ଚଳନ୍ତା ବସ ଡ୍ରାଇଭରଙ୍କୁ ଆସିଲା ହାର୍ଟଆଟାକ୍‌: ଉପସ୍ଥିତ ବୁଦ୍ଧିରୁ ଅଳ୍ପକେ ବର୍ତ୍ତିଲେ ୫୦ ଯାତ୍ରୀ

ନୀଳଗିରି, ୩୦।୧(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶର ଜିଲାର ନୀଳଗିରିରେ ଏକ ଅଭାବନୀୟ ଘଟଣା ଘଟିଛି। ହୃଦଘାତ ଯୋଗୁ ଚଳନ୍ତା ବସ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। କିନ୍ତୁ ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧିରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ୫୦ରୁ ଊର୍ଦ୍ଧ୍ୱ ପର୍ଯ୍ୟଟକ। ହୃଦଘାତରେ ଟଳି ପଡ଼ିବା ପୂର୍ବରୁ ବସ୍‌କୁ ସୁରକ୍ଷିତ ଭାବେ ନିୟନ୍ତ୍ରଣ କରିଥିଲେ ଡ୍ରାଇଭର। ଏଭଳି ଘଟଣା ବାଲେଶର ଜିଲାର ନୀଳଗିରି ପଞ୍ଚଲିଙ୍ଗେଶ୍ୱର ମଝି ରାସ୍ତାରେ ମଙ୍ଗଳବାର ଭୋର ସମୟରେ ଦେଖିବାକୁ ମିଳିଛି।
ପଶ୍ଚିମବଙ୍ଗରୁ ପଞ୍ଚଲିଙ୍ଗେଶ୍ୱରକୁ ଏକ ବସରେ ୫୦ ରୁ ଉଦ୍ଧର୍‌ବ ପର୍ଯ୍ୟଟକ ବୁଲିବାକୁ ଆସୁଥିଲେ। ନୀଳଗିରି ପଞ୍ଚଲିଙ୍ଗେଶ୍ୱର ରାସ୍ତା ପାଟପୁର ଛକରେ ଡ୍ରାଇଭର ଜଣକ ହଠାତ୍‌ ଅସୁସ୍ଥ ହୋଇପଡିଥିଲେ। ସେ ଉପସ୍ଥିତ ବୁଦ୍ଧି ଖଟାଇ ରାସ୍ତା ମଝିରୁ ବସକୁ କଡ଼କୁ ଆଣି ଷ୍ଟିଅରିଂ ଉପରେ ଟଳିପଡିଥିଲେ। ଡ୍ରାଇଭରଙ୍କୁ ସ୍ଥାନୀୟ ହସ୍ପିଟାଲକୁ ନିଆଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସ୍ଥାନୀୟ ଲୋକ ପର୍ଯ୍ୟଟକଙ୍କୁ ସେହି ବସରେ ସୁରକ୍ଷିତ ଭାବେ ପଞ୍ଚଲିଙ୍ଗେଶ୍ୱର ଠାରେ ପହଞ୍ଚା ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

ଗଞ୍ଜେଇ ଚାଲାଣ ମାମଲାରେ ଜଣେ ମହିଳା ସମେତ ଦୁଇଜଣ ଅଭିଯୁକ୍ତଙ୍କୁ ଜେଲ

ବ୍ରହ୍ମପୁର,୨୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ-୧ ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି।...

ସ୍ବଧର୍ମକୁ ଫେରିଲେ ଗୋଟିଏ ପରିବାରର ୩ ସଦସ୍ୟ

ଠାକୁରମୁଣ୍ଡା,୨୧।୯(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକର ସାତକୋଶିଆ ପଞ୍ଚାୟତ ଅଧୀନ ଜାମୁନଣ୍ଡା ଗ୍ରାମରେ ଖ୍ରୀଷ୍ଟଧର୍ମ ଗ୍ରହଣ କରିଥିବା ଗୋଟିଏ ପରିବାରର ୩ ସଦସ୍ୟ ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri