କମ ନମ୍ବର ରଖିବାରୁ ମୂଷା ଔଷଧ ପିଇଦେଲେ ଛାତ୍ରୀ

ହାଟଡିହୀ,୨୮l୫(ଶୁଭକାନ୍ତ ନାୟକ): ମାଟ୍ରିକ ପରୀକ୍ଷାରେ କମ ନମ୍ବର ରଖିବାରୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ୍‌ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ଛାତ୍ରୀ ସୋମବାର ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ପରୀକ୍ଷା ଫଳ ପ୍ରକାଶ ପରେ ଛାତ୍ରୀ ଜଣକ ଆଶା ଅନୁସାରେ ନମ୍ବର ରଖି ନ ଥିବାରୁ ମାନସିକ ଦୁଶ୍ଚିନ୍ତାରେ ଥିଲେ। ଶେଷରେ ଘରେ ଥିବା ମୂଷା ଔଷଧ ଖାଇଦେଇଥିଲେ। ପରିବାର ଲୋକେ ପ୍ରଥମେ ଶାଳନିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରୁ ଆନନ୍ଦପୁର ଉପଖଣ୍ଡ ମେଡିକାଲ ସ୍ଥାନାନ୍ତର ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କୁ ହତ୍ୟା ଅଭିଯୋଗରେ ଜେଲ ଗଲେ ପ୍ରେମିକ ଯବାନ

ଅତାବିରା଼,୧୮।୧୦(ହୃଷୀକେଶ ଖମାରୀ): ହତ୍ୟା ଅଭିଯୋଗରେ ବରଗଡ଼ ଜିଲା ଭେଡ଼େନ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଭେଡ଼େନ ଥାନା କଦଳୀପାଲି...

ବୌଦ୍ଧ ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ, ଆଇନଶୃଙ୍ଖଳା ନେଇ କଲେ ସମୀକ୍ଷା

ବୌଦ୍ଧ,୧୮ା୧୦(ଅଜିତ କୁମାର ବାରିକ): ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଓ୍ବାଇ.ବି ଖୁରାନିଆ ଦୁଇ ଦିନିଆ ବୌଦ୍ଧ ଗସ୍ତରେ ଆସି ଜିଲାରେ ମାଓବାଦୀ ଗତିବିଧି ଓ ଆଇନଶୃଙ୍ଖଳା ନେଇ...

ଓମଫେଡ୍‌ ଘିଅ ବ୍ୟବହାର ନିଷ୍ପତ୍ତି ନେଇ ଏମିତି କହିଲେ ଏମ୍‌ଡି ବିଜୟ ଅମୃତା କୁଲାଙ୍ଗେ

ଭୁବନେଶ୍ୱର,୧୮ା୧୦: ଶ୍ରୀମନ୍ଦିରରେ କେବଳ ଓମଫେଡ୍‌ ଘିଅ ବ୍ୟବହାର ନିଷ୍ପତ୍ତି ଆମ ପାଇଁ ଗର୍ବ ବୋଲି କହିଛନ୍ତି ଓମଫେଡ୍‌ ଏମ୍‌ଡି ବିଜୟ ଅମୃତା କୁଲାଙ୍ଗେ। ଶ୍ରୀମନ୍ଦିରରେ କେବଳ...

ନିଖୋଜ ନାବାଳକଙ୍କ ମିଳିଲା ମୃତଦେହ: ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ପାଟଣାଗଡ଼,୧୮।୧୦: ବଲାଙ୍ଗୀର ଜିଲା ଲାଠୋର ଥାନା ଝଲିଆଲିଟି ପାହାଡ଼ ଉପରୁ ଶୁକ୍ରବାର ଜଣେ ନାବାଳକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ପୋଲିସ ମୃତଦେହ ଜବତ କରି...

ସମସ୍ତଙ୍କ ପାଇଁ ହେବ ବ୍ୟବସ୍ଥା, ପ୍ରତିଶ୍ରୁତି ଦେଲେ ଜୟନ୍ତୀ ଷଡ଼ଙ୍ଗୀ

ପୁରୀ,୧୮ା୧୦: ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ପୁରୀରେ ଭିଡ ଲଗାଇଛନ୍ତି ହବିଷ୍ୟାଳି। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ତେବେ ଏହାରି...

କଂସ ଅଭିନେତାଙ୍କ ଅଡୁଆ ବଢ଼ିଲା, ମହାପ୍ରୟାଣ ଗାଡ଼ି ବାବଦ ଟଙ୍କା ନେବା ପଡ଼ିଲା ମହଙ୍ଗା

ବରଗଡ଼,୧୮।୧୦(ପ୍ରେମାନନ୍ଦ ଖମାରୀ): ମହାପ୍ରୟାଣ ଗାଡ଼ିରେ ମୃତଦେହ ପରିବହନ ବାବଦକୁ ମୃତକଙ୍କ ସମ୍ପକୀୟଙ୍କଠାରୁ ଟଙ୍କା ନେବା ଘଟଣା ବରଗଡ଼ ଜିଲା ସ୍ବାସ୍ଥ୍ୟ ବିଭାଗରେ କାର୍ଯ୍ୟରତ ଡ୍ରାଇଭର ତଥା...

ବାଥ୍‌ରୁମ୍‌ରୁ ମିଳିଲା ଯୁବତୀଙ୍କ ମୃତଦେହ: ବଢୁଛି ସନ୍ଦେହ

ବାଲିଗୁଡା,୧୮।୧୦(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ବାଲିଗୁଡା ପଣସପଡ଼ିଠାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ବାଥ୍‌ରୁମ୍‌ରୁ ଯୁବତୀଙ୍କ ମୃତଶରୀର ଉଦ୍ଧାର କରାଯାଇଛି। ସୂଚନା...

ଟ୍ରେନ୍‌ରେ ଚଢ଼ିବା ସମୟରେ ଅଘଟଣ: ମା’ ସହ ଖସିପଡ଼ିଲେ ୪ ବର୍ଷର ଶିଶୁକନ୍ୟା

ରାୟଗଡ଼ା,୧୮ା୧୦(ଆଶିଷ ରଞ୍ଜନ ପଣ୍ଡା): ଚଳନ୍ତା ଟ୍ରେନ୍‌ରେ ଚଢ଼ିବା ବେଳେ ଅଘଟଣ ଘଟିଛି। କରବା ଏକ୍ସପ୍ରେସରେ ଚାପି ହୋଇ ମା ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri