Posted inଫୁରସତ

ସବୁଠୁ ଖରାପ ଶହେ ଖାଦ୍ୟ ଲିଷ୍ଟରେ ଆଳୁ, ବାଇଗଣ ଭରତା

ନୂଆଦିଲ୍ଲୀ: ସମସ୍ତଙ୍କ ଘରେ ବିଭିନ୍ନ ପ୍ରକାର ପନିପରିବା ରୋଷେଇ ହୋଇଥାଏ। ଏଥିମଧ୍ୟରୁ କିଛି ଏପରି ହୋଇଥାଏ, ଯାହା ସମସ୍ତଙ୍କୁ ଖାଇବାକୁ ଭଲ ଲାଗେନି। ଏପରି ପରିବା ହେଉଛି କଲରା ଓ ବାଇଗଣ, ଏହାକୁ ସମସ୍ତେ ଖାଇବାକୁ ପସନ୍ଦ କରନ୍ତିନି। ନିକଟରେ ଲୋକେ ପସନ୍ଦ କରୁଥିବା ଖାଦ୍ୟର ସୂଚୀ ପ୍ରକାଶ ପାଇଥିଲା। ସେଥିରେ ଏପରି କିଛି ଖାଦ୍ୟ ଥିଲା, ଯାହାକୁ ଲୋକେ ଅତ୍ୟଧିକ ଖାଉଥିଲେ। ସାଧାରଣତଃ ଘରେ ଆଳୁ, ବାଇଗଣ ଭରତା କିମ୍ବା ଚକଟାକୁ ଅନେକ ଲୋକ ପସନ୍ଦ କରିଥାନ୍ତି। ତେବେ ନିକଟରେ ପ୍ରକାଶ ପାଇଥିବା ଦୁନିଆର ସବୁଠୁ ଖରାପ ଶହେ ଖାଦ୍ୟର ଏକ ଲିଷ୍ଟରେ ଏହାକୁ ବର୍ଗୀକରଣ କରାଯାଇଛି। ଏହି ସୂଚୀରେ ଆଳୁ, ବାଇଗଣ ଭର୍ତ୍ତା ୬୦ତମ ସ୍ଥାନରେ ରହିଛି। ଏହି ଲିଷ୍ଟର ପ୍ରଥମ ସ୍ଥାନରେ ରହିଛି ଆୟର୍ଲାଣ୍ଡରେ ପ୍ରସ୍ତୁତ ଖାଦ୍ୟ ‘ହକର୍ଲ’। ଏହାକୁ ୩ ମାସ ତଳର ଷ୍ଟୋର କରି ରଖାଯାଇଥିବା ଶାର୍କ ମାଂସରେ ପ୍ରସ୍ତୁତ କରାଯାଏ। ଏହି ରାଗୁଆ ଖାଦ୍ୟ ଆୟର୍ଲାଣ୍ଡର ଲୋକେ ବେଶ୍‌ ପସନ୍ଦ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟିଲ୍‌ ପରି କାନ

ମହିଳାମାନେ କାନ ଫୋଡାନ୍ତି କାନରେ ଝୁମୁକା ଲଗାଇବା ପାଇଁ। କେହି କେହି ପୁରୁଷ ବି କାନ ଫୋଡ଼ାଇଥାନ୍ତି। ତେବେ ଯଦି ଝୁମୁକା ଓଜନିଆ ହୋଇଯାଏ କାନରେ...

ଗଛ ବୟଫ୍ରେଣ୍ଡ

କୁହାଯାଏ ପ୍ରେମ ଅନ୍ଧ। କାହିଁକି ନା ପ୍ରେମ ଦେଖେନା ଜାତି, ଧର୍ମ କି ଧନୀ ଗରିବର ଭେଦଭାବ। ତେବେ ଆଜିକାଲି ବୋଧହୁଏ ପ୍ରେମ ଅଧିକ ଅନ୍ଧ...

ଅସ୍ତଗାମୀ ସୂର୍ଯ୍ୟକୁ ଦେଖି ମାରନ୍ତି ତାଳି

ଏଇ ପୃଥିବୀରେ ଯେତିକି ଦେଶ ଅଛି ସେତିକି ପ୍ରଥା ପରମ୍ପରା ବି ଅଛି। ସେଥିମଧ୍ୟରୁ ଅନେକ ଅଜବ ପରମ୍ପରା ବି ଥାଏ। ଯେମିତି କି ଏକ...

କୁକୁଡ଼ା ନୁହେଁ ହୋଟେଲ

ଫଟୋଟିକୁ ଦେଖିଲେ ଭାବୁଥିବେ ଏତେ ବଡ଼ ଗଞ୍ଜା କୁକୁଡ଼ା ଭଲା କୁଆଡୁ ଆସିଲା? ସତରେ କ’ଣ ଏତେ ବଡ଼ କୁକୁଡ଼ା ଅଛି? ତେବେ ପ୍ରକୃତ କଥା...

ଗବେଷଣାରେ ମୂଷାଙ୍କୁ ବ୍ୟବହାର କରାଯାଏ କାହିଁକି

ପ୍ରାୟ ସମସ୍ତେ ଜାଣନ୍ତି ଯେ, ବୈଜ୍ଞାନିକମାନେ ତିଆରି କରୁଥିବା ନୂଆ ଔଷଧକୁ ମଣିଷ ଉପରେ ପ୍ରୟୋଗ କରିବା ପୂର୍ବରୁ ପ୍ରଥମେ ତାକୁ ମୂଷା ଉପରେ ପ୍ରୟୋଗ...

ବିଶିଷ୍ଟ ଶିଶୁ ସାହିତି୍ୟକ ଓ ବିଜ୍ଞାନ ଲେଖକ ଡ. ଅରୁଣ କୁମାର ପଣ୍ଡା ନିଜ ପ୍ରଥମ ରୋଜଗାରରେ ଗାଈ କିଣା..

ଜୀବନରେ ଅନେକ ଟଙ୍କା ରୋଜଗାର କଲେ ବି ପ୍ରଥମ ରୋଜଗାରର ଚମକ ଓ ଆନନ୍ଦ ଅତୀବ ନିଆରା। ଆଉ ଯଦି ସେହି ରୋଜଗାର ଛାତ୍ର ଅବସ୍ଥାରେ...

ମହିଳାଙ୍କ ପେଟରୁ ବାହାରିଲା ୨ କେ.ଜି.ର ଚୁଟି

ବରେଲି: ଉତ୍ତରପ୍ରଦେଶର ବରେଲି ଜିଲା କରଗୈନା ଅଞ୍ଚଳରେ ରହୁଥିବା ଜଣେ ୩୧ ବର୍ଷିୟା ମହିଳା ଲମ୍ବା ସମୟ ଧରି ପେଟ ଯନ୍ତ୍ରଣାରେ ପୀଡ଼ିତ ଥିଲେ। ସେ...

ଇଣ୍ଡିଆନ୍‌ ରକ୍‌ ବ୍ୟାଣ୍ଡ ‘ଅଗ୍ନି’

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri