ଧର୍ମେନ୍ଦ୍ରଙ୍କ ଭୁବନେଶ୍ୱର ଘରକୁ ଘେରାଉ କଲେ ଛାତ୍ର

ଭୁବନେଶ୍ୱର,୨।୭: ନିଟ ଅନିୟମିତତା ନେଇ ଜାତୀୟ ରାଜନୀତିରୁ ରାଜ୍ୟ ରାଜନୀତି ସରଗରମ ରହିଛି। ଏହାରି ଭିତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପରୀକ୍ଷା ତ୍ରୁଟି ନେଇ ସମାଲୋଚନା କରାଯାଉଛି। ତେବେ ମଙ୍ଗଳବାର ଛାତ୍ର କଂଗ୍ରେସ ଧର୍ମେନ୍ଦ୍ରଙ୍କ ଭୁବନେଶ୍ୱର ବାସଭବନକୁ ଘେରାଉ କରିଛି।

ଛାତ୍ର କଂଗ୍ରେସ ଶିକ୍ଷାମନ୍ତ୍ରୀଙ୍କ ବାସଭବନ ଆଗରେ ବିକ୍ଷୋଭ କରିଛନ୍ତି। ଏଥିସହ ଛାତ୍ରମାନେ ପ୍ଲାକାର୍ଡ ଧରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ବାହାଘର ପାଇଁ ରଖିଥିଲେ ସୁନା ଗହଣା, ସବୁ ଲୁଟିନେଲେ ଦୁର୍ବୃତ୍ତ

ହାଟଡିହୀ,୭ା୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଗୋପ ଗ୍ରାମରୁ ଗତ ଶନିବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ଅଭିଯୋଗ ହୋଇଛି l ପୋଲିସ କେସ୍‌...

ବଡ଼ଦାଣ୍ଡରେ ଗଡ଼ିଲା ରଥ

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ...

ବଡ଼ଦାଣ୍ଡରେ ଲୀଳାମୟଙ୍କୁ ଚାହିଁ ହାତ ଯୋଡ଼ିଲେ ନବୀନ

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର । ଶ୍ରୀଜିଉଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ପହଞ୍ଚିଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ...

୩ ରଥରେ ଛେରାପହଁରା କଲେ ଗଜପତି ମହାରାଜା

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ...

ହାତ ଟେକି ଆଣ୍ଠୁ ମାଡ଼ି ମହାବାହୁଙ୍କୁ ମୁଣ୍ଡିଆ ମାରିଲେ ରାଷ୍ଟ୍ରପତି

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ରଥଯାତ୍ରା ଦେଖିବା ପାଇଁ ବଡ଼ଦାଣ୍ଡରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି କାଳିଆକୁ ଦେଖି ଭାବବିହ୍ବଳ ହୋଇପଡିଥିଲେ। ଏପରିକି ରାଷ୍ଟ୍ରପତି...

ନବୀନଙ୍କୁ ନେବା ପାଇଁ ମଞ୍ଚରୁ ଧାଇଁ ଆସିଲେ ଧର୍ମେନ୍ଦ୍ର, ଭିଡିଓ ଦେଖିଲେ…

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଦେଖିବା ପାଇଁ ବଡ଼ଦାଣ୍ଡରେ ଏକାଠି ହୋଇଛନ୍ତି ସବୁ ଦଳର ନେତା। ଏହି ଉପଲକ୍ଷେ ବଡ଼ଦାଣ୍ଡରେ ହୋଇଥିବା ଏକ ମଞ୍ଚରେ ମହାମହିମ...

ରଥାରୂଢ଼ ହେଲେ ତିନିଠାକୁର

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ...

ରାଜଧାନୀରେ ପ୍ରବଳ ବର୍ଷା, ଭାସିଲା ଗାଡ଼ି

ଭୁବନେଶ଼୍ବର ୭।୭: ରାଜଧାନୀ ଭୁବନେଶ଼୍ବରରେ ପ୍ରବଳ ବର୍ଷା ହୋଇଛି । ଫଳରେ ଇସ୍କନ ମନ୍ଦିର ସାମ୍ନା ରାସ୍ତା ବର୍ଷା ପାଣିରେ ବଡ଼ିଯାଇଛି । ରାସ୍ତାରେ ୫ଫୁଟ୍‌...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri