Posted inଜାତୀୟ

ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ ସୋରେନ!

ରାଞ୍ଚି,୩ା୭: ହେମନ୍ତ ସୋରେନ ଝାଡ଼ଖଣ୍ଡର ନୂତନ ମୁଖ୍ୟମନ୍ତ୍ରୀ ହେବେ। ହେମନ୍ତ ବିଧାନସଭା ଦଳର ନେତା ଭାବରେ ନିର୍ବାଚିତ ହୋଇଛନ୍ତି। ହେମନ୍ତଙ୍କୁ ଏନ୍‌ଫୋର୍ସମେଣ୍ଟ ଡାଇରେକ୍ଟୋରେଟ୍‌ (ଇଡି) ଗିରଫ କରିବା ପରେ ତାଙ୍କର ଘନିଷ୍ଠ ସହଯୋଗୀ ଚମ୍ପାଇ ସୋରେନଙ୍କୁ ରାଜ୍ୟ କମାଣ୍ଡ ହସ୍ତାନ୍ତର କରାଯାଇଥିଲା। ବର୍ତ୍ତମାନ ମୁକ୍ତ ହେବା ପରେ ହେମନ୍ତ ସୋରେନ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି।

ଜାନୁଆରୀ ୩୧ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ତାଙ୍କୁ ଦିଲ୍ଲୀସ୍ଥିତ ବାସଭବନରୁ ଗିରଫ କରିଥିଲା। ପାଞ୍ଚ ମାସ ଧରି ଜେଲରେ ରହିବା ପରେ ହାଇକୋର୍ଟରୁ ତାଙ୍କୁ ବେଲ୍ ମିଳିଛି। ଜୁନ୍ ୨୮ରେ ହାଇକୋର୍ଟ ବେଲ୍ ଦେବା ପରେ ଜାମିନରେ ମୁକୁଳିଛନ୍ତି ସୋରେନ୍। ଜାମିନରେ ଆସିବା ପରେ ବର୍ତ୍ତମାନ ସେ ମୁଖ୍ୟମନ୍ତ୍ରୀ ହେବା ନେଇ ଚର୍ଚ୍ଚା ହେଉଛି। ଆଜି ଇଣ୍ଡିଆ ମେଣ୍ଟର ବିଧାୟକମାନଙ୍କୁ ନେଇ ରାଞ୍ଚିରେ ଜରୁରୀ ବୈଠକ ବସିଥିଲା, ଯେଉଁଥିରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ମଧ୍ୟ ଯୋଗଦେଇଥିଲେ। ଏହି ବୈଠକ ପରେ ସୋରେନ ଆଉ ଥରେ ମୁଖ୍ୟମନ୍ତ୍ରୀ ହୋଇପାରନ୍ତି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁପି ମର୍ମନ୍ତୁଦ ଦୁର୍ଘଟଣା: ମୃତକଙ୍କ ପରିବାର ପାଇଁ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ମିର୍ଜାପୁର,୪ା୧୦: ଉତ୍ତରପ୍ରଦେଶର ମିର୍ଜାପୁରରେ  ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟରକୁ ଟ୍ରକ୍‌ ଧକ୍କା ଦେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୩ ଜଣ...

ଲଗେଜ୍‌ ହଜାଇ ଦେଲେ ଅନୁଷ୍କା ଶଙ୍କର: ସହାର୍ଯ୍ୟ ପାଇଁ କରିଥିଲେ…

ନୂଆଦିଲ୍ଲୀ,୪ା୧୦: ଖ୍ୟାତନାମା ସିତାର ବାଦକ ଅନୁଷ୍କା ଶଙ୍କର ଜର୍ମାନୀର ବର୍ଲିନ୍‌ରେ ତାଙ୍କ ଲଗେଜ୍‌ ହଜାଇ ସାହାଯ୍ୟ ପାଇଁ ଚିତ୍କାର କରୁଥିବା ଦେଖାଯାଇଥିଲା, ଯାହା ଅନେକ ସୋସିଆଲ...

ମହାରାଷ୍ଟ୍ରରେ ଯୁବତୀଙ୍କୁ ଗଣବଳାତ୍କାର

ପୁଣେ,୪ା୧୦: ମହାରାଷ୍ଟ୍ରର ପୁଣେରେ ଜଣେ ୨୧ ବର୍ଷୀୟା ଯୁବତୀଙ୍କୁ ୩ ଜଣ ଯୁବକ ଗଣବଳାତ୍କାର କରିଛନ୍ତି। ଯୁବତୀ ଜଣକ ତାଙ୍କର ବନ୍ଧୁଙ୍କ ସହ ବୋପଦେବ ଘାଟ...

ବଡ଼ଧରଣର ଏନ୍‌କାଉଣ୍ଟର: ଗଡ଼ିଲା ଗୋଟିଏ ପରେ ଗୋଟିଏ ମାଓବାଦୀଙ୍କ ମୁଣ୍ଡ

ଦାନ୍ତଓ୍ବୋଡ଼ା,୪।୧୦: ଓଡ଼ିଶା ସିମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ାରେ ଶୁକ୍ରବାର ସୁରକ୍ଷା କର୍ମୀଙ୍କୁ ଏକ ବଡ଼ଧରଣର ସଫଳତା ମିଳିଛି। ସୁରକ୍ଷା କର୍ମୀଙ୍କ ଏନ୍‌କାଉଣ୍ଟରରେ ୩୬ଜଣ ମାଓବାଦୀ ନିହତ ହୋଇଥିବା...

ଏନସିପିର ଏକମାତ୍ର ବିଧାୟକ ଏବେ ଭାଜପାରେ

ରାଞ୍ଚି,୪।୧୦: ଝାଡ଼ଖଣ୍ଡ ଏନସିପି (ଅଜିତ ପାୱାର) ବିଧାୟକ ତଥା ଦଳର ରାଜ୍ୟ ସଭାପତି କମଲେଶ କୁମାର ସିଂ ଶୁକ୍ରବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି।...

ବଡ଼ ଭବିଷ୍ୟବାଣୀ: ମୁଖ୍ୟମନ୍ତ୍ରୀ ନୁହେଁ ପ୍ରଧାନମନ୍ତ୍ରୀ ହେବେ ପ୍ରଶାନ୍ତ କିଶୋର

ରୋହତାସ,୪।୧୦: ନିର୍ବାଚନ ରାଜନୀତିର ଚାଣକ୍ୟ ଭାବେ ବିବେଚିତ ପ୍ରଶାନ୍ତ କିଶୋର ଜନ ସୁରାଜ ନାମକ ଏକ ଦଳ ଘୋଷଣା କରିଛନ୍ତି। ପିକେଙ୍କ ଏହି ନିଷ୍ପତ୍ତିକୁ ନେଇ...

ନୀତୀଶ କୁମାରଙ୍କ ବଡ଼ ଘୋଷଣା: ବିଜୟା ଦଶମୀ ପୂର୍ବରୁ…

ପାଟନା,୪।୧୦: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ବନ୍ୟା ପୀଡିତଙ୍କୁ ପ୍ରତ୍ୟେକଙ୍କୁ ୭ ହଜାର ଟଙ୍କା ଦିଆଯିବ। ଶୁକ୍ରବାର ଅପରାହ୍ନରେ...

୫ ହଜାର ନୁହେଁ ମହିଳାଙ୍କ ଖାତାକୁ ଯିବ ୫୦ହଜାର ଟଙ୍କା, ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ସରକାର ମହିଳାଙ୍କ ପାଇଁ ବହୁ କଲ୍ୟାଣକାରୀ ଯୋଜନା ଆରମ୍ଭ କରିଛନ୍ତି। ଏହା ଅଧୀନରେ କେନ୍ଦ୍ର ସରକାର ମହିଳା ସଶକ୍ତିକରଣ ଲକ୍ଷ୍ୟରେ ଆଉ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri