କରୋନା ପଜିଟିଭ୍‌ଙ୍କ ନାଁରେ ଏତଲା

ଛତ୍ରପୁର,୨୨ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଏନ୍‌ଏସିର ଭବାନୀ ଶଙ୍କର ପାତ୍ର ୧୮ ତାରିଖରେ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଥିଲେ। ଏହାପରେ ତାଙ୍କୁ ୨୮ ଦିନ ହୋମ୍‌ ଆଇସୋଲେଶନରେ ରହିବାକୁ ଏନ୍‌ଏସି ପ୍ରଶାସନ କହିଥିଲେ। ତେବେ ସେ ଏହି ନିୟମକୁ ଉଲ୍ଲଂଘନ କରିଥିବା ଜଣାପଡ଼ିଥିଲା। ଏହାପରେ ସ୍ଥାନୀୟ ଥାନାରେ ତାଙ୍କ ନାଁରେ ମଙ୍ଗଳବାର ଏତଲା ଦିଆଯାଇଛି। ବୁଧବାର ଏସମ୍ପର୍କରେ ଛତ୍ରପୁରସ୍ଥିତ ଡିଆରଡିଏ ପକ୍ଷରୁ ସୂଚନା ଦିଆଯାଇଛି।

Share