କଲେଜ ବସ୍‌ରେ ନିଆଁ

ଅନୁଗୋଳ,୪।୭: ଅନୁଗୋଳ ରାଧାରମଣପଡ଼ାଠାରେ ଗୁରୁବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଛାତ୍ରୀଛାତ୍ରଙ୍କୁ ଧରି ଯାଉଥିବା ଏକ ଘରୋଇ କଲେଜ ବସ୍‌ରେ ନିଆଁ ଲାଗି ବସ୍‌ଟି ସମ୍ପୂର୍ଣ୍ଣ ପୋଡି ଯାଇଛି। ହେଲେ ବସ୍‌ରେ ଥିବା ସମସ୍ତ ଛାତ୍ରୀଛାତ୍ର ଅଳ୍ପକେ ବର୍ତ୍ତିଯାଇଛନ୍ତି।

ଖବର ପାଇ ତୁରନ୍ତ ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ହେଲେ ବସ୍‌ଟି ସମ୍ପୂର୍ଣ୍ଣ ପୋଡି ଯାଇଥିଲା। ସର୍ଟ ଶର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରତି ବ୍ଲକରେ ହେବ…

ଭୁବନେଶ୍ୱର,୫।୧୦: ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓଙ୍କ ବଡ଼ ସୂଚନା। ପ୍ରତି ବ୍ଲକରେ ହେବ ଶୀତଳ ଭଣ୍ଡାର। ଆଗାମୀ ୫ ବର୍ଷରେ ପ୍ରତି ବ୍ଲକରେ ହେବ ଶୀତଳ...

ଉଠା ଦୋକାନୀଙ୍କୁ ଉଚ୍ଛେଦ ମସୁଧା

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ରହିଥିବା ସମ୍ମିଳନୀ କକ୍ଷରେ ଶନିବାର ଜିଲା ସଡ଼କ ସୁରକ୍ଷା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ...

ଦଳିଦେବା ପରେ ମୃତଦେହକୁ ଜଗିରହିଲା ଦନ୍ତା: କାରଣ ଜାଣିଲେ…

ଦେବଗଡ଼,୫।୧୦(ଶଶାଙ୍କ ଶେଖର ଝାଙ୍କର) ଶୌଚ ପାଇଁ ଯାଇଥିବା ବେଳେ ଦଳି ଦେଲା ଦନ୍ତା । ଘଟଣାସ୍ଥଳରେ ହିଁ ଚାଲିଗଲା ବ୍ୟକ୍ତିଙ୍କ ଜୀବନ। ଦେବଗଡ଼ ବନଖଣ୍ଡ ରିଆମାଳ...

ସରପଞ୍ଚଙ୍କ ନାମରେ ଆସିଥିବା ଅଭିଯୋଗକୁ ଖଣ୍ଡନ କଲେ ୱାର୍ଡମେମ୍ବର

ଭବାନୀପାଟଣା,୫।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅଧୀନ ଅର୍ତ୍ତଲ ପଞ୍ଚାୟତର ସରପଞ୍ଚଙ୍କ ନାମରେ ଆସିଥିବା ଅଭିଯୋଗ ଭିତ୍ତିହୀନ ଓ ମିଥ୍ୟା ବୋଲି...

ଅଗ୍ନିବୀର ନିଯୁକ୍ତି ପାଇଁ ବଡ଼ ପ୍ରସ୍ତୁତି: ଡିସେମ୍ବର ୬ରୁ…

ରାଉରକେଲା,୫।୧୦(ବିପ୍ଳବ ରଞ୍ଜନ ଦାଶ): ଭାରତୀୟ ସେନା ପାଇଁ ହେବାକୁ ଥିବା ଅଗ୍ନିବୀର ନିଯୁକ୍ତି ମେଳା ଆୟୋଜନ ନେଇ ଏକ ଜିଲା ପ୍ରଶାସନ ସ୍ତରୀୟ ପ୍ରସ୍ତୁତି ବୈଠକ...

ମହିଳା ସଂଘ ଟଙ୍କା ଆତ୍ମସାତ ମାମଲା: ବ୍ୟାଙ୍କ ପିଅନଙ୍କୁ ଦୁଇ ବର୍ଷ ଜେଲ

ପୁରୁଷୋତ୍ତମପୁର,୫।୧୦(ସିମାଞ୍ଚଳ ମିଶ୍ର): ମହିଳା ସଂଘର ଜମାଟଙ୍କା ଆତ୍ମସାତ ମାମଲାର ଶନିବାର ରାୟ ପ୍ରକାଶ ପାଇଛି। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ...

ପୁଣି ବିଜେଡିକୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ, କହିଲେ ଏଥର ଫାଇଭ ଟି…

ଭୁବନେଶ୍ୱର,୫।୧୦: ଫାଇଭ ଟି ରୂପାନ୍ତରିତ ସ୍କୁଲ ଯୋଜନାକୁ ନେଇ ବିଜେଡିକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଶିକ୍ଷକ ନିଯୁକ୍ତିପତ୍ର ବଣ୍ଟନ ସମାରୋହରେ ମୁଖ୍ୟମନ୍ତ୍ରୀ ଫାଇଭ...

ପାର୍ବଣରେ ଗଡ଼ିବନି ବସ୍‌

ଭୁବନେଶ୍ୱର,୫।୧୦: ପୂଜାରେ ଗଡ଼ିବନି ବସ୍‌। ଆଗାମୀ ୭ ତାରିଖ ସନ୍ଧ୍ୟା ଠାରୁ ୮ ତାରିଖ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଦକ୍ଷିଣ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri