Posted inଖେଳ

ବିଶ୍ୱ ବିଜେତା ହୋଇ ଘରକୁ ଫେରିଲେ ହିଟ୍‌ମ୍ୟାନ୍‌, ଫୁଲ ବିଛାଇ ସ୍ବାଗତ କଲେ…

ନୂଆଦିଲ୍ଲୀ,୫।୭: ଟିମ୍‌ ଇଣ୍ଡିଆ ଅଧିନାୟକ ଭାବେ ବିଶ୍ୱକପ୍‌ ଜିତି ଘରକୁ ଫେରିବା ପରେ ରୋହିତ ଶର୍ମାଙ୍କୁ ଭବ୍ୟ ସ୍ବାଗତ ମିଳିଛି। ଏଥିଲାଗି ପ୍ରାୟ ୧ ମାସରୁ ଅଧିକ ସମୟ ବାହାରେ ରହିଥିଲେ ସେ। ଏଣୁ ଯେତେବେଳେ ସେ ଘରକୁ ଫେରିଥିଲେ, ଫୁଲ ବିଛାଯାଇ ତାଙ୍କର ସ୍ବାଗତ କରାଯାଇଥିଲା। ଏପରିକି ତାଙ୍କ ପିଲାଦିନର ବନ୍ଧୁମାନେ ସ୍ବତନ୍ତ୍ର ଢ଼ଙ୍ଗରେ ତାଙ୍କୁ ସରପ୍ରାଇଜ୍‌ ଦେଇଥିଲେ।

रोहित शर्मा की राहों में बिछे फूल, खास अंदाज से घर में हुई एंट्री, बचपन के दोस्तों ने भी दिया सरप्राइज

‘କ୍ରିକେଟର ହିଟ୍‌ମ୍ୟାନ୍‌’ଙ୍କୁ ବିଶ୍ୱ ବିଜେତା ହେବା ନେଇ ଦେଶର ପ୍ରତିଟି କ୍ରିକେଟପ୍ରେମୀ ଭଲପାଇବା ଦେଉଛି। ଏମିତିରେ ତାଙ୍କ ପରିବାର ପଛରେ ରହିନାହିଁ। ଏବେ ତାଙ୍କ ଅଫିସିଆଲ ପିଆର୍‌ ଆକାଉଣ୍ଟରୁ ଏକ ଫଟୋ ପୋଷ୍ଟ କରାଯାଇଛି। ଫଟୋରେ ରୋହିତଙ୍କୁ ସ୍ବାଗତ କରିବା ଲାଗି ରାସ୍ତାରେ ଫୁଲ ସିଞ୍ଚନ କରାଯାଇଥିବା ଦେଖାଯାଇଛି। ସେ ମୁହଁରେ ହସ ନେଇ ଛିଡ଼ା ହୋଇଥିବା ବେଳେ ‘ହୋମ ସୁଇଟ୍‌ ହୋମ୍‌’ ଲେଖାଯାଇଛି।

ସେହିଭଳି ରୋହିତଙ୍କୁ ବନ୍ଧୁମାନେ ବିମାନବନ୍ଦରରେ ଟ୍ରଫି ଆଣିବା ସମୟର ସେଲିବ୍ରେଶନର କପି କରିଥିଲେ। ଏହାପରେ ରୋହିତଙ୍କୁ ସମସ୍ତେ କାନ୍ଧରେ ଉଠାଇ ଓ୍ବେଲକମ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନକୁ ହରାଇଲା ଭାରତ

ଦୁବାଇ, ୬ା୧୦: ମହିଳା ଟି୨୦ ବିଶ୍ୱକପରେ ପାକିସ୍ତାନକୁ ୬ ଉଇକେଟରେ ହରାଇ ପ୍ରଥମ ବିଜୟ ହାସଲ କରିଛି ଭାରତ। ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ୨୦...

ଜାଣନ୍ତୁ ଦେଶର ସୁନାଝିଅଙ୍କ ବିଷୟରେ

ଅବନୀ ଲେଖ୍‌ରା। ୧୨ ବର୍ଷର ହୋଇଥିବାବେଳେ ଏକ ଦୁର୍ଘଟଣାରେ ତାଙ୍କର ପାରାଲିସିସ୍‌ ହୋଇଯାଏ। ଫଳରେ ତାଙ୍କୁ ହ୍ବିଲ ଚେୟାରର ସାହାରା ନେବାକୁ ପଡିଲା। ତାଙ୍କର ଦୁନିଆ...

ଶାମିଙ୍କୁ ନେଇ ଟିମ୍‌ ଇଣ୍ଡିଆର ଚିନ୍ତା ବଢ଼ିଲା

ନୂଆଦିଲ୍ଲୀ,୫।୧୦: ଦଳକୁ କେବେ ଫେରିବେ ମହମ୍ମଦ ଶାମି, ଏହା ଉପରେ କ୍ରିକେଟ ପ୍ରଶଂସକଙ୍କ ନଜର। କାରଣ ଆସନ୍ତା ମାସ ଭାରତୀୟ ଟିମ୍‌ ଲାଗି ବେଶ ଗୁରୁତ୍ୱପୂର୍ଣ୍ଣ।...

ହାତରେ ନୂଆ ଟାଟୁ କଲେ ରିଙ୍କୁ ସିଂ: ୫ ଛକା ସହ ଅଛି କନେକ୍ସନ

ନୂଆଦିଲ୍ଲୀ,୫।୧୦: ନିକଟରେ ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂ ହାତରେ ଏକ ଟାଟୁ କରିଛନ୍ତି। ଏହି ଟାଟୁରେ ସେ ‘ଗଡ୍‌ସ ପ୍ଲାନ୍‌’ ଲେଖିଛନ୍ତି। ରିଙ୍କୁ...

ବୀରେନ୍ଦ୍ର ସେହଓ୍ବାଗଙ୍କୁ କିଏ ଡ୍ରେସିଂ ରୁମରେ ପିଟିଥିଲେ, କଲାର ଧରି…

ନୂଆଦିଲ୍ଲୀ,୫।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନର୍‌ ବିରେନ୍ଦ୍ର ସେହୱାଗ ସବୁ ସମୟରେ ସବୁଠାରୁ ବିପଜ୍ଜନକ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ବିବେଚିତ ହୋଇଛନ୍ତି। ସବୁବେଳେ ପଡ଼ିଆରେ ରିସ୍କ...

କୋହଲି ନୁହନ୍ତି, ମଇଦାନରେ ଟିମ୍‌ ଇଣ୍ଡିଆର ଏହି ଖେଳାଳି ସ୍ଲେଜିଂ ମାଷ୍ଟର; ଗୁମର ଖୋଲିଲେ ଅଷ୍ଟ୍ରେଲୀୟ…

ନୂଆଦିଲ୍ଲୀ,୫।୧୦: ବିଗତ କିଛି ବର୍ଷ ମଧ୍ୟରେ ଭାରତ-ଅଷ୍ଟ୍ରେଲିଆ କ୍ରିକେଟରେ ପ୍ରତିଦ୍ୱନ୍ଦ୍ୱିତା ରୋମାଞ୍ଚର ଖୋରାକ ଯୋଗାଉଛି। ଖେଳର ତିନୋଟି ଫର୍ମାଟରେ ଉଭୟ ଟିମ୍‌ ବିଶ୍ୱର ଶ୍ରେଷ୍ଠ କ୍ରିକେଟ...

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ରେକର୍ଡ: ସବୁଠୁ ବଡ଼ ପରାଜୟ

ନୂଆଦିଲ୍ଲୀ,୫।୧୦:ମହିଳା ଟି-୨୦ ବିଶ୍ୱକପ ୨୦୨୪ର ପ୍ରଥମ ମ୍ୟାଚରେ ଭାରତକୁ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ନ୍ୟୁଜିଲାଣ୍ଡ ଭାରତକୁ ୫୮ ରନରେ ପରାସ୍ତ କରିଛି। ଏହି ପରାଜୟ...

ଲାଇଭ୍‌ ମ୍ୟାଚ୍‌ ସମୟରେ ରାଗିଗଲେ ଅଧିନାୟକ: ଅମ୍ପାୟାରଙ୍କ ସହ କଲେ ଝଗଡ଼ା

ନୂଆଦିଲ୍ଲୀ,୫।୧୦:ମହିଳା ଟି-୨୦ ବିଶ୍ୱକପରେ ଭାରତ ବନାମ ନ୍ୟୁଜିଲାଣ୍ଡ ମ୍ୟାଚରେ ଏକ ମଜାଦାର ଘଟଣା ଘଟିଛି। ଭାରତୀୟ ଅଧିନାୟକ ହରମାନପ୍ରୀତ କୌର ଅମ୍ପାୟାରଙ୍କ ସହ ଝଗଡା କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri