ଏମ୍‌କେସିଜି ମେଡିକାଲ କଲେଜ ପ୍ରଶାସନିକ କୋଠାରେ ଅଗ୍ନିକାଣ୍ଡ

ବ୍ରହ୍ମପୁର ଅଫିସ,୨ା୫: ଏମ୍‌କେସିଜି ମେଡିକାଲ କଲେଜ ପ୍ରଶାସନିକ କୋଠାରେ ସୋମବାର ସକାଳେ ଅଗ୍ନିକାଣ୍ଡ ଘଟିଛ। ବିଦ୍ୟୁତ୍‌ ଶଟ୍‌ସର୍କିଟ୍‌ ଯୋଗୁ ଅଧ୍ୟକ୍ଷଙ୍କ କୋଠରି ନିକଟରେ ଥିବା ଏଷ୍ଟାବ୍ଲିସମେଣ୍ଟ ବିଭାଗରେ ନିଆଁ ଲାଗି କିଛି ଫାଇଲ ଓ ଆସବାବପତ୍ର ପୋଡ଼ିଯାଇଛି। କାନ୍ଥରେ ଲାଗିଥିବା ଏକ ଫ୍ୟାନ ସମ୍ପୂର୍ଣ୍ଣ ନଷ୍ଟ ହୋଇ ତଳେ ପଡ଼ିଥିବା ବେଳେ ସେଥିରୁ ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି। ଖବର ପାଇ ଏମ୍‌କେସିଜି ଅଗ୍ନିଶମ କେନ୍ଦ୍ର ଅଧିକାରୀ ପ୍ରଦୀପ ପଟ୍ଟନାୟକ ଓ ଅନ୍ୟ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଆରେ ଓଡ଼ିଆ ଯୁବକଙ୍କୁ ହତ୍ୟା

ରାଇଆ(ଗୋଆ)/ ଜୁନାଗଡ଼(ଉତ୍ତମ ଦାସ),୧୬।୪: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଗୌଡ଼ଛେଣ୍ଡିଆ ଗ୍ରାମର ଖଗେଶ୍ୱର ଶବର(୩୮) ଦିନ ମଜୁରିଆ କାମ କରିବାକୁ ଗୋଆ ଯାଇଥିଲେ। ସେଠାରେ ଏକ...

ପୂର୍ବତନ ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୪ ଗିରଫ

ଧର୍ମଶାଳା/କାଏମା,୧୬।୪(ବଟକୃଷ୍ଣ ପରିଡ଼ା/ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କୁ ଆକ୍ରମଣ ଘଟଣାରେ ପୋଲିସ ମଙ୍ଗଳବାର ୪ ଜଣଙ୍କୁ ଗିରଫ କରିଛି।...

Tariff War:ଚାଇନା ଉପରେ ୨୪୫% ଟାରିଫ୍‌ ଲଗାଇବାକୁ ଘୋଷଣା କଲା ଆମେରିକା

ଓ୍ବାଶିଂଟନ,୧୬।୪: ଚାଇନା ଏବଂ ଆମେରିକା ମଧ୍ୟରେ ଟାରିଫ୍‌ ଓ୍ବାର୍‌ ଥମିବାର ନାଁ ଧରୁନି। ବୁଧବାର ହ୍ବାଇଟ ହାଉସ ଦ୍ୱାରା ଜାରି ଏକ ଦଲିଲରେ କୁହାଯାଇଛି,ଆମେରିକା ବିରୋଧରେ...

ଗର୍ଲଫ୍ରେଣ୍ଡଙ୍କ ସହ ବାଗେଶ୍ୱର ବାବାଙ୍କ ଶରଣ ପଶିଲେ ଶିଖର ଧାଓ୍ବନ

ମୁମ୍ବାଇ,୧୬।୪: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ବର୍ତ୍ତମାନ ତାଙ୍କ ନୂତନ ପ୍ରେମିକାଙ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଧାୱନ ସୋଫି ସାଇନଙ୍କୁ ଡେଟ କରୁଛନ୍ତି। ଉଭୟଙ୍କୁ...

ଭଉଣୀଙ୍କୁ ଛାଡ଼ି ଫେରୁଥିଲେ, ଅଧାବାଟରେ ଗଲା ଭାଇ ଜୀବନ

ମୋହନା,୧୬।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଛତାଭରି ଗାଁରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌ ସହ ବାଇକ୍‌ ମୁହଁାମୁହିଁ ଧକ୍କା ହେବାଫଳରେ ଜଣଙ୍କ...

ପୋଲିସ ଏନକାଉଣ୍ଟରରେ ଗଡ଼ିଲା ଦୁଇ ଟପ୍‌ କ୍ୟାଡର ମାଓବାଦୀଙ୍କ ମୁଣ୍ଡ : ୧୩ ଲକ୍ଷର ଥିଲା

ମାଲକାନଗିରି,୧୬।୪(ଦୁର୍ଯ୍ୟୋଧନ ପାତ୍ର): ପୁଣି ପୋଲିସ ଏନକାଉଣ୍ଟରରେ ଦୁଇ ଟପ୍‌ କ୍ୟାଡର ମାଓବାଦୀଙ୍କ ମୁଣ୍ଡ ଗଡ଼ିଛି। ଛତିଶଗଡ଼ର କୋଣ୍ଡାଗାଓଁ ଜିଲାର କିଲମ ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ...

ସେବାଶ୍ରମରେ ଏବେ ବି ଘୁରିବୁଲୁଛି ମହୁମାଛି: ଆତଙ୍କିତ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ସେବାଶ୍ରମରେ ମଙ୍ଗଳବାର ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ କରିଥିଲେ। ବୁଧବାର ମଧ୍ୟ ସେଠାରେ...

ଅତିରିକ୍ତ ଜିଲାପାଳଙ୍କ ଘରକୁ ପୁଣି ପସୁଥିଲେ ଚୋର, ପରେ ଯାହାହେଲା…

ରାୟଗଡା,୧୬।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଅତିରିକ୍ତ ଜିଲାପାଳ ନିହାର ରଞ୍ଜନ କହଁରଙ୍କ ସରକାରୀ ବାସଭବନରୁ ମଙ୍ଗଳବାର ଦିନ ଦ୍ବିପହରରେ ଦୁବୃର୍ତ୍ତ ମାନେ ଚୋରି ପାଇଁ ଉଦ୍ୟମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image