Posted inଫୁରସତ

ଆଖି ପିଛୁଳାକେ ଉଡୁଥିବା ପକ୍ଷୀକୁ ଝାମ୍ପି ନେଲା ମାଛ,  ଭିଡିଓ ଦେଖିଲେ…

ସମୁଦ୍ରରେ ବିଭିନ୍ନ ପ୍ରକାରର ଜୀବ ବାସ କରନ୍ତି। ଯାହାଙ୍କର ଅନେକ ସ୍ବତନ୍ତ୍ର ଗୁଣ ରହିଛି। ବର୍ତ୍ତମାନ ଟାଇଗର ଫିସ୍‌ର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ   କରିଦେଉଛି। ଏହି ଭିଡିଓରେ ଟାଇଗର ଫିସ୍‌   କିପରି  ଶିକାର କରେ  ଦେଖିପାରିବେ।
ଇନଷ୍ଟାଗ୍ରାମ ଆକାଉଣ୍ଟ @namibia_africaରେ ଏହି  ଭିଡିଓ ଶେୟାର କରାଯାଇଛି। ଭିଡିଓରେ ଦେଖିବାକୁ  ମିଳୁଛି  ଯେ, ସମ୍ପୂର୍ଣ୍ଣ ଶାନ୍ତ ଥିବା ଜଳ ରାଶିରୁ ହଠାତ୍‌ ଏକ ମାଛ ଉପରକୁ ଉଠି ଆଖି ପିଛୁଳାକେ ଏକ ପକ୍ଷୀକୁ ଝାମ୍ପି ନେଉଛି। ଏପରି  ଶିକାର କରିବାକୁ ତାକୁ ସେକେଣ୍ଡଟିଏ ମଧ୍ୟ ଲାଗୁନାହିଁ।
ଟାଇଗର ଫିସ୍‌  ଚିତାବାଘ ଅପେକ୍ଷା ଅଧିକ  ସ୍ପିଡ୍‌ରେ ନିଜର ଶିକାର କରିଥାଏ।

 

View this post on Instagram

 

A post shared by Namibian Scenery (@namibia_africa)


Enter your email to get our daily news in your inbox.

All Right Reserved By Dharitri.Com

ଡଲ୍‌ଫିନ୍‌ ହସିପାରନ୍ତି

ନୂଆଦିଲ୍ଲୀ,୫ା୧୦(ପି.ଟି.): ଡଲ୍‌ଫିନ୍‌ଗୁଡ଼ିକ ଖେଳିବା ସମୟରେ ପାଟି ଖୋଲା ରଖି ପରସ୍ପରକୁ ସେମାନଙ୍କ ଭାବନା ବ୍ୟକ୍ତ କରିଥାନ୍ତି। ଅନେକ ସମୟରେ ସେମାନଙ୍କର ଏହି ଅଭିବ୍ୟକ୍ତି ‘ହସ’ ହୋଇପାରେ ବୋଲି...

୧୦ ଟଙ୍କାର ବେଲୁନ ବି ନେଇପାରେ ଜୀବନ!

ପ୍ରୟାଗରାଜ,୪।୧୦: ପ୍ରୟାଗରାଜର ସରାଇ ଇନାୟତ ପୋଲିସ ଷ୍ଟେଶନ ଅଞ୍ଚଳର ଫତୁହାଁ ଗ୍ରାମରେ ଏକ ମାମଲା ସାମ୍ନାକୁ ଆସିଛି, ଯାହା ଶୁଣି ଲୋକମାନେ କେବଳ ଆଶ୍ଚର୍ଯ୍ୟ ହୋଇନାହାଁନ୍ତି,...

‘ଶିକ୍ଷାକ୍ଷେତ୍ରରେ ଶିକ୍ଷକମାନଙ୍କ ଭୂମିକା ଅତୁଳନୀୟ’

ଭାରତରେ ପ୍ରତିବର୍ଷ ୫ ସେପ୍ଟେମ୍ବରରେ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିନକୁ ଗୁରୁଦିବସ ବା ଶିକ୍ଷକ ଦିବସ ଭାବେ ପାଳନ କରାଯାଉଥିବାବେଳେ ଅନ୍ତର୍ଜାତୀୟ ସ୍ତରରେ ଶିକ୍ଷକ ଦିବସ ପ୍ରତିବର୍ଷ...

ଏମିତି ଏକ ଗାଁ ଯେଉଁଠି କାହାରି ଘରେ ହୁଏ ନାହିଁ ରୋଷେଇ

ଗାନ୍ଧିନଗର: ଗୁଜୁରାଟରେ ଦେଶର ଏକ ଅନନ୍ୟ ଗ୍ରାମ ଅଛି। ଏହି ଗାଁର କୌଣସି ଘରେ ଖାଦ୍ୟ ରନ୍ଧାଯାଏ ନାହିଁ। ବିଶେଷ କଥା ହେଉଛି ଏହି ଗାଁରେ...

କାହିଁକି ଭାରତୀୟ ନୋଟ୍‌ରେ ରହିଥାଏ ଗାନ୍ଧୀଙ୍କ ଫଟୋ? ଜାଣନ୍ତୁ ଏହାର ରହସ୍ୟ…

ଆପଣ ପ୍ରତି ଭାରତୀୟ ନୋଟ୍‌ରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଫଟୋ ଦେଖିଥିବେ। ସେଇଟା ୧୦ଟଙ୍କିଆ ହେଉ କି ୫୦୦ ସବୁଥିରେ ଗାନ୍ଧୀଙ୍କ ଫଟୋ ଥିବା...

ପରିବାରରେ ୭୦୦ ସଦସ୍ୟ

କାମ୍ପାଲା : ପୁରାତନ କାଳରେ ପ୍ରାୟ ସମସ୍ତଙ୍କର ପରିବାର ବଡ଼ ଥିଲା ଏବଂ ପରିବାରରେ ସମସ୍ତେ ମିଳିମିଶି ରହୁଥିଲେ। ସେତେବେଳେ ଘରର ବିଭିନ୍ନ କାର୍ଯ୍ୟକୁ ପରିବାର ସମସ୍ତ...

ବୟସ୍କଙ୍କୁ ମର୍ଯ୍ୟାଦା

ବୟସ୍କ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ, କଲ୍ୟାଣ ଏବଂ ଅଧିକାର ବିଷୟରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ୧ ଅକ୍ଟୋବରରେ ‘ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ’ ପାଳନ...

ଏଠାରେ ପ୍ରତିଦିନ ସ୍ବାମୀ ବଦଳାନ୍ତି ମହିଳା, ଗର୍ଭବତୀ ହେଲେ…

ମହାଭାରତରେ ଦ୍ରୋପଦୀ ପାଣ୍ଡବଙ୍କୁ ବିବାହ କରିଥିଲେ। ଭୁଲ ବୁଝାମଣା ହେତୁ ଦ୍ରୋପଦୀଙ୍କୁ ୫ ସ୍ବାମୀ ମିଳିଥିଲେ। କିନ୍ତୁ ଆପଣ ଜାଣନ୍ତି କି ଆଜି ବି ଭାରତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri