ଶିଶୁ ମନ୍ଦିର ପିଲା କେବେ ଦେଶଦ୍ରୋହୀ ହୋଇପାରିବେ ନାହିଁ: ଉପମୁଖ୍ୟମନ୍ତ୍ରୀ

ପାଟଣା,୧୦।୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ରୌପ୍ୟ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଛି। ଆୟୋଜିତ ସଭା ପରିଚାଳନା କମିଟି ସଭାପତି ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ପର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଯୋଗଦେଇ ଆପଣଙ୍କ ଭଳି ଆପଣଙ୍କ ଜିଲାର ଶିଶୁ ମନ୍ଦିରର ଜଣେ ଗୁରୁଜୀ ଆଜି ରାଜ୍ୟର ମଙ୍ଗ ଧରିଛନ୍ତି। ତେଣୁ ଆମେ ପାରିବା। ଯେତେବେଳେ ଇଂରାଜୀ ମିଡିୟମ ସ୍କୁଲ ବଢ଼ିଚାଲିଛି ସେତେବେଳେ ବି ଶିଶୁ ମନ୍ଦିର ପିଲା ଲଢେଇ କରି ଆଗକୁ ଯାଉଛନ୍ତି। ଶିଶୁ ମନ୍ଦିର ପିଲା କେବେ ଦେଶଦ୍ରୋହୀ ହୋଇପାରିବେ ନାହିଁ। ଦେଶ ଭକ୍ତ ହିଁ ହେବ। ମୁଖ୍ୟବକ୍ତା ଭାବେ ଶିଶୁ ସାହିତି୍ୟକ ଡଃ ରାମଚନ୍ଦ୍ର ନାୟକ, ସମ୍ମାନୀତ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ରର ନାଏକ, ଚଳଚ୍ଚିତ୍ର ଅଭିନେତା ତଥା କୋରେଇ ବିଧାୟକ ଆକାଶ ଦାସ ନାୟକ, ଏଡିଏମ ମନ୍ଦରକନ୍ଦର ମହାଳିକ, ଉପଜିଲାପାଳ ଉମାଶଙ୍କର ଦଳେଇ ପ୍ରମୁଖ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମକୁ କୈବଲ୍ୟ ଚରଣ ସାହୁ ସଂଯୋଜନା ଓ ଧନ୍ୟବାଦ ଦେଇଥିଲେ। ଛାତ୍ରଙ୍କ ଦାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆକ୍ରମଣରେ ସମ୍ପୃକ୍ତ ଆତଙ୍କବାଦୀଙ୍କ ଘର ଉଡ଼ାଇ ଦେଲେ ସୁରକ୍ଷା ବାହିନୀ

ଶ୍ରୀନଗର,୨୫।୪: ପହଲଗାମ ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଆତଙ୍କବାଦୀ ଆସିଫ ଶେଖଙ୍କ ଘରକୁ ଧ୍ୱଂସ କରିଦିଆଯାଇଛି। ସୂଚନା ଅନୁଯାୟୀ, ପୁଲୱାମା ଜିଲାର ଅବନ୍ତିପୋରାର ତ୍ରାଲ ଅଞ୍ଚଳର ମୋଙ୍ଗାମାରେ...

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ମାରପିଟ: ପଞ୍ଚାୟତିରାଜ ଦିବସ ପାଳନ ବେଳେ ଗଣ୍ଡଗୋଳ

ବାସୁଦେବପୁର,୨୫।୪(ନାରାୟଣ ପ୍ରସାଦ ବାରିକ୍‌):ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ପୂର୍ବାହ୍ନରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ସହ ରାଶନ କାର୍ଡ ବଣ୍ଟନ କରାଯାଇଛି।...

ଗରମ, ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୨୫ା୪(ଉତ୍ତମ କୁମାର ଦାଶ):ବଣପାହାଡ ଘେରା କଳାହାଣ୍ଡି ଜିଲାରେ ପାରଦ ଏବେ ଉପରମୁହାଁ। ଝାଞ୍ଜି ପବନ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ସହରର ତାପମାତ୍ରା ଏବେ ୪୫...

ପହଲଗାମ ଆତଙ୍କବାଦୀ ଆକ୍ରମଣ ରିପୋର୍ଟକୁ ନେଇ ନ୍ୟୁୟର୍କ ଟାଇମ୍ସକୁ ପାଠ ପଢାଇଲେ ଆମେରିକା ସରକାର

ନୂଆଦିଲ୍ଲୀ/ୱାଶିଂଟନ,୨୫।୪: ଜମ୍ମୁ ଓ କାଶ୍ମୀରର ପହଲଗାମର ବୈସରନ ଉପତ୍ୟକାରେ ୨୨ ଏପ୍ରିଲ ୨୦୨୫ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ, ଯେଉଁଥିରେ ୨୬ ଜଣ ପର୍ଯ୍ୟଟକ ଓ ସ୍ଥାନୀୟ...

ଆତଙ୍କବାଦୀ ଆକ୍ରମଣର ପ୍ରତିବାଦ: ସବୁଠି ବିରୋଧର ନିଆଁ

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ଜମ୍ମୁ କଶ୍ମୀର ପହଲଗାମରେ ସଂଘଟିତ ଆତଙ୍କବାଦୀ ହମଲା ସାରା ଦେଶବାସୀଙ୍କୁ ସ୍ତବ୍ଧ କରି ପକାଇଛି। ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ମୃତକଙ୍କ ଉଦ୍ଦେଶ୍ୟରେ...

ଢାବା ମାଲିକଙ୍କ ଉପରେ ଗୁଳିମାଡ଼

ରାଉଲକେଲା,୨୫।୪(ସଂଗୀତା ଜେନା):ବିସ୍ରା ଥାନା ଅନ୍ତର୍ଗତ ସାରୁବାହଲରେ ଥିବା ଡୁଗ୍ରୁ ଢାବାରୁ ୭ ରୁ ୮ ଜଣ ବ୍ୟକ୍ତି ବନ୍ଧୁକ ମୁନରେ ଏବଂ ଛୁରି ଦେଖାଇ ଡକାୟତି...

ଦ୍ୱିତୀୟ ବିବାହ ପାଇଁ ପୁଅଙ୍କୁ ହତ୍ୟା: ପଥର ଖାଦାନରୁ ମିଳିଲା ନିଖୋଜ ନାବାଳକର ମୃତଦେହ

ଜେନାପୁର/ଧର୍ମଶାଳା,୨୫।୪(ଅଶୋକ ଦାସ/ ବଟକୃଷ୍ଣ ପରିଡ଼ା): ଯାଜପୁର ଜିଲା ଜେନାପୁର ଥାନା ସାହାଣୀଡ଼ିହ ପଞ୍ଚାୟତ ଚାରଗୋଠ ଗ୍ରାମରୁ ନିଖୋଜ ହୋଇ ଯାଇଥିବା ୬ ବର୍ଷର ନାବାଳକ ଶିବୁ...

୨୬ ପର୍ଯ୍ୟଟକଙ୍କ ହତ୍ୟା ପ୍ରତିବାଦରେ କ୍ୟାଣ୍ଡେଲ ଶୋଭାଯାତ୍ରା

ରୁପ୍ରାରୋଡ ୨୫।୪ (ସଞ୍ଜିବ ଦାସ): ଦକ୍ଷିଣ ଭାରତର ପ୍ରମୁଖ ପର୍ଯ୍ୟଟନସ୍ଥଳ ଜମ୍ଭୁକଶ୍ମୀରସ୍ଥିତ ପହଲଗାମରେ ଇସଲାମିକ ଆତଙ୍କବାଦୀଙ୍କ ବର୍ବର ଆକ୍ରମଣରେ ୨୬ରୁ ଉଦ୍ଧର୍‌ବ ପର୍ଯ୍ୟଟକ ପ୍ରାଣ ହରାଇଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image