ହାତୀ ଆକ୍ରମଣରେ ଗୋଟିଏ ପରିବାରର ଚାଲିଗଲା ୩ ଜୀବନ

ଝାରବନ୍ଧ,୧୮।୬(ଦେବେନ୍ଦ୍ର ସାହୁ):ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଗୋଠୁଗୁଡା ପଞ୍ଚାୟତର ସଲଡିହି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ୩ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ମାନେ ହେଲେ, ଉକ୍ତ ଗ୍ରାମର ବିପିନ ବରିହାଙ୍କ ସ୍ତ୍ରୀ ପାନ(୨୮), ଝିଅ ସୁନନ୍ଦା (୧୧) ଏବଂ ପୁଅ ଆଦିତ୍ୟ (୩)। ଘରଦାଣ୍ଡରେ ଖଟିଆ ପକାଇ ଶୋଇଥିବାବେଳେ ୪ ହାତୀ ଆସି ଆକ୍ରମଣ କରିଥିଲେ। କୌଶଳ କ୍ରମେ ବିପିନ ସେଠାରୁ ଦୌଡ଼ି ପଲାଇ ଥିବାବେଳେ ପରିବାରର ଅନ୍ୟ ୩ ଜଣଙ୍କୁ ହାତୀମାନେ ଦଳି ମାରି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେ ମୁଣ୍ଡ ନୁଆଁଇବୁ ନାହିଁ..ଆମେରିକାକୁ ଧମକ ଦେଲା ଚାଇନା

ବେଜିଂ,୧୦।୪: ଆମେରିକା ଚାଇନା ଉପରେ ୧୦୪ ପ୍ରତିଶତ ଟାରିଫ୍‌ ଲଗାଇବା ପରେ, ଏବେ ଚାଇନା ମଧ୍ୟ ଆମେରିକା ଉପରେ ୮୪ ପ୍ରତିଶତ ଟାରିଫ୍‌ ଲଗାଇବା ଘୋଷଣା...

କପିଲଙ୍କୁ ନେଇ ଚିନ୍ତାରେ ପ୍ରଶଂସକ

ମୁମ୍ବାଇ: ଖ୍ୟାତନାମା କମେଡିଆନ୍‌ ତଥା ଅଭିନେତା କପିଲ ଶର୍ମା ପୁଣି ଚର୍ଚ୍ଚାରେ। ସେ ବି ନିଜର ଚେହେରାକୁ ନେଇ। ତାଙ୍କର ଏକ ଭିଡିଓ ଭାଇରାଲ ହେଉଥିବା...

ଜିଓର ଜବରଦସ୍ତ ପ୍ଲାନ୍‌; ମାତ୍ର ଏତିକି ଟଙ୍କାରେ ମିଳିବ ମାଗଣା ଡାଟା, କଲିଂ, ଲାଇଭ୍‌ ଟିଭି ସହ ୧୧ ଓଟିଟି ସୁବିଧା

ନୂଆଦିଲ୍ଲୀ,୧୦।୪: ମୁକେଶ ଅମ୍ବାନୀଙ୍କ ପାଖରେ କେବଳ ମୋବାଇଲ ବ୍ୟବହାରକାରୀଙ୍କ ପାଇଁ ନୁହେଁ ବରଂ ବ୍ରଡବ୍ୟାଣ୍ଡ ବ୍ୟବହାରକାରୀଙ୍କ ପାଇଁ ମଧ୍ୟ ଅନେକ ରିଚାର୍ଜ ପ୍ଲାନ ଅଛି। ଆଜି...

ଓଡ଼ିଆ ପକ୍ଷ ପାଳନରେ ସମ୍ବର୍ଦ୍ଧିତ ହେଲେ ୧୩ କଳାକାର

ପାଟଣା,୧୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭା ଗୃହରେ ଗୁରୁବାର ଓଡ଼ିଆ ପକ୍ଷ ଉପଲକ୍ଷେ ଲୋକକଳା ପାଇଁ ଦିନ ଟିଏ କାର୍ଯ୍ୟ କ୍ରମରେ ବ୍ଲକର...

ଦିଲ୍ଲୀରେ ପହଞ୍ଚିଲା ୨୬/୧୧ ଆତଙ୍କବାଦୀ ଆକ୍ରମଣ ମାଷ୍ଟରମାଇଣ୍ଡ୍‌ ତହଉର ରାଣା

ନୂଆଦିଲ୍ଲୀ, ୧୦।୪: ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଅଭିଯୁକ୍ତ ତହଉର ହୁସେନ ରାଣା ରାଣାକୁ ଭାରତ ଅଣାଯାଇଛି। ତାଙ୍କୁ ନେଇ ଆସୁଥିବା ସ୍ୱତନ୍ତ୍ର ଗାଡ଼ିଟି ଦିଲ୍ଲୀ...

କାଲିଠାରୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ନଡ୍ଡା

ଭୁବନେଶ୍ୱର,୧୦।୪: କାଲିଠାରୁ ଅର୍ଥାତ ଏପ୍ରିଲ ୧୧ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା। ଏନେଇ ରାଜ୍ୟ ଭାଜପା ସଭାପତି...

ଶାଶୁଶ୍ୱଶୁରଙ୍କୁ ମାଡ଼ ମାରି ୫ ବର୍ଷର ପୁଅଙ୍କୁ ଅପହରଣ ଅଭିଯୋଗ, ସ୍ବାମୀଙ୍କ ନାଁରେ ଏତଲା ଦେଲେ ସ୍ତ୍ରୀ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ରାସ୍ତାର ଦଳିତ ସାହିରେ ଶାଶୁ,ଶ୍ୱଶୁର ଓ ସ୍ତ୍ରୀଙ୍କୁ ମାଡ଼ ମାରି ୫ ବର୍ଷର ପୁଅଙ୍କୁ...

ନୀଳାଦ୍ରିପୁରରେ ପାନୀୟ ଜଳ ସଙ୍କଟ, ବିଡିଓଙ୍କୁ ଦାବିପତ୍ର ଦେଲେ ଗ୍ରାମବାସୀ

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମରେ ପାନୀୟ ଜଳ ସମସ୍ୟା ଉଗ୍ରରୂପ ନେଲାଣି। ପାଣି ଟୋପାଏ ପାଇଁ ଡହଳବିକଳ ହେଉଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image