ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟ୍‌କା: ଦଳ ଛାଡିଲେ ଟାଣୁଆ ନେତା

ଭୁବନେଶ୍ୱର,୩।୪: ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟ୍‌କା ଲାଗିଛି। ଦଳର ଉପସଭାପତି ଭୃଗୁ ବକ୍ସିପାତ୍ର ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟରୁ ସେ ନିଜ ଇସ୍ତଫା ପତ୍ର ଫଠାଇ ଦେଇଛନ୍ତି।
ସେ ନିଜ ଇସ୍ତଫାପତ୍ରରେ ଲେଖିଛନ୍ତି, ଅତ୍ୟନ୍ତ ଦୁଃଖର ସହ ମୁଁ ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଉଛି। ଗତ ୨୩ବର୍ଷ ଧରି ଜଣେ ସଭ୍ୟ ଭାବରେ ରାଜ୍ୟରେ ପାର୍ଟିର ଉନ୍ନତି ପଇଁ ସମସ୍ତ ପ୍ରୟାସ କରିଛି। ପାର୍ଟି ଦେଇଥିବା ସମସ୍ତ ଦାୟିତ୍ୱ ଅତ୍ୟନ୍ତ ନିଷ୍ଠା, ପରିଶ୍ରମ ଓ ସ୍ଥିରତାର ସହ ତୁଲାଇଛି। ବିଭିନ୍ନ ସାଂଗଠନିକ ଓ ରାଜନୈତିକ କାର୍ଯ୍ୟ ବୃଦ୍ଧି କରିବାରେ ପାର୍ଟି ଆସ୍ଥା ରଖିଥିବାରୁ ମୁଁ କୃତଜ୍ଞ।କିନ୍ତୁ ଗତ କିଛିଦିନ ହେଲା ଦଳରେ ମୋ ସେବାପ ଆବଶ୍ୟକତା ଆଉ ନାହିଁ ବୋଲି ଉପଲବ୍ଧି କଲି। ତେଣୁ ଆଗକୁ ବଢିବା ପାଇଁ ସ୍ଥିର କଲି।’ ଲୋକଙ୍କ ସେବା ଏବଂ ଓ ବିକାଶରେ ନିଜର କାର୍ଯ୍ୟକୁ ବଜାୟ ରଖିବି। ମୋର ଇସ୍ତଫା ପତ୍ରକୁ ପାର୍ଟି ଗ୍ରହଣ କରିବାକୁ ମୁଁ ଅନୁରୋଧ କରୁଛି।
ଭୃଗୁ ବକ୍ସିପାତ୍ର ୨୦୧୯ରେ ବହ୍ମପୁର ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦିତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର: ୭ ରୋଡ୍‌ ରୋମିଓ ଗିରଫ

ଭୁବନେଶ୍ୱର,୨୧।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ଜାତୀୟ ରାଜନୀତି ମଧ୍ୟ ସରଗରମ ରହିଛି। ଘଟଣାର ବିଭିନ୍ନ ଭିଡିଓ ଭାଇରାଲ ହେବା ପରେ...

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri