ଅନୁଭବଙ୍କ ଘରେ ବ୍ୟାଙ୍କ ଚଢ଼ାଉ

କଟକ,୧୩ା୩(କାର୍ତ୍ତିକ ସାହୁ): କଟକ ଅର୍ବାନ୍‌ କୋ-ଅପରେଟିଭ୍‌ ବ୍ୟାଙ୍କ ପକ୍ଷରୁ ଏମ୍‌ପି ଅନୁଭବ ମହାନ୍ତିଙ୍କ ଖାନନଗରସ୍ଥିତ ଭଡ଼ା ବାସଭବନରେ ବୁଧବାର ଚଢ଼ାଉ କରାଯାଇଛି।

ସୂଚନାନୁସାରେ, ଅନୁଭବଙ୍କ ଭାଇ ଅନୁପ୍ରାସ ଉକ୍ତ ବ୍ୟାଙ୍କରୁ ୨୦୧୨ରେ ୩୦ ଲକ୍ଷ ଟଙ୍କା ଋଣ ଆଣିଥିଲେ। ସେ ନିୟମିତ ନିର୍ଦ୍ଧାରିତ ସମୟରେ ଋଣ ପରିଶୋଧ କରିପାରି ନ ଥିଲେ। ଫଳରେ ଉକ୍ତ ଋଣ ପରିମାଣ ସୁଧ ସହ ବୃଦ୍ଧି ପାଇ ୭୫ ଲକ୍ଷ ଟଙ୍କାରେ ପହଞ୍ଚତ୍ଛି। କଟକ ଅର୍ବାନ କୋ-ଅପରେଟିଭ୍‌ ବ୍ୟାଙ୍କର ମୁଖ୍ୟ ନିର୍ବାହୀ ଅଧିକାରୀ ପ୍ରିୟବ୍ରତ ପଣ୍ଡାଙ୍କ କହିବାନୁସାରେ, ମାର୍ଚ୍ଚ ମାସ ହେତୁ ଋଣ ଆଦାୟ ନିମନ୍ତେ ଆମେ ତାଙ୍କ ଘରକୁ ଯାଇଥିଲୁ। ଋଣ ପରିଶୋଧ କରିବା ନିମନ୍ତେ ତାଙ୍କ ତରଫରୁ ସହଯୋଗ କରାଯାଇଛି। ଉକ୍ତ ଋଣ ପରିଶୋଧ କରିବେ ବୋଲି ମଧ୍ୟ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୦ରେ ଦୀଘା ଜଗନ୍ନାଥ ମନ୍ଦିର ଉଦଘାଟନ କରିବେ ମମତା: ପୁରୀରୁ ଆସିବେ ଦଇତାପତି, ପଣ୍ଡିତ

ଭୋଗରାଇ, ୨୧।୪( ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ସାହାବାଜିପୁର ଠାରୁ ମାତ୍ର ୨ କିମି ଦୂର ପଶ୍ଚିମବଙ୍ଗ ନିଉ ଦୀଘା ରେଳଷ୍ଟେସନ...

ବିଜେଡିକୁ ନେଇ ବଡ଼ କଥା କହିଦେଲେ ଅମର: ପୁରା ରାଜନୀତିରେ ହଇଚଇ

ଭୁବନେଶ୍ୱର,୨୧।୪: ବିଜେଡି କନ୍ଦଳକୁ ନେଇ ବରିଷ୍ଠ ନେତା ଅମର ଶତପଥୀ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବିଜେଡିରେ ଯାହା ଚାଲିଛି ଠିକ ଚାଲିନି, ମୁଁ...

କାଳବୈଶାଖୀର ତାଣ୍ଡବ: ଗଛ ପଡ଼ି ଭାଙ୍ଗିଲା ଘର

ଲାଞ୍ଜିଗଡ଼,୨୦ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ଗଛ ପଡି ଦୁଇଟି ଘର...

‘କିଛି କଟାକ୍ଷ ସମସ୍ତଙ୍କ ଜୀବନର ଅଂଶ’ : ଶ୍ୱଶୁରଙ୍କ ବିରୋଧରେ ମାମଲା ରଦ୍ଦ କଲେ ସୁପ୍ରିମ୍ କୋର୍ଟ

ନୂଆଦିଲ୍ଲୀ,୨୧।୪: ଜଣେ ମହିଳାଙ୍କ ଶ୍ୱଶୁରଙ୍କ ବିରୋଧରେ ଭାରତୀୟ ଦଣ୍ଡବିଧି ସଂହିତା (ଆଇପିସି)ର ଧାରା ୪୯୮ଏ ଅନୁଯାୟୀ ହୋଇଥିବା ମାମଲାକୁ ଖାରଜ କରି ସୁପ୍ରିମ୍ କୋର୍ଟ କହିଛନ୍ତି...

ଅଂଶୁଘାତ, ବଜ୍ରପାତର ମୁକାବିଲା ପାଇଁ ସଚେତନ କଲେ ଛାତ୍ର

କର୍ଲାମୁଣ୍ଡା:୨୧।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକ ସଦର ସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟର ନେତାଜୀ ସ୍କାଉଟ୍ସ ଗ୍ରୁପ ପକ୍ଷରୁ...

CSK ଅବସ୍ଥା ଖରାପ: ଦଳର କ୍ୱାଲିଫାଏକୁ ନେଇ ମୁହଁ ଖୋଲିଲେ ଧୋନୀ

ମୁମ୍ବାଇ,୨୧।୪: ଆଇପିଏଲ ୨୦୨୫ରେ ଚେନ୍ନାଇ ସୁପର କିଙ୍ଗସ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଏକ ଶୋଚନୀୟ ପରାଜୟ ବରଣ କରିଛି। ଏହି ସିଜିନରେ ଚେନ୍ନାଇର ଅବସ୍ଥା ବହୁତ...

ଝାରସୁଗୁଡ଼ାରେ ପଶ୍ଚିମବଙ୍ଗର STF ଟିମ୍‌

ଝାରସୁଗୁଡ଼ା,୨୧।୪: ଝାରସୁଗୁଡ଼ାରେ ପଶ୍ଚିମବଙ୍ଗର ଏକ STF ଟିମ୍‌ ପହଞ୍ଚି ତନାଘନା ଆରମ୍ଭ କରିଛି। ମୁର୍ଶିଦାବାଦ ଦଙ୍ଗା ଘଟଣାରେ STF ଟିମ୍‌ ଏହି ଛାନଭିନ୍‌ କରୁଥିବା ସୂଚନା...

କିଏ ହେବେ ପୋପ ଫ୍ରାନ୍ସିସଙ୍କ ଉତ୍ତରାଧିକାରୀ: ଆଗରେ ଅଛି ଏମାନଙ୍କ ନାଁ

ଭାଟିକାନ୍‌ ସିଟି,୨୧।୪: ଖ୍ରୀଷ୍ଟିଆନ ଧାର୍ମିକ ନେତା ପୋପ ଫ୍ରାନ୍ସିସଙ୍କ ୮୮ ବର୍ଷ ବୟସରେ ଦେହାନ୍ତ ଘଟିଛି। ଭାଟିକାନ ସିଟି ଅନୁଯାୟୀ, ପୋପ ସୋମବାର ସ୍ଥାନୀୟ ସମୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image