୬ ବର୍ଷର ଝିଅକୁ ଝୁଣି ମାରିଦେଲେ କୁକୁର

ବୋରିଗୁମ୍ମା, ୨୪।୧୨(ବିଜୟ ସାହୁ): କୋରାପୁଟ ଜିଲା ବୋରିଗୁମ୍ମା ଥାନା ଅଧୀନ ପୁପୁଗାଁରେ ଏକ ୬ବର୍ଷର ଶିଶୁକନ୍ୟାଙ୍କୁ ବୁଲା କୁକୁରମାନେ କାମୁଡ଼ିକାମୁଡ଼ି ମାରିଦେଇଥିବା ଜଣାପଡ଼ିଛି। ମୃତକ ହେଲେ ଚାନ୍ଦିନୀ ହରିଜନ। ସୂଚନାନୁଯାୟୀ, ଚାନ୍ଦିନୀ ମଙ୍ଗଳବାର ନିଜ ଭାଇଙ୍କ ସହ ପାଖ ଜମିରେ ଖେଳୁ ଥିବା ସମୟରେ ପ୍ରାୟ ୫ଟି କୁକୁର ଆସି ସେମାନଙ୍କୁ ଘେରିଯାଇଥିଲେ।

ତେବେ କୌଶଳ କ୍ରମେ ତାଙ୍କ ଭାଇ ସେଠାରୁ ଖସି ଆସି ଦୌଡ଼ିଯାଇ ଗାଁ ଲୋକଙ୍କୁ ଏ ସମ୍ପର୍କରେ ଜଣାଇଥିଲେ। ସଙ୍ଗେସଙ୍ଗେ କେତେଜଣ ଲୋକ ଦୌଡ଼ି ଆସି କୁକୁରମାନଙ୍କୁ ଘଉଡ଼ାଇଥିଲେ। କିନ୍ତୁ ସେତେବେଳକୁ କୁକୁରମାନେ ଚାନ୍ଦିନୀଙ୍କୁ କାମୁଡି ରକ୍ତାକ୍ତ କରିଦେଇଥିଲେ। ଲୋକମାନେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରି ନିକଟସ୍ଥ କୁମୁଲିପୁଟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଚାନ୍ଦିନୀଙ୍କୁ ମୃତ ଘୋଷଣା କରିଥିଲେ। ପ୍ରକାଶ ଯେ, ଚାନ୍ଦିନୀ ତାଙ୍କ ଅଜା, ଆଈଙ୍କ ଘରେ ପୁପୁଗାଁରେ ରହି ପଢ଼ୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ବାଙ୍କେଶ୍ୱରୀଙ୍କ ଡିମ୍ବୁଳା ଯାତ୍ରା ଉଦ୍‌ଯାପିତ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର):ସମଗ୍ର ଦକ୍ଷିଣ ଓଡିଶାର ଆରାଧ୍ୟ ଦେବୀ ମା’ ସିଦ୍ଧ ବାଙ୍କେଶ୍ବରୀଙ୍କ ଡିମ୍ବୁଳା ଯାତ୍ରା ରବିବାର ଉଦ୍‌ଯାପିତ ହୋଇଯାଇଛି। ଗଞ୍ଜାମ ଜିଲାର ପ୍ରମୁଖ ଶକ୍ତିପୀଠ...

ଆନ୍ତଃରାଜ୍ୟ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଉଦ୍‌ଘାଟିତ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ହାଇସ୍କୁଲ ଖେଳ ପଡିଆ ପରିସରରେ ଥିବା ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମରେ ଆନ୍ତଃରାଜ୍ୟ ଖେମୁଣ୍ଡି ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି।...

କୋସଲବାଦି ସଙ୍ଗଠନ ପକ୍ଷରୁ ଖବରଦାତା ସମ୍ମିଳନୀ : ଜୟନାରାୟଣ ମିଶ୍ରଙ୍କୁ ସମର୍ଥନ

ବଲାଙ୍ଗୀର,୧୬।୩: କୋସଲ ରାଜ୍ୟ ସମନ୍ବୟ ସମିତିର କେନ୍ଦ୍ରୀୟ ଅଧ୍ୟକ୍ଷ ପ୍ରମୋଦ ମିଶ୍ର ସୋମବାର ସ୍ଥାନୀୟ ଯାଦବ ଭବନ ଠାରେ ଖବରଦାତା ସମ୍ମିଳନୀ କରି ସ୍ବତନ୍ତ୍ର କୋସଲ...

ଗୁଜୁରାଟ ମଡେଲରେ ହେବ ପୋଷଣ କେନ୍ଦ୍ର: କୃଷ୍ଣ ପାତ୍ର

ଭୁବନେଶ୍ୱର,୧୬।୩: ପୋଷଣ କେନ୍ଦ୍ରନେଇ ଯୋଗାଣ ମନ୍ତ୍ରୀ କୃଷ୍ଣପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଗୁଜୁରାଟ ମଡେଲରେ ହେବ ପୋଷଣ କେନ୍ଦ୍ର। ‘ପାଇଲଟ ପ୍ରୋଜେକ୍ଟରେ ୩୫ଟି ପୋଷଣ...

ରାଜଧାନୀରେ ଡବଲ ମର୍ଡର: ସ୍ପଟରେ ସାଇଣ୍ଟିଫିକ ଟିମ୍‌ର ଛାନ୍‌ଭିନ୍‌

ଭୁବନେଶ୍ୱର,୧୫।୩: ରାଜଧାନୀ ଭୁବନେଶ୍ୱରରେ ହୋଲିରେ ଗଡ଼ିଛି ୨ ମୁଣ୍ଡ। ଶହୀଦନଗର ଶାନ୍ତିପଲ୍ଲୀ ବସ୍ତିରେ ଜଣଙ୍କୁ ଛୁରି ଭୁସି ହତ୍ୟା କରାଯାଇଥିବା ବେଳେ ମଞ୍ଚେଶ୍ୱର ଥାନା ସମେଇଗାଡିଆରେ...

ଶ୍ରୀମନ୍ଦିରରେ ସେବାୟତ ଜାଳିଲେ ମହମବତୀ: ଭିଡିଓ ଭାଇରାଲ ପରେ ତେଜିଲା ଅସନ୍ତୋଷ

ପୁରୀ,୧୬।୩: ପବିତ୍ର ଫାଲୁଗନ ମାସ ଦୋଳ ପୂର୍ଣ୍ଣିମା ଅବସରରେ ପୁରୀରେ ଚାଲିଛି ଦୋଳ ମହୋତ୍ସବ। ସାହି ସାହି ବୁଲିଛନ୍ତି ରାଧାଗୋବିନ୍ଦ। ଏହି ପରିପ୍ରେକ୍ଷୀରେ ପୁରୀରେ ଜମୁଛି...

ସବୁଠୁ ଉତ୍ତପ୍ତ ସହର ବୌଦ୍ଧ

ବୌଦ୍ଧ,୧୬।୩(ଅଜିତ କୁମାର ବାରିକ ): ବୌଦ୍ଧ ଜିଲାରେ ତାପମାତ୍ର ଶନିବର ଦିନ ୪୨ ଡିଗ୍ରୀ ଉପରେଥିଲା। ଏ ନେଇ ରାଜ୍ୟରେସବୁଠୁ ଉତ୍ତପ୍ତ ସହର ପାଲଟିଛି ବୌଦ୍ଧ।...

ସୁଭଦ୍ରା ଅପ୍‌ଡେଟ୍‌: ଏକାବେଳକେ ମିଳିବ ୧୫ ହଜାର

ଭୁବନେଶ୍ୱର,୧୬।୩: ‘ସୁଭଦ୍ରା’ ହିତାଧୀକାରୀଙ୍କ ପାଇଁ ବଡ଼ ଖବର । ମହିଳାଙ୍କୁ ମିଳିବ ୧୫ ହଜାର ଟଙ୍କା । ତୃତୀୟ କିସ୍ତି ପାଇବେ ହିତାଧିକାରୀ । ଦୁଇଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image