ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଲକ୍ଷ୍ମୀ ବସ୍‌ ନାଁ ବଦଳାଯାଇ ରଖାଯିବ ଏହି ନାଁ

ଭୁବନେଶ୍ୱର,୨୯।୬: ଲକ୍ଷ୍ମୀ ବସ୍‌ ନାଁକୁ ନେଇ ବଡ଼ ଅପ୍‌ଡେଟ ସାମ୍ନାକୁ ଆସିଛି। ଲକ୍ଷ୍ମୀ ବସ୍‌ ନାଁ ବଦଳିବ ବୋଲି ପରିବହନ ମନ୍ତ୍ରୀ ବିଭୁତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି ଲକ୍ଷ୍ମୀ ବସ୍‌ ନାଁ ବଦଳାଇ ମୁଖ୍ୟମନ୍ତ୍ରୀ ବସ୍‌ ସେବା କରାଯିବ। ଏହା ଅତିଶୀଘ୍ର କାର୍ଯ୍ୟକାରୀ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

ରାଜ୍ୟର ପ୍ରତି କୋଣ ଅନୁକୋଣରେ ଗଡ଼ୁଛି ଲକ୍ଷ୍ମୀ ବସ୍‌ । ପୂର୍ବରୁ ଥିବା ବିଜେଡି ସରକାର ଏହି ଯୋଜନା ଆରମ୍ଭ କରିଥିଲେ । ତେବେ ଓଡ଼ିଶାରେ ସରକାର ବଦଳିଛି । ତେଣୁ ଯୋଜନା ବି ବଦଳାଯିବାକୁ ଯୋଜନା କରାଯାଇଛି। ଏହାରି ଭିତରେ ଭାଜପା ସରକାର ଲକ୍ଷ୍ମୀ ବସ ନାଁ ପରିବର୍ତ୍ତନ କରିବେ ନାଁ ସେହି ନାଁ ରହିବ ତାହାକୁ ନେଇ ଚର୍ଚ୍ଚା ଚାଲଥିବା ବେଳେ ଆଜି ଏହାକୁ ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ଜଣଙ୍କୁ ଦଳିଦେଲା ହାତୀ

ରାଉରକେଲା/ଟେନ୍‌ସା,୧ା୭(ସଙ୍ଗୀତା ଜେନା/ ସମୀର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ହାତୀ ଆତଙ୍କ ଥମୁନାହିଁ। ସୋମବାର ଜିଲାର ପୃଥକ୍‌ ପୃଥକ୍‌ ସ୍ଥାନରେ ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି।...

ପୁଣି ସକ୍ରିୟ ହେଲେ ପାଣ୍ଡିଆନ! ଚର୍ଚ୍ଚା ଆରମ୍ଭ

ଭୁବନେଶ୍ୱର,୧।୭: ରାଜ୍ୟରେ ବିଜେଡି ଶାସନର ଅନ୍ତ ଘଟିଛି। ନିର୍ବାଚନୀରେ ବିଜେଡି କାହିଁକି ହାରିଲା ତା’ର ସମୀକ୍ଷା କରିବା ପାଇଁ ବିଜେଡି ତତ୍ପରତା ଦେଖାଉନଥିବା ଜଣାପଡିଛି। ତେବେ...

ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା

ଭୁବନେଶ୍ୱର,୧।୭: ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୋମବାର ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଥିଲେ...

ରଥଯାତ୍ରାରେ ପୁରୀ ଆସୁଥିବା ଭକ୍ତଙ୍କ ହେବ ଗଣନା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଉପମୁଖ୍ୟମନ୍ତ୍ରୀ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି ମହାରାଜା

ଭୁବନେଶ୍ୱର,୧।୭: ରଥଯାତ୍ରା ପୂର୍ବରୁ ରାଜ୍ୟ ଅତିଥି ଭବନରେ ସୋମବାର ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଆଇନ ମନ୍ତ୍ରୀ...

କେବେଠୁ ଲାଗୁ ହେବ ୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି, ଜାଣନ୍ତୁ କ’ଣ କହିଲେ ମନମୋହନ

ଭୁବନେଶ୍ୱର,୧।୭: ୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି ପ୍ରତିଶ୍ରୁତି ପ୍ରସଙ୍ଗ ଉଠାଇ ଭାଜପାକୁ ବିଜେଡି ଟାର୍ଗେଟ କରିଛି। ଏବେ ଭାଜପାଏହାର ଜବାବ ରଖିଛି । ଦଳର...

କଟାମୁଣ୍ଡ ଧରି ଗାଁ ବୁଲିଲା ଅଭିଯୁକ୍ତ ନାତି

ଟେନସା,୧।୭(ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା କୋଇଡ଼ା କେ.ବଲାଙ୍ଗ ଥାନା ପୁରୁଣାପାଣି ଗାଁରେ ସୋମବାର ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଅଜାଙ୍କୁ ଅତି ନୃସଂଶ ଭାବେ...

ଅଭିଯୋଗ ଶୁଣାଣି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୧।୭: ଅଭିଯୋଗ ଶୁଣାଣି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଜି ରାଜ୍ୟସ୍ତରୀୟ ସହ ଜିଲାସ୍ତରରେ ମଧ୍ୟ ଶୁଣାଣି କରାଯାଉଛି। ଲୋକମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri