‘ମୋ ବସ୍‌’ ନାଁ ବଦଳାଯାଇ ରଖାଯିବ ଏହି ନାଁ, ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩।୭: ଲଷ୍ମୀ ବସ୍‌ର ନାଁ ଆଉ ରଙ୍ଗ ବଦଳିବା ପରେ ଏବେ ମୋ ବସ୍‌ର ନାଁ, ରଙ୍ଗ ବଦଳିବା ଖବର ଉପରେ ବଡ଼ ସୂଚନା ଦେଇଛନ୍ତି ଗୃହ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ସେ କହିଛନ୍ତି, ମୋ ବସ୍‌ ନାଁ ଏବଂ ରଙ୍ଗ ବଦଳାଯିବା ନେଇ ଆଲୋଚନା ହେବ। ମୋ ବସ୍‌ ନାଁ ବଦଳି ଆମ ବସ୍‌ ହେଲେ ଭଲ ହେବ ବୋଲି ମନ୍ତ୍ରୀ କହିଛନ୍ତି। ମନ୍ତ୍ରୀ ଆହୁରି କହିଛନ୍ତି, ପ୍ରଧାନମନ୍ତ୍ରୀ ଇ-ବସ୍‌ ଯୋଜନାରେ ଆଉ ୪ ଶହ ବସ୍‌ ଆସୁଛି।

ଗୃହ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ବୁଧବାର ‘ମୋ ବସ’ରେ ଯାତ୍ରା କରି ସମୀକ୍ଷା କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ବସ୍‌ ସେବା ଭଲ ଅଛି, ଆହୁରି ବସ୍‌ ସଂଖ୍ୟା ବଢିବ। ଆଉ ୪ଶହ ଇଲେକ୍ଟ୍ରୋନିକ୍‌ ବସ୍‌ ଆସୁଛି, ଖୁବ୍‌ଶୀଘ୍ର ପହଞ୍ଚିବ। ଭୁବନେଶ୍ୱର ଏବଂ କଟକ ପାଇଁ ଶହେ ଲେଖାଏ ବସ୍‌ ରହିବ। ଟ୍ରାଫିକ୍‌ ସମସ୍ୟା, ଦୁର୍ଘଟଣା ଆଦି ପ୍ରସଙ୍ଗକୁ ଗୁରୁତ୍ୱ ସହ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ବିଜେଡିକୁ ଝଟ୍‌କା: ଦଳ ଛାଡ଼ିଲେ ରାଜ୍ୟ ସମ୍ପାଦକ ନିର୍ମଳ ସାହୁ

ପୁରୁଷୋତ୍ତମପୁର,୬।୧୦(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାରେ ପୁଣି ବିଜେଡିକୁ ଏକ ବଡ଼ ଝଟ୍‌କା ଲାଗିଛି। ପୁରୁଷୋତ୍ତମପୁର ଅଞ୍ଚଳର ଯୁବନେତା ତଥା ବିଜେଡି ରାଜ୍ୟ ସମ୍ପାଦକ ତଥା ଆସିକା...

ଟ୍ରେନରୁ କୋଇଲା ଚୋରି କରିବା ଦୁର୍ଦ୍ଦାନ୍ତ ଅପରାଧୀ ବାୟାଙ୍କୁ ପଡ଼ିଲା ମହଙ୍ଗା

ତିହିଡ଼ି,୬ା୧୦(ସଞ୍ଜିତ ବଳ)- ଭଦ୍ରକ-ଧାମରା ରେଳପଥରୁ କୋଇଲା ଚୋରି କରି ଚାଲାଣ କରୁଥିବା ଭଗବାନ ଦାସ ଓରଫ ବାୟାଙ୍କୁ ରବିବାର ତିହିଡ଼ି ପୋଲିସ ଗିରଫ କରିଛି। ତାଙ୍କ...

ଭୁବନେଶ୍ୱରରେ ବର୍ଷାପବନ: ଭାଙ୍ଗିଲା ୩୦ ଫୁଟ ଉଚ୍ଚର ତୋରଣ

ଭୁବନେଶ୍ୱର,୬।୧୦: ଆଗକୁ ଦୁର୍ଗାପୂଜା। ଏନେଇ ଚଳଚଞ୍ଚଳ ହୋଇଉଠିଛି ରାଜଧାନୀ ଭୁବନେଶ୍ୱର। ବିଭିନ୍ନ ଦୁର୍ଗାପୂଜା କମିଟି ପକ୍ଷରୁ ସାଜସଜ୍ଜାକୁ ବିଶେଷ ଗୁରୁତ୍ୱ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ ରବିବାର...

ରାଉରକେଲାରୁ ୨୦ଲକ୍ଷ ଟଙ୍କାରେ ବାଣ ଜବତ

ରାଉରକେଲା,୬।୧୦: ଆଗକୁ ଆଲୋକର ପର୍ବ ଦୀପାବଳି। ଏନେଇ ବେଆଇନ ବାଣ ଗୋଦାମଗୁଡିକ ଖେଳିବା ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସୁନ୍ଦରଗଡ଼ ଜିଲା ପ୍ଲାଣ୍ଟ ସାଇଟ ଥାନା...

PGT ନିଯୁକ୍ତି ଲିଖିତ ପରୀକ୍ଷା ବାତିଲ୍‌: ଜାଣନ୍ତୁ ପୁଣି କେବେ ହେବ

କଟକ,୬।୧୦: ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ଆୟୋଜିତ ପିଜିଟି ନିଯୁକ୍ତିକୁ ନେଇ ୩ଟି ବର୍ଗର ଲିଖିତ ପରୀକ୍ଷା ବାତିଲ୍‌ କରାଯାଇଛି। ରବିବାର ଏହି ପରୀକ୍ଷାଗୁଡିକ ହେବାକୁ...

ପୁଣି ପ୍ରଶ୍ନପତ୍ର ଲିକ୍‌ : OSSC ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ୟାକେଟ୍‌…

ଭୁବନେଶ୍ୱର,୬।୧୦: OSSC ପରିଚାଳିତ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ ପରୀକ୍ଷାରେ ତ୍ରୁଟି ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆସିଛି ବାଲେଶ୍ବରର ଗୋପାଳ ଗାଁ ପରୀକ୍ଷା କେନ୍ଦ୍ରରୁ। ଏଭଳି ଏକ...

ସହରରେ ଚାଞ୍ଚଲ୍ୟ: ମନୋରମାଙ୍କ ହତ୍ୟାକାରୀ ହାରିଦେଲେ ଜୀବନ

କେନ୍ଦୁଝର,୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟରେ ଶଙ୍କରଗଳି ପବିତ୍ରଡିହାରେ ଗତ ୪ ତାରିଖରେ ଜଣେ ୨୦ ବର୍ଷୀୟା ଯୁବତୀ ମନୋରମା ବେହେରା ହତ୍ୟାକାଣ୍ଡର ଅଭିଯୁକ୍ତ...

ସୁଭଦ୍ରା ଟଙ୍କା ୯ରେ ଆସିବ କି ନାହିଁ? ସହଜରେ ଏମିତି କରନ୍ତୁ ଚେକ୍‌…

ଭୁବନେଶ୍ୱର,୬।୧୦: ଆଉ ମାତ୍ର ୩ ଦିନ ବାକି । ହିତାଧିକାରୀଙ୍କ ଖାତାକୁ ଆସିବ ସୁଭଦ୍ରା ଟଙ୍କା । ସୁଭଦ୍ରାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତିରେ ରାଜ୍ୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri