Advertisement

ପରେଡ ବେଳେ ଅସୁସ୍ଥ ହୋଇପଡ଼ିଲେ ଛାତ୍ରୀ

ନୟାଗଡ଼ ଅଫିସ,୨୬ା୧: ନୟାଗଡ଼ ଜିଲା ଦଶପଲ୍ଲାର ଗାନ୍ଧି ମଇଦାନରେ ବ୍ଲକସ୍ତରୀୟ ପରେଡ ଅନୁଷ୍ଠିତ ହେଉଥିଲା। ପରେଡ ସମୟରେ ଜଣେ ଛାତ୍ରୀ ହଠାତ୍‌ ଅସୁସ୍ଥ ହୋଇ ପଡ଼ିଥିଲେ। ଅସୁସ୍ଥ ଛାତ୍ରୀଙ୍କୁ ଦଶପଲ୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share