Posted inଜାତୀୟ

ମହାରାଷ୍ଟ୍ରରେ ବିରଳ ଘଟଣା, ଛଅ ଦଶକ ମଧ୍ୟରେ ପ୍ରଥମ ଥର ହେଲା ଏମିତି…

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରର ୧୫ତମ ବିଧାନସଭାରେ ଗୋଟିଏ ବିରଳ ଘଟଣା ଘଟିବାକୁ ଯାଉଛି। କାରଣ ପ୍ରଥମଥର ପାଇଁ ମହାରାଷ୍ଟ୍ର ବିଧାନସଭା ବିନା ବିରୋଧୀ ଦଳ ନେତାରେ କାର୍ଯ୍ୟ କରିବ। କାରଣ କୌଣସି ରାଜନୀତିକ ଦଳ ବିରୋଧୀ ଦଳର ନେତା ମାନ୍ୟତା ପାଇବାକୁ ନିର୍ବାଚନରେ ଆବଶ୍ୟକ ସଂଖ୍ୟା ହାସଲ କରିପାରି ନାହାନ୍ତି।

ବିଧାନସଭାର ନିୟମ ଅନୁଯାୟୀ, ରାଜ୍ୟର ୨୮୮ଟି ବିଧାନସଭା ଆସନରୁ ଯେଉଁ ଦଳ ପାଖରେ ୧୦% ଅର୍ଥାତ ୨୯ଟି ଆସନ ଥିବ, ସେହି ଦଳ ବିରୋଧୀ ଦଳ ନେତା ପଦ ପାଇଁ ଦାବି ଜଣାଇ ପାରିବ। ସେହି ଅନୁସାରେ, ଶିବସେନା(ୟୁବିଟି), ଏନସିପି ଓ କଂଗ୍ରେସ ମଧ୍ୟରୁ ଯଦି କେହି ବି ଏକାକୀ ୨୯ଟି ଆସନ ଜିତିବାକୁ ସକ୍ଷମ ନ ହେବେ, ତା’ହେଲେ ବିରୋଧୀ ଦଳ ନେତା ପଦ ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ।

ବିରୋଧୀ ଏମଭିଏରେ ଥିବା ଦଳଗୁଡିକ ୨୯ଟି ଜିତିବାକୁ ସକ୍ଷମ ହୋଇ ନାହାନ୍ତି। ଫଳାଫ, ଅନୁସାରେ ଶିବସେନା(ୟୁବିଟି) ୨୦ଟି, କଂଗ୍ରେସ ୧୬ଟି ଓ ଏନସିପି(ଶରଦ ପାୱାର) ୧୦ଟି ଆସନ ଜିତିଛନ୍ତିି। ମେଣ୍ଟରେ ଥିବା ଦଳଗୁଡିକ ମିଳିତ ଭାବେ ନିଜ ଶକ୍ତି ପ୍ରଦର୍ଶନ କରି ବିରୋଧୀ ଦଳ ନେତାର ମାନ୍ୟତା ହାସଲ କରିପାରି ନାହାନ୍ତି। ୧୯୬୦ରେ ମହାରାଷ୍ଟ୍ର ବିଧାନସଭା ଗଠନ ହୋଇଥିବା ବେଳେ ସମ୍ଭବତଃ ଗୃହ ପ୍ରଥମଥର ପାଇଁ ବିନା ବିରୋଧୀ ଦଳ ନେତାରେ କାର୍ଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରାରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଦହିପଣା ବଣ୍ଟନ

ଛତ୍ରପୁର,୨୨।୪,(ଦିଲ୍ଲୀପ ସାମଲ) : ଗ୍ରୀଷ୍ମ ପ୍ରବାହ ଯୋଗୁଁ ଚାରିଆଡେ ଜନ ଜୀବନ ଅସ୍ତ ବ୍ୟସ୍ତ ହୋଇପଡିଥିବା ବେଳେ ଗଞ୍ଜାମ ଜିଲାର ସଦର ମହକୁମା ଛତ୍ରପୁର ସହର...

ଅତି ସହଜରେ ଘରେ ପ୍ରସ୍ତୁତ କରନ୍ତୁ ମ୍ୟାଙ୍ଗୋ କୁଲ୍‌ଫି; ଜାଣନ୍ତୁ ପ୍ରସ୍ତୁତି ପ୍ରଣାଳୀ…

ଖରାଦିନ ଆସିଲେ ଥଣ୍ଡା ଖାଇବାକୁ ମନ ବଳିଥାଏ। ସେ ଆଇସକ୍ରିମ ହେଉ ଅବା ଲସି ଘରେ ଘରେ ଏହାର ଚାହିଦା ବଢ଼ିଯାଇଥାଏ। ହେଲେ ଆଜିର ସମୟରେ...

IPL ରେ ଏହି ଟିମ ଉପରେ ଆସିଲା Match Fixing ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୪: ଲକ୍ଷ୍ନୌ ସୁପରଜାଏଣ୍ଟସ ବିପକ୍ଷରେ ଜିତିଥିବା ମ୍ୟାଚ ହାରିବା ପରେ ରାଜସ୍ଥାନ ରୟାଲ୍ସ ଉପରେ Match Fixingର ଅଭିଯୋଗ ଆସିଛି। ଏହି ମ୍ୟାଚରେ ରାଜସ୍ଥାନକୁ ଜିତିବା...

ବିବାହ ବାର୍ଷିକୀରେ ମା’ ହେଲେ ଜ୍ୱାଲା ଗୁଟ୍ଟା: ଖୁସି ହେଲା ଦ୍ୱିଗୁଣିତ

ଚେନ୍ନାଇ,୨୨।୪: ପୂର୍ବତନ ଭାରତୀୟ ବ୍ୟାଡମିଣ୍ଟନ ତାରକା ଜ୍ୱାଲା ଗୁଟ୍ଟା ମା’ ହୋଇଛନ୍ତି। ସେ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ଏହାସହ ଜ୍ୱାଲାଙ୍କ ଖୁସି ଦ୍ୱିଗୁଣିତ ହୋଇଛି।...

ଏମିତି ବି ଆସେ ମୃତ୍ୟୁ! ମା’ ବିଦ୍ୟୁତ ସଂସ୍ପର୍ଶରେ ଆସିବା ଦେଖି ଧାଇଁ ଯାଇଥିଲେ ପୁଅ, ଏକାଠି ଚାଲିଗଲା ଦୁହିଁଙ୍କ ଜୀବନ

ଭବାନୀପାଟଣା,୨୨।୪( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌.ରାମପୁର ଥାନା ଅନ୍ତର୍ଗତ ସାଇ ଦଲଙ୍ଗା ଗ୍ରାମ ପଞ୍ଚାୟତର ଟୁର୍ଚି (ଡଙ୍ଗର ପଡ଼ା)ରୁ ମଙ୍ଗଳବାର ସକାଳୁ ଏକ...

ଫସିଗଲେ ବାବା ରାମଦେବ, ଭର୍ତ୍ସନା କଲେ Delhi High Court

ନୂଆଦିଲ୍ଲୀ,୨୨।୪: ଦିଲ୍ଲୀ ହାଇକୋର୍ଟ ହମଦର୍ଦ କମ୍ପାନୀ ଏବଂ ଏହାର ଲୋକପ୍ରିୟ ଉତ୍ପାଦ ରୁହ ଅଫଜା ବିରୁଦ୍ଧରେ ଆପତ୍ତିଜନକ ମନ୍ତବ୍ୟ ପାଇଁ ଯୋଗଗୁରୁ ବାବା ରାମଦେବଙ୍କୁ ଭର୍ତ୍ସନା...

ସ୍ତ୍ରୀଙ୍କୁ ମାଡ଼ ମାରୁଥିଲେ ପ୍ରସିଦ୍ଧ କ୍ରିକେଟର୍‌: ଥାନାରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୨।୪: ପୂର୍ବତନ ଭାରତୀୟ କ୍ରିକେଟର ଅମିତ ମିଶ୍ରଙ୍କ ନାଁରେ ତାଙ୍କ ପତ୍ନୀ ଗରିମା ମିଶ୍ର ଯୌତୁକ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଅମିତ ତାଙ୍କୁ ଯୌତୁକ ପାଇଁ...

ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣା: ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୪: କଟକରେ ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ସେ ମୃତକଙ୍କ ପରିବାରକୁ ୧୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image