ରାଜଧାନୀରେ ବଡ଼ ଧରଣର ଆଇଟି ରେଡ୍‌, ୨ କୋଟିରୁ ଅଧିକ ଟଙ୍କା ଜବତ

ଭୁବନେଶ୍ୱର,୯ା୫: ରାଜଧାନୀରେ ଗୁରୁବାର ବଡ଼ ଧରଣର ଆଇଟି ରେଡ୍‌ ହୋଇଛି। ପୁରୁଣ ପୋଷ୍ଟ ଅଫିସ୍‌ ଲେନ୍‌ ବୁଦ୍ଧେଶ୍ୱରୀ କଲୋନୀରେ ଥିବା ଏକ ଫ୍ଲେକ୍ସ ପ୍ରିଣ୍ଟ ମିଡିଆ ହାଉସ୍‌ ଉପରେ ଆଜି ଆୟକର ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇଛି। ଆୟକର ଫାଙ୍କିବା ଅଭିଯୋଗରେ ଏହି ଚଢ଼ାଉ ଚାଲିଥିବା ଜଣାଯାଇଛି। ଚଢ଼ାଉ ଚାଲିଥିବା ବେଳେ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ : ସମର୍ଥ ବର୍ମାଙ୍କୁ ମିଳିଲା..

ଭୁବନେଶ୍ୱର,୧୪।୩: ଆଇଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ ହୋଇଛି। ରାଜ୍ୟ ସରକାର DTET ନିର୍ଦ୍ଦେଶକ ଥିବା ସମର୍ଥ ବର୍ମାଙ୍କୁ ଅତିରିକ୍ତ ଦାୟିତ୍ୱବ ପ୍ରଦାନ କରିଛନ୍ତି। ଓଡ଼ିଶା...

କଟକବାସୀଙ୍କ ପାଇଁ ଖୁସି ଖବର: ଭୁବନେଶ୍ୱରରୁ ତ୍ରିସୁଲିଆ ପର୍ଯ୍ୟନ୍ତ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ବିସ୍ତାର କରାଯିବ

ଭୁବନେଶ୍ୱର,୧୮।୩: ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଏକ ଗୁରୁତ୍ୱପୂର୍ଣ୍ଣ ସମ୍ପ୍ରସାରଣ କରିବାକୁ ଯାଉଛି। ଓଡ଼ିଶା ସରକାର ଭୁବନେଶ୍ୱରରୁ ତ୍ରିସୁଲିଆ ପର୍ଯ୍ୟନ୍ତ ପ୍ରସ୍ତାବିତ ଟ୍ରେନ୍...

ବନ ବିଭାଗର ବଡ଼ ପଦକ୍ଷେପ: ଜଙ୍ଗଲ ନିଆଁ ରୋକିବ…

ଭୁବନେଶ୍ୱର,୧୮।୩: ଚିନ୍ତା ବଢାଉଛି ଜଙ୍ଗଲ ନିଆଁ। ଏହାକୁ ରୋକିବା ପାଇଁ ବନ ବିଭାଗ ପକ୍ଷରୁ ପ୍ରୟାସ କରାଯାଉଛି। ହେଲେ ବଭିନ୍ନ ସ୍ଥାନରେ ଜଙ୍ଗଲ ନିଆଁ ଭୟଙ୍କର...

ଖୋଲିବ ହତ୍ୟା ଘଟଣାର ଗୁମର! ନବ ଦାସଙ୍କ ଘରେ ପହଞ୍ଚିଲା କ୍ରାଇମବ୍ରାଞ୍ଚ ଟିମ

ଭୁବନେଶ୍ୱର, ୧୮।୩: ନବ ଦାସ ହତ୍ୟା ମାମଲାରେ ମଙ୍ଗଳବାର ୨ ଜଣିଆ କ୍ରାଇମବ୍ରାଞ୍ଚ ଟିମ ଝାରସୁଗୁଡ଼ାସ୍ଥିତ ଘରେ ପହଞ୍ଚିଛନ୍ତି। ବୟାନ ରେକର୍ଡ ପାଇଁ କ୍ରାଇମବ୍ରାଞ୍ଚ ଟିମ...

ସରକାରଙ୍କ କୃଷିନୀତିରେ ଚାଷୀ ହେବେ ସର୍ବସ୍ବାନ୍ତ

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): କୃଷକମାନଙ୍କୁ ଉତ୍ପାଦିତ ଫସଲର ଉଚିତ ମୂଲ୍ୟ ମିଳୁ ନାହିଁ । ଏହି କାରଣରୁ କୃଷକମାନେ ଋଣଗ୍ରସ୍ତ ହେଉଛନ୍ତି। ବ୍ୟାଙ୍କ ଏବଂ ସାହୁକାରଙ୍କଠାରୁ ଋଣ...

ପଞ୍ଚଭୂତରେ ବିଲୀନ ହେଲେ ଦେବେନ୍ଦ୍ର: ପୁଅ ଦେଲେ ମୁଖାଗ୍ନି

ପୁରୀ,୧୮ା୩ (ଅଜିତ୍‌ କୁମାର ମହାନ୍ତି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ମଙ୍ଗଳବାର ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାର...

ଦେବେନ୍ଦ୍ରଙ୍କ ଶେଷକୃତ୍ୟରେ ସାମିଲ ହେଲେ ବାବା ରାମଦେବ

ପୁରୀ,୧୮।୩: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର ଭୁବନେଶ୍ବରରୁ ଆସି ପୁରୀରେ ପହଞ୍ଚିଛି। ଆଉ କିଛି...

ଦୁର୍ଘଟଣାରେ ବାପ ପୁଅଙ୍କ ଜୀବନଗଲା

ବାଙ୍ଗିରିପୋଷି, ୧୮ା୩(ସଞ୍ଜୟ କୁମାର ଅଗ୍ରୱାଲା): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଦେଇଯାଇଥିବା ୪୯ନଂ. ଜାତୀୟ ରାଜପଥର ଦ୍ୱାରଶୁଣୀ ଘାଟିରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଅଜଣା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image