୩୧ରେ ବ୍ରଜରାଜନଗର ଉପ-ନିର୍ବାଚନ: ୩ ଦିନର ସ୍ବତନ୍ତ୍ର ଛୁଟି ଘୋଷଣା

ଭୁବନେଶ୍ୱର,୨୦।୫(ବ୍ୟୁରୋ): ମେ’ ୩୧ରେ ବ୍ରଜରାଜନଗର ଉପ-ନିର୍ବାଚନ। ଏଥିନିମନ୍ତେ ସ୍ବତନ୍ତ୍ର ଛୁଟି ଘୋଷଣା କରାଯାଇଛି। ନିର୍ବାଚନମଣ୍ଡଳୀ ବାହାରେ ରହୁଥିବା ଭୋଟରମାନେ ୩ ଦିନ ଛୁଟି ନେଇପାରିବେ। ଭୋଟ ପୂର୍ବ ଦିନ, ଭୋଟ ଦିନ ଓ ପରଦିନ ଭୋଟର ଛୁଟି ନେଇପାରିବେ । ସେହିଭଳି ନିର୍ବାଚନମଣ୍ଡଳୀରେ ଥିବା ଭୋଟରଙ୍କ ପାଇଁ ଗୋଟିଏ ଦିନର ଛୁଟି ଘାଷଣା ହୋଇଥିବା ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ ସୂଚନା ଦେଇଛନ୍ତି।

ପ୍ରକାଶ ଯେ, ଚଳିତଥର ୨୭୯ଟି ବୁଥରେ ନିର୍ବାଚନ ହେବ । ଶାନ୍ତିଶୃଙ୍ଖଳାରେ ଏହି ନିର୍ବାଚନ ପରିଚାଳନା ଉପରେ ଗୁରୁତ୍ୱ ଦିଆଯାଇଛି । ୫୦% ବୁଥରେ ୱେବକାଷ୍ଟିଂ ହେବ। ଟୋଲ୍‌ ଫ୍ରି ନମ୍ବର ୧୯୫୦ରେ ଫୋନ୍‌ କରି ସମସ୍ତ ସୂଚନା ପାଇପାରିବେ। ଜିଲା ପ୍ରଶାସନ ପକ୍ଷରୁ ‘ମୁଁ ବି ଭୋଟ ଦେବି’ କ୍ୟାମ୍ପେନ ଆରମ୍ଭ କରାଯାଇଛି । ଭୋଟ ହାର ବଢାଇବାକୁ ଏହି ପ୍ରୟାସ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନେତ୍ରୀଙ୍କଠାରୁ ୮.୨୫ ଲକ୍ଷ ଟଙ୍କା ଠକି ନେଇ ଗିରଫ ହେଲେ ଯାତ୍ରା ପାର୍ଟି ମାଲିକ

ଭୁବନେଶ୍ୱର,୨୩ା୧୨(ସୂର୍ଯ୍ୟକାନ୍ତ ବେହେରା): ଅଭିନେତ୍ରୀଙ୍କୁ ମିଥ୍ୟା ଆଶ୍ୱାସନା ଦେବା ସହ ପ୍ରତାରଣା କରି ୮ ଲକ୍ଷରୁ ଅଧିକ ଟଙ୍କା ଠକିବା ମାମଲାରେ ଲିଙ୍ଗରାଜ ପୋଲିସ ଜଣେ ଯାତ୍ରା...

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬...

ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍‌

ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍‌...

ଡବଲ ଇଞ୍ଜିନ ସରକାର ଉପରେ ବର୍ଷିଲେ ସାଗର

ଭବାନୀପାଟଣା,୨୩ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଭଳି ପବିତ୍ର ଗୃହରେ ବାବା ସାହେବ ଆମ୍ବେଡକରଙ୍କ ନାମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅପମାନଜନକ ଶବ୍ଦ ବ୍ୟବହାର...

ନବୀନଙ୍କ ଉପରେ ବହିକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୧୨(ସୁନିତ୍‌ ମିଶ୍ର): ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ‘ନବୀନ ପଟ୍ଟନାୟକ- ଦ ଅଥରିଟେଟିଭ ବାୟୋଗ୍ରାଫି ରିଭାଇଜ୍‌ଡ ଆଫ୍ଟର ୨୦୨୪ ଇଲେକ୍ସନ’ ପୁସ୍ତକ ଉନ୍ମୋଚନ ହୋଇଯାଇଛି। ସେ...

ବଢ଼ିଲା ଶୀତ, ପୁଣି ଆସୁଛି ବର୍ଷା

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): ଲଘୁଚାପଜନିତ ଅଦିନିଆ ବର୍ଷା ଛାଡିଯାଇଥିଲେ ମଧ୍ୟ ରବିବାରଠାରୁ ରାଜ୍ୟରେ ଶୀତର ପରିମାଣ ବଢ଼ିଛି। ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା ଥିବାରୁ...

ପ୍ରାକ୍‌ ବଜେଟ ପାଇଁ ପ୍ରସ୍ତୁତି ଆରମ୍ଭ: ଓଡ଼ିଶା ପାଇଁ ୯ ପ୍ରସ୍ତାବ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨ା୧୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ନେତୃତ୍ୱରେ ରବିବାର ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଦୁଇ ଦିନିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ: ସଜେଇ ହେଉଛି ସହର

ରାୟଗଡ଼ା,୨୨।୧୨(ଆଶିଷ ରଞ୍ଜନ ପଣ୍ଡା)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡିସେମ୍ବର ୨୬ରେ ଦୁଇ ଦିନିଆ ରାୟଗଡ଼ା ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri