Posted inଖେଳ

ଭିଏତନାମରେ ତ୍ରିରାଷ୍ଟ୍ରୀୟ ଖେଳିବ ଭାରତ

ନୂଆଦିଲ୍ଲୀ, ୩।୭: ଭାରତୀୟ ଫୁଟବଲ ଦଳ ଭିଏତନାମ ଯାଇ ଏକ ତ୍ରିରାଷ୍ଟ୍ରୀୟ ଟୁର୍ନାମେଣ୍ଟ ଖେଳିବ। ଏଥିରେ ତୃତୀୟ ଦଳଭାବେ ଲେବାନନ ଅଂଶଗ୍ରହଣ କରିବ। ଫିଫା ଓ୍ବିଣ୍ଡୋକୁ ଦୃଷ୍ଟିରେ ରଖି ଆସନ୍ତା ଅକ୍ଟୋବରରେ ଏହି ତ୍ରିରାଷ୍ଟ୍ରୀୟ ରଖା ଯାଇଥିବା ସର୍ବଭାରତୀୟ ଫୁଟବଲ ଫେଡେରେଶନ (ଏଆଇଏଫଏଫ) ପକ୍ଷରୁ ପ୍ରକାଶ କରାଯାଇଛି।

ଭିଏତନାମ ସମ୍ପ୍ରତି ଫିଫା ର଼୍ୟାଙ୍କିଙ୍ଗ୍‌ର ୧୧୬ତମ ସ୍ଥାନରେ ଥିବାବେଳେ ଲେବାନନ ୧୧୭ ଓ ଭାରତ ୧୨୪ତମ ସ୍ଥାନରେ ରହିଛି। ମୁଖ୍ୟ କୋଚ୍‌ ପଦରୁ ଇଗର ଷ୍ଟିମାକଙ୍କୁ ବହିଷ୍କାର କରାଯିବାପରେ ବ୍ଲୁ ଟାଇଗର୍ସର ଏହା ପ୍ରଥମ ଟୁର୍ନାମେଣ୍ଟ। ଏଆଇଏଫଏଫ ଏପର୍ଯ୍ୟନ୍ତ ନୂଆ କୋଚ୍‌ ନିଯୁକ୍ତ କରି ନ ଥିବାରୁ ତ୍ରିରାଷ୍ଟ୍ରୀୟ ସମୟରେ ଏହି ଦାୟିତ୍ୱ ତୁଲାଉଛି ତାହା ଦେଖିବାକୁ ରହିଛି। ଭାରତ ଅକ୍ଟୋବର ୯ରେ ଭିଏତନାମ ଓ ୧୨ରେ ଲେବାନନକୁ ଭେଟିବ। ୧୫ ତାରିଖରେ ଭିଏତନାମ ଓ ଲେବାନନ ମଧ୍ୟରେ ମୁକାବିଲା ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମହିଳା ଟି ୨୦ ବିଶ୍ୱକପରେ ଦୁର୍ଘଟଣା, ଗୁରୁତର ଆହତ ହେଲେ ଖେଳାଳି

ନୂଆଦିଲ୍ଲୀ,୫।୧୦: ଶୁକ୍ରବାର ୱେଷ୍ଟଇଣ୍ଡିଜ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ଆଇସିସି ମହିଳା ଟି -୨୦ ବିଶ୍ୱକପ୍ର ତୃତୀୟ ମ୍ୟାଚରେ ଏକ ଦୁର୍ଘଟଣା ଘଟିଛି। ଦକ୍ଷିଣ...

ମହିଳା ଟି୨୦ ବିଶ୍ୱକପ: ନ୍ୟୁଜିଲାଣ୍ଡଠାରୁ ହାରିଲା ଭାରତ

ଦୁବାଇ, ୪।୧୦: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପରେ ଭାରତ ପରାଜୟ ସହ ଅଭିଯାନ ଆରମ୍ଭ କରିଛି। ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ହରମନପ୍ରୀତ କୌରଙ୍କ ଦଳ...

ଓଡ଼ିଶା ରଣଜୀ ଦଳ ଘୋଷିତ: ଗୋବିନ୍ଦ ପୋଦ୍ଦାର ଅଧିନାୟକ

ଭୁବନେଶ୍ୱର, ୪।୧୦ (ତପନ ସ୍ବାଇଁ): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଘରୋଇ କ୍ରିକେଟର ସର୍ବୋଚ୍ଚ ଟୁର୍ନାମେଣ୍ଟ ରଣଜୀ ଟ୍ରଫି ୨୦୨୪-୨୫ ସିଜନର ପ୍ରଥମ ୨ଟି ମ୍ୟାଚ...

ସାହାଣୀ କପ ଫୁଟବଲ: ରାଉରକେଲାକୁ ହରାଇ ବରଗଡ଼ ଫାଇନାଲରେ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଫୁଟବଲ ଆସୋସିଏସନ ଅଫ ଓଡ଼ିଶା ଓ ବରଗଡ଼ ଜିଲା କ୍ରୀଡ଼ା ସଂସଦର ମିଳିତ ଆୟୋଜନରେ ଅନୁଷ୍ଠିତ...

ରିଷଭ ପନ୍ତଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ନୂଆଦିଳ୍ଲୀ,୪।୧୦:ଭାରତୀୟ କ୍ରିକେଟର୍‌ ରିଷଭ ପନ୍ତ ଆଜି ୨୮ ବର୍ଷରେ ପଦାର୍ପଣ କରିଛନ୍ତି। ପନ୍ତ ୪ ଅକ୍ଟୋବର ୧୯୯୭ରେ ଉତ୍ତରାଖଣ୍ଡର ରୁର୍‌କିରେ ଜନ୍ମଗ୍ରହଣ କରିଥିଲେ। ପନ୍ତ ନିଜର...

କାଙ୍ଗାଳ ପାକିସ୍ତାନ: ୪ ମାସ ହେବ କ୍ରିକେଟର୍‌ଙ୍କୁ ମିଳିନି ଦରମା

ଇସଲାମାବାଦ୍‌,୪।୧୦: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ରେ ବିବାଦ ଶେଷ ହେବାର ନାଁ ଧରୁନି। ପାକିସ୍ତାନର ଅନେକ ତାରକା ଖେଳାଳିଙ୍କୁ ଗତ ଚାରିମାସ ଧରି ଦରମା ଦିଆଯାଇ...

ଶାମିଙ୍କ ଉପରେ ବଡ଼ ଅଭିଯୋଗ ଆଣିଲେ ପତ୍ନୀ ହସିନ ଜହାଁ, ଝିଅଙ୍କ…

ନୂଆଦିଲ୍ଲୀ,୪।୧୦: ଭାରତୀୟ ତାରକା ବୋଲର୍‌ ମହମ୍ମଦ ଶାମିଙ୍କ ଉପରେ ଗମ୍ଭୀର ଅଭିଯୋଗ ଲଗାଇଛନ୍ତି ପତ୍ନୀ ହସିନ ଜହାଁ। ଝିଅ ଆୟରାଙ୍କ ପାସପୋର୍ଟ କରିବାକୁ ଶାମି ସହଯୋଗ...

ଅଷ୍ଟ୍ରେଲିଆ ଗସ୍ତ ପୂର୍ବରୁ କୋହଲିଙ୍କ ହୁଙ୍କାର: ଯୁଦ୍ଧ ଏବେ…

ନୂଆଦିଲ୍ଲୀ,୪।୧୦: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫି ଖେଳାଯିବ। ଏହି ଟ୍ରଫି ଅଧୀନରେ ଭାରତ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri