ହୁ ହୁ ହୋଇ ଜଳିଗଲା ଗହଣା ଦୋକାନ, ୧୫ ଲକ୍ଷରୁ ଅଧିକ ଟଙ୍କାର ଅଳଙ୍କାର ପୋଡ଼ି ପାଉଁଶ

ସାଲେପୁର,୨୪।୧୦(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ମାଛୁଆତିଠାରେ ଥିବା ଗହଣା ଦୋକାନ ଶ୍ରୀରାମ ଜୁଏଲାରୀରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗିଥିବା ଯୋଗୁ ଦୋକାନଟି ସମ୍ପୂର୍ଣ୍ଣ ଭାବେ ପୋଡ଼ି ପାଉଁଶ ହୋଇଯାଇଛି। ଏଥିରେ ଦୋକାନରେ ଥିବା ୧୫ ଲକ୍ଷରୁ ଅଧିକ ଟଙ୍କାର ସୁନାରୂପା ଅଳଙ୍କାରମାନ ପୋଡି ହୋଇ ନଷ୍ଟ ହୋଇଥିବା ଜଣାପଡ଼ିଛି।

ତେବେ ଖବର ପାଇ ସାଲେପୁର ଦମକଳ ବିଭାଗ ପହଞ୍ଚିବା ବେଳକୁ ଦୋକାନଟି ସମ୍ପୂର୍ଣ୍ଣ ପୋଡ଼ି ଯାଇଥିଲା। ବିଦ୍ୟୁତ ସର୍ଟସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ଦୋକାନଟି ମାହାଙ୍ଗା ଅଞ୍ଚଳର ସୁକାନ୍ତ ସାହୁଙ୍କର ହୋଇଥିବା ବେଳେ ସେ ଏହି ଦୁର୍ଘଟଣାକୁ ନେଇ ଭାଙ୍ଗି ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ହତ୍ୟା ମାମଲା: ତିନି ଭାଇଙ୍କୁ ଆଜୀବନ ଜେଲ୍‌

ବ୍ରହ୍ମପୁର, ୨୪।୧୦(ସୁବାସ ଚନ୍ଦ୍ର ପାଢ଼ୀ): ପୁଞ୍ଜିଭୂତ ଅଶାନ୍ତରୁ ପାଟପୁର ଥାନା ଅନ୍ତର୍ଗତ ବାସୁଦେବପୁର ଗ୍ରାମର କୁଲୁ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା...

ପରିବା ବଜାରରେ ପ୍ରଶାସନିକ ଚଢାଉ, କଳାବଜାରୀଙ୍କୁ ତାଗିଦ

ବୁଗୁଡା,୨୪।୧୦(କାଳିଚରଣ ଦାଶ): ବଙ୍ଗୋପସାଗରରେ ସୃଷ୍ଟି ସମ୍ଭାବ୍ୟ ବାତ୍ୟା ‘ଦାନା’ ସମ୍ପର୍କେ ପାଣିପାଗ ବିଭାଗର ସୂଚନା ପରଠୁ ବୁଗୁଡା ବଜାରରେ ପରିବା ଦର ହୁ ହୁ ହୋଇ...

କେନ୍ଦୁଝରରେ ବାତ୍ୟା ପ୍ରସ୍ତୁତି ପରଖିଲେ ବରିଷ୍ଠ ପ୍ରଶାସନିକ ଅଧିକାରୀ

କେନ୍ଦୁଝର,୨୪।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଏହାର ପ୍ରଭାବ କେନ୍ଦୁଝର ଜିଲା ଉପରେ ପଡ଼ିବାକୁ ଥିବାରୁ ବରିଷ୍ଠ...

ନିଶ୍ଚିତକୋଇଲିରେ ଯୋଗାଣ ବିଭାଗର ଜୋରଦାର ଚଢ଼ାଉ, ଦୋକାନୀଙ୍କୁ କରାଯାଉଛି ତାଗିଦ

ନିଶ୍ଚିନ୍ତକୋଇଲି,୨୪।୧୦(ଅଶୋକ କୁମାର ମହାପାତ୍ର ): ସାମୁଦ୍ରିକ ବାତ୍ୟା ‘ଦାନା’ ମାଡି ଆସୁଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନ ବହିବା ଆରମ୍ଭ କଲାଣି। ବାତ୍ୟାପାଇଁ ଲୋକେ...

ଖେଳୁଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି; ୩ ବର୍ଷର ଶିଶୁଙ୍କ ମୃତ୍ୟୁ ପରେ ଥାନାରେ ଅଭିଯୋଗ କଲେ ପରିବାର

ଦାରିଙ୍ଗବାଡି, ୨୪।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଅଜଣା ଗାଡି ଧକ୍କାରେ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ...

ଆସୁଛି ‘ଦାନା’: ଧାମରା-ଚାନ୍ଦବାଲିରେ ସ୍ଥିତି ଅନୁଧ୍ୟାନ କଲେ ସୂର୍ଯ୍ୟବଂଶୀ ସୂରଜ

ଭଦ୍ରକ, ୨୪।୧୦(ସନାତନ ରାଉତ)- ଭଦ୍ରକ ଜିଲା ଧାମରାରେ ବାତ୍ୟା ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଥିବାରୁ ଚାନ୍ଦବାଲି, ଧାମରା, ବାସୁଦେବପୁର ଅଞ୍ଚଳକୁ ରାଜ୍ୟ...

ପାଖେଇ ଆସିଲାଣି ‘ଦାନା’: ଗଞ୍ଜାମରେ ବଦଳିଲା ପାଗ, ସମୁଦ୍ର ଅଶାନ୍ତ

ଛତ୍ରପୁର, ୨୪।୧୦(ଦିଲୀପ ସାମଲ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଗଞ୍ଜାମ ଜିଲା ପ୍ରଶାସନ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛି । ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀକୁ ଲୋକଙ୍କୁ...

‘ଦାନା’କୁ ନେଇ ଭଦ୍ରକ ପ୍ରଶାସନ ସଜାଗ: ୫୭୭ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର ହେଲେଣି ୨୬,୦୬୪ ଲୋକେ

ଭଦ୍ରକ, ୨୪।୧୦(ସନାତନ ରାଉତ)- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଦାନା’ ଧାମରା ଠାରୁ ଆଉ ମାତ୍ର ୨୪୦ କିମି ଦୂରରେ ରହିଛି ବୋଲି ପାଣିପାଗ ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri