ଅଗ୍ନିକାଣ୍ଡରେ ଜଳିଗଲା ୭ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ

ଭଦ୍ରକ, ୧୫।୩(ସନାତନ ରାଉତ): ଭଦ୍ରକ ଜିଲାର ପୃଥକ ପୃଥକ ସ୍ଥାନରେ ଶୁକ୍ରବାର ରାତିରେ ଅଗ୍ନିକାଣ୍ଡ ଘଟି ୭ ବଖରା ଘର ଜଳି ଯାଇଛି l ରାତି ୮ ଟାରେ ଚରମ୍ପା ବରାଳପୋଖରୀ ଗ୍ରାମର ବୁଦ୍ଧିରାମ ମୁଣ୍ଡାଙ୍କର ୨ବଖରା ଘର ସହ ଆସବାବ ପତ୍ର ପୋଡିଯାଇଛି l ଭଦ୍ରକ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇ ଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ଯାଇଛି। ସେହିପରି ବନ୍ତ ତହସିଲ ଅଧିନ ଆଡିଆ ଗ୍ରାମର ଦେବାଶିଷ ପଣ୍ଡାଙ୍କ ଘରେ ରାତି ପ୍ରାୟ ୧୨ଟା ବେଳେ ନିଆଁ ଲାଗି ୫ ବଖରା ଘର ପୋଡିଯାଇଛି l ଆଗରପଡାରୁ ବହୁ ବିଳମ୍ବରେ ଦମକଳ ପହଞ୍ଚିଥିଲା l ସେତେବେଳକୁ ସମ୍ପୂର୍ଣ ଘର ଜଳି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସାଧୀନ ଅବସ୍ଥାରେ ଅଙ୍ଗନୱାଡିି କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୬ ନଂ ୱାର୍ଡ ନିମନ୍ତେ ନିଯୁକ୍ତ ଅଙ୍ଗନୱାଡିି କର୍ମୀ ଟିକିନା ମେକାପଙ୍କ ଅକାଳ ଦେହାନ୍ତ ହୋଇଛି।...

ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା: ଯୁବକଙ୍କୁ ଗିରଫ ପରେି ଜେରା

ପୁରୀ,୧୬।୩: ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା। ସ୍ପାଏ କ୍ୟାମେରାରେ ସୁଟିଂ ବେଳେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ୨୬ ବର୍ଷୀୟ ଭାସ୍କର...

ରାଜନୈତିକ ବିବାଦ: ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ କଲେ ସରପଞ୍ଚଙ୍କ ସମର୍ଥକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଏମପି ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବ୍ରହ୍ମପୁର ଏମପି...

ଗୁଣିଗାରେଡ଼ି ସନ୍ଦେହ: ନାବାଳକଙ୍କ ଛୁରାମାଡ଼ରେ ଜଣେ ଗୁରୁତର

ରେଢ଼ାଖୋଲ,୧୩।୧୬: ଗୁଣିଗାରେଡ଼ି ସନ୍ଦେହରେ ଛୁରାମାଡ଼ରେ ଜଣେ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର ଜିଲା ଚାରମାଳ ଅଞ୍ଚଳରେ। ସବୁଠୁ ବଡ଼କଥା ହେଲା ଜଣେ...

ବୁଦ୍ଧବିହାରରେ ଛୁରାମାଡ଼: ୨ଯୁବକ ଗୁରୁତର

ଭୁବନେଶ୍ବର,୧୫।୩: ଭୁବନେଶ୍ବର ବୁଦ୍ଧବିହାରରେ ଶନିବାର ରାତିରେ ଛୁରାମାଡ଼ ହୋଇଛି। ଛୁରାମାଡ଼ରେ ୨ଜଣ ଯୁବକ ଗୁରୁତର ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୂର୍ବ ଶତ୍ରୁତାକୁ...

ବିଦ୍ୟୁତ୍‌ ତାର ଚୋରି କରିବା ପଡ଼ିଲା ମହଙ୍ଗା

ଟିଟିଲାଗଡ଼୧୫।୩(ଶରତ ମିଶ୍ର): ବିଦ୍ୟୁତ୍‌ ତାର ଚୋରି କରିବା ଅଭିଯୋଗରେ ଟିଟିଲାଗଡ଼ ଥାନା ପୋଲିସ ଶନିବାର ୫ଜଣଙ୍କୁ ଗିରଫ କରଛି। ଗିରଫ ଅଭିଯୁକ୍ତମାନେ ହେଲେ କଳାହାଣ୍ଡିର ନିରାକାର...

ହୋଲି ଖେଳି ସେଲ୍‌ଫି ନେଉଥିଲେ ଦୁଇ ଯୁବକ, ଜଳସ୍ରୋତରେ ଭାସିଗଲେ

କୋଟପାଡ଼,୧୫ା୩(ରାଜଶେଖର): କୋରାପୁଟ ଜିଲା କୋଟପାଡ଼ ଗୁଲମୀ ପିକ୍‌ନିକ୍‌ ସ୍ପଟରେ ଗାଧୋଇବାକୁ ଯାଇ ସେଲ୍‌ଫି ନେବା ସମୟରେ ଗଡ଼ ଖୋସି ଛତିଶଗଡ଼ ଜଗଦଳପୁର କୁମାର ପାରା ଅଞ୍ଚଳର...

କପିଳେଶ୍ୱରଦେବଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

ନିରାକାରପୁର,୧୬।୩(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଡିଆ ପଞ୍ଚାୟତ ବିଜେଡିଆରେ ଅବସ୍ଥିତ ଶ୍ରୀ କପିଳେଶ୍ୱରଦେବଙ୍କ ଅଶୋକାଷ୍ଟମୀ ପବିତ୍ର ରଥଯାତ୍ରା ଉପଲକ୍ଷେ ପାରମ୍ପରିକ ରୀତିନୀତିରେ ଶନିବାର ରଥକାଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image