Posted inଖେଳ

ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ଦିନିକିଆ ସିରିଜ୍‌ ପୂର୍ବରୁ ଭାରତକୁ ଝଟ୍‌କା

ନୂଆଦିଲ୍ଲୀ,୨୭।୭: ଆଜିଠାରୁ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯିବ। ଏହାପୂର୍ବରୁ ଭାରତକୁ ବଡ଼ ଝଟ୍‌କା ଲାଗିଛି। ପ୍ରଥମ ଦିନିକିଆ ପୂର୍ବରୁ ଗୋଡରେ ଯନ୍ତ୍ରଣା ଅନୁଭବ କରିବାରୁ ପେସ୍‌ ବୋଲର୍‌ ମହମ୍ମଦ ସିରାଜଙ୍କୁ ଦିନିକିଆ ସିରିଜରୁ ବାଦ ଦିଆଯାଇଛି ଏନେଇ ବିସିସିଆଇ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ତେବେ ତାଙ୍କ ବଦଳି ଏପର୍ଯ୍ୟନ୍ତ ଘୋଷଣା କରାଯାଇ ନାହିଁ।
ବିସିସିଆଇର ପ୍ରେସ ବିଜ୍ଞପ୍ତି ଅନୁଯାୟୀ, ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପୂର୍ବରୁ ଫାଷ୍ଟ ବୋଲର ମହମ୍ମଦ ସିରାଜଙ୍କୁ ବାଦ୍‌ ଦିଆଯାଇଛି। ସିରାଜଙ୍କ ଗୋଡରେ ଯନ୍ତ୍ରଣା ହେଉଛି ଏବଂ ସତର୍କତା ଅନୁଯାୟୀ ବିସିସିଆଇ ଡାକ୍ତରୀ ଦଳ ତାଙ୍କୁ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି। ସୂଚନାଯୋଗ୍ୟ, ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ପ୍ରଥମ ଦିନିକିଆ ଜୁଲାଇ ୨୭ରୁ ଅର୍ଥାତ୍‌ ଆଜିଠାରୁ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧୋନୀଙ୍କ ହୃଦୟ ଜିତିଲେ ୧୭ ବର୍ଷୀୟ କ୍ରିକେଟର; ଅକ୍ସନ ପୂର୍ବରୁ CSK ପାଇଁ ଟ୍ରାଏଲ ଦେଇ ଚର୍ଚ୍ଚାରେ… 

ନୂଆଦିଲ୍ଲୀ,୧୩।୧୧: ଚଳିତ ବର୍ଷ ଘରୋଇ କ୍ରିକେଟରେ ଜବରଦସ୍ତ ପ୍ରଦର୍ଶନ କରି ଚର୍ଚ୍ଚାରେ ୧୭ ବର୍ଷୀୟ ଆୟୁଷ ମାହାତ୍ରେ। ରଣଜୀରେ ସେ ନିଜର ଦମ୍‌ ଦେଖାଇ ରେକର୍ଡ...

‘ରାଜଧାନୀ ଏକ୍ସପ୍ରେସ୍‌’ଠାରୁ ବି ଫାଷ୍ଟ୍‌ ଏହି ବୋଲର୍‌ଙ୍କ ସ୍ପିଡ୍‌: ଡେବ୍ୟୁ ମ୍ୟାଚ୍‌ରେ ରଚିଲେ ଇତିହାସ

ନୂଆଦିଲ୍ଲୀ,୧୩।୧୧: ନଭେମ୍ବର ୧୧ରେ କ୍ରିକେଟରେ ଏକ ସ୍ବତନ୍ତ୍ର ରେକର୍ଡ ହୋଇଛି। ୨୨ ବର୍ଷ ବୟସ୍କ ନାହିଦ ରାଣା ବାଂଲାଦେଶୀ କ୍ରିକେଟର ନିଜ ଦେଶ ପାଇଁ ସବୁଠାରୁ...

ରୋହିତ, କୋହଲି ନା ଧୋନୀ? ଆଇପିଏଲ ୨୦୨୫ରେ କେଉଁ ଦଳକୁ ଯିବେ ରାହୁଲ, କଲେ ଖୁଲାସା

ନୂଆଦିଲ୍ଲୀ,୧୩।୧୧: ଟିମ ଇଣ୍ଡିଆର ଉଇକେଟ୍‌ କିପର ବ୍ୟାଟ୍ସମ୍ୟାନ କେ.ଏଲ ରାହୁଲ ଗତ କିଛି ଦିନ ହେବ ଖବରରେ ଅଛନ୍ତି। ବାସ୍ତବରେ, କେ.ଏଲ ରାହୁଲ ଲକ୍ଷ୍ନୌ ସୁପର...

ଆଇପିଏଲ ପୂର୍ବରୁ ଧୋନୀଙ୍କ ବଢିଲା ଅଡୁଆ, ଏହି ମାମଲାରେ ହାଇକୋର୍ଟ ପଠାଇଲେ ନୋଟିସ

ନୂଆଦିଲ୍ଲୀ,୧୩।୧୧: ବ୍ୟବସାୟିକ ଠକେଇ ମାମଲାରେ ଝାଡ଼ଖଣ୍ଡ ହାଇକୋର୍ଟ ଏମଏସ ଧୋନୀଙ୍କୁ ନୋଟିସ ପଠାଇଛନ୍ତି। ଭାରତୀୟ କ୍ରିକେଟରଙ୍କ ପୁରୁଣା ବ୍ୟବସାୟ ସହଯୋଗୀ ମିହିର ଦିୱାକର ଏବଂ ସୌମ୍ୟ...

ଚାମ୍ପିଅନ୍ସ ଟ୍ରଫି ଖେଳିବ ନାହିଁ ପାକିସ୍ତାନ! ପିସିବିକୁ ନେଇ ଆସିଲା ବଡ଼ ଖବର…

ନୂଆଦିଲ୍ଲୀ,୧୨।୧୧: ଆଇସିସି ଚାମ୍ପିୟନ୍ସ ଟ୍ରଫିକୁ ନେଇ ବଡ଼ ନିଷ୍ପତ୍ତି ନେଇପାରେ ପାକିସ୍ତାନ। ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ଆଇସିସିକୁ ଚିଠି ଲେଖି ସିଧାସିଧା ଧମକ ଦେଇଛି। କାହିଁକି...

ପଛରେ ପଡ଼ିଲେ କୋହଲି, ଟପିଗଲେ ମୋଦି

ନୂଆଦିଲ୍ଲୀ,୧୨।୧୧: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କୁ ପଛରେ ପକାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଲୋକପ୍ରିୟତା ମାମଲାରେ ଅନ୍ତର୍ଜାତୀୟସ୍ତରରେ ଉଭୟଙ୍କ ଦବ୍‌ଦବା ବାରି ହୋଇଯାଏ। ଏମିତିରେ ଏସିଆ...

ଜିଦ୍‌ରେ ଅଟଳ ପାକିସ୍ତାନ: ଚାମ୍ପିଅନ୍ସ ଟ୍ରଫିକୁ ନେଇ ଘନଉଛି ବିବାଦ, ଆସିଲା ବଡ଼ ଅପ୍‌ଡେଟ୍‌

ନୂଆଦିଲ୍ଲୀ,୧୨।୧୧: ୨୦୨୫ ଚାମ୍ପିଅନ୍ସ ଟ୍ରଫିକୁ ନେଇ ବିବାଦ ଲାଗିରହିଛି। ବିସିସିଆଇ ଆଇସିସିକୁ କହିଛି ଯେ, ଟିମ ଇଣ୍ଡିଆ କୌଣସି ପରିସ୍ଥିତିରେ ପାକିସ୍ତାନ ଯିବ ନାହିଁ। ତଥାପି...

ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ବିଶ୍ୱର ନମ୍ବର-୧ ଖେଳାଳି

କାବୁଲ,୧୨।୧୧: ଆଫଗାନିସ୍ତାନ କ୍ରିକେଟ ଦଳକୁ ଉଚ୍ଚ ସ୍ଥାନକୁ ନେବାରେ ମହମ୍ମଦ ନବି ଏକ ମହତ୍ୱପୂର୍ଣ ଅବଦାନ ରଖିଛି। କିନ୍ତୁ ହଠାତ୍‌ ସେ କ୍ରିକେଟ୍‌କୁ ଅଲବିଦା କହିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri