କାଉନସିଲରଙ୍କ ଘରୁ ଉଦ୍ଧାର ହେଲା ୪ ମାସର ଶିଶୁ ପୁତ୍ର

ବାଲେଶ୍ୱର,୯।୧୧(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ରେମୁଣା ଏନ୍‌ଏସି ଅଧୀନ ୧୧ ନଂ ୱାର୍ଡର କାଉନସିଲର ପାନମଣି ମୁର୍ମୁଙ୍କ ଘରୁ ଶନିବାର ଜଣେ ୪ ମାସର ଶିଶୁ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ଉଦ୍ଧାର ଶିଶୁ ପୁତ୍ରର ପରିଚୟ ଜଣାପଡ଼ିନାହିଁ । ଜିଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଓ ଏସ୍‌ପି ରାଜ ପ୍ରସାଦଙ୍କ ନିର୍ଦ୍ଦେଶ କ୍ରମେ ଜିଲା ସିଡବ୍ଲ୍ୟୁସି ଓ ଡିସିପିଓଙ୍କ ନେତୃତ୍ୱରେ ରେମୁଣା ପୋଲିସ ସହାୟତାରେ କାଉନସିଲରଙ୍କ ଘରେ ଚଢ଼ାଉ କରାଯାଇଥିଲା। ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି । ଉଦ୍ଧାର ଶିଶୁପୁତ୍ର ସିଡବ୍ଲ୍ୟୁସି ହେପାଜତରେ ଥିବା ଜଣାପଡିଛି l


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ, ଲାଞ୍ଚ ନେବାବେଳେ ମାଡ଼ି ବସିଲା…

ଭୁବନେଶ୍ୱର, ୧୨/୧୧: ଖୋର୍ଦ୍ଧା ବ୍ଲକ ଶିକ୍ଷାଧିକାରୀ(ବିଇଓ)ଙ୍କ କାର୍ୟ୍ୟାଳୟରେ କାର୍ୟ୍ୟରତ କନିଷ୍ଠ କିରାଣୀ ପ୍ରଦୀପ୍ତ କୁମାର ସାହୁ ଭିଜିଲାନ୍ସ ବିଭାଗ ଦ୍ବାରା ଗିରଫ ହୋଇଛନ୍ତି। ୬ହଜାର ଟଙ୍କା...

ମାଓବାଦୀ ଭୟ: ୨୧ବର୍ଷ ପରେ ଗାଁକୁ ଫେରିଲେ ଲୋକେ

ମାଲକାନଗିରି,୧୨ା୧୧(ଦୁର୍ଯ୍ୟୋଧନ ପାତ୍ର)-ମାଓବାଦୀ ଭୟ ଯୋଗୁ ୨୦୦୩ରୁ ନିଜ ଗାଁ ଦେଖି ନ ଥିବା ଲୋକେ ମଙ୍ଗଳବାର ଗାଁକୁ ଫେରିଛନ୍ତି। ଏଭଳି ଦେଖିବାକୁ ମଳିଛି ଛତିଶଗଡ଼ ନାରାୟଣପୁର...

ଜାମିନରେ ଆସିଥିଲେ, ହେଲେ କାଶୀପୁର ବ୍ଲକ ଜେଇଙ୍କୁ ପୁଣି ବାନ୍ଧିଲା ଭିଜିଲାନ୍ସ

ରାୟଗଡ଼ା,୧୨।୧୧(ଆଶିଷ ରଞ୍ଜନ ପଣ୍ଡା): ଭିଜିଲାନ୍ସ ଜାଲରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର କନିଷ୍ଠଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ। ଭିଜିଲାନ୍ସ ପକ୍ଷରୁ ତାଙ୍କ ନାମରେ ଆୟ ବହିର୍ଭୂତ ମାମଲା...

୧୦୦ ଏକର ଜଙ୍ଗଲ ଜମି ଜବରଦଖଲ ଘଟଣାରେ ରିପୋର୍ଟ ତଲବ କଲା ଏନ୍‌ଜିଟି

ମାଲକାନଗିରି, ୧୨ା୧୧(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମୋଟୁ ତହସିଲ ଅଧୀନରେ ୧୦୦ ଏକର ଜଙ୍ଗଲ ଜମିକୁ ବେଆଇନ କବ୍‌ଜାକରି ଇସ୍‌ଲାମ୍‌ନଗର ନିର୍ମାଣ ଘଟଣାରେ ଏନ୍‌ଜିଟି ହସ୍ତକ୍ଷେପ...

କଣ୍ଟେନର ଚାପାରେ ଚାଲିଗଲା ମା-ପୁଅଙ୍କ ଜୀବନ

ଭବାନୀପାଟଣା,୧୨।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। କଣ୍ଟେନର ଚାପାରେ ଉଭୟ...

ପ୍ରଥମେ ସ୍ତ୍ରୀଙ୍କୁ ମାଡ଼ ମାରି ଘରୁ ବାହାର କଲେ: ପରେ ନାବାଳିକା ଝିଅଙ୍କୁ ବଳାତ୍କାର କଲେ ବାପା

ବିଞ୍ଝାରପୁର,୧୨ା୧୧(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ତାଙ୍କ ବାପା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏ ନେଇ ନାବାଳିକାଙ୍କ ମା’...

ଲଗେଜ ବ୍ୟାଗରେ ଯାଉଥିଲା ଗୋମାଂସ ପରେ…

ଖଲ୍ଲିକୋଟ,୧୨ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ନିର୍ମଳଝର ନିକଟରେ ମଙ୍ଗଳବାର ମଦ ଚୋରାଚାଲାଣ ରୋକିବାକୁ ଅବକାରୀ ବିଭାଗ ପକ୍ଷରୁ ଗାଡ଼ିମୋଟର ଯାଞ୍ଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri