ୍ରା ପାଳନ ହେବାକୁ ଯାଉଛି। ପୁରୀରେ ସଂଧ୍ୟା ୫ଟାରେ ରଥଟଣା ହେବ।...

ଆଦିବାସୀ ଯୁବକଙ୍କୁ ପିଟିଲା ପୋଲିସ

ସମ୍ବଲପୁର, ୭ା୭ (ପ୍ରମୋଦ ବହିଦାର)ପୋଲିସ ବର୍ବରତାର ଆଉ ଏକ କାହାଣୀ ଲୋକଲୋଚନକୁ ଆସିଛି। ବ୍ୟାଟେରି ଚୋରି ସନ୍ଦେହରେ ଜଣେ ଆଦିବାସୀ ଯୁବକଙ୍କୁ ଗାଁ ଲୋକଙ୍କ ଉପସ୍ଥିତିରେ...

କୁସୁମା କଟେଜ୍‌ ନିର୍ମାଣକୁ ନେଇ ବଢୁଛି ସନ୍ଦେହ

ଯାଜପୁର,୭ା୭(ହର୍ଷବର୍ଦ୍ଧନ ବେହେରା)ଯାଜପୁର ସହରର କୁସୁମା ପୋଖରୀ ପରିସରରେ ୨ ମହଲାବିଶିଷ୍ଟ ୯ଟି କଟେଜ୍‌ ନିର୍ମାଣକୁ ନେଇ ସନ୍ଦେହ ବଢ଼ିବାରେ ଲାଗିଛି। ଯାଜପୁର ପୌର ପରିଷଦ ପକ୍ଷରୁ...

ତୁଳସୀ କ୍ଷେତ୍ରରେ ୨ଦିନ ରଥଟଣା

କେନ୍ଦ୍ରାପଡ଼ା,୭ା୭(ଜଗନ୍ନାଥ ଧଳ)ତୁଳସୀ କ୍ଷେତ୍ରରେ ଆସନ୍ତା ୭ ଓ ୮ ଦୁଇଦିନ ଧରି ଶ୍ରଦ୍ଧାଳୁ ଶ୍ରୀବ୍ରହ୍ମ ତାଳଧ୍ୱଜ ରଥ ଟାଣିବେ ା ଏଥିପାଇଁ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ରଥ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri