ରାସ୍ତାରେ ବୁଲୁଛି କଲରାପତରିଆ ବାଘ, ଲୋକେ ଆତଙ୍କିତ

ରିଆମାଳ,୩୧ା୭(ଡି.ଏନ୍‌.ଏ.): ଦେବଗଡ଼ ଜିଲା ରିଆମାଳରେ ବାଘ ଆତଙ୍କ। ଏକ କଲରାପତରିଆ ବାଘ ରିଆମାଳ-ରାମପାଲି ରାସ୍ତା କ୍ରସର ଆଗରେ ଶନିବାର ସନ୍ଧ୍ୟାରେ ଦେଖାଯାଇଥିଲା। କାରରେ ଯାଉଥିବା କିଛି ଲୋକ ଫଟୋ ଉଠାଇ ପୋଲିସକୁ ଦେଇଥିଲେ। ରିଆମାଳ ଥାନାଧିକାରୀ ଲଳିତା ପ୍ରଧାନ ଏ ସମ୍ପର୍କରେ ବନ ବିଭାଗକୁ ଜଣାଇଛନ୍ତି। ପୋଲିସ କର୍ମଚାରୀଙ୍କୁ ପଠାଇଛନ୍ତି। ଖବର ପାଇ ରେଞ୍ଜର ନିରଞ୍ଜନ ଧରୁଆ ସଦଳବଳ ପହଞ୍ଚି ପାଟ୍ରୋଲିଂ କରୁଛନ୍ତି। ତେବେ ଏହି ରାସ୍ତାରେ ଲୋକମାନଙ୍କୁ ଯିବା ପାଇଁ ମନା କରାଯାଇଛି। ଜଙ୍ଗଲକୁ ଯିବା ବି ବାରଣ ରହିଛି। ଏହି ଖବର ଚାରିଆଡ଼େ ପ୍ରଚାରିତ ହୋଇଯିବାରୁ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋପ ପାଉଛି ପାରମ୍ପରିକ ଚାଷ, କଳାହାଣ୍ଡି ଜିଲା ହରାଉଛି ଜୈବ ବିବିଧତା

ଭବାନୀପାଟଣା,୧୮।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ବର୍ଷ ବର୍ଷ ଧରି ଚାଲି ଆସୁଥିବା ପାରମ୍ପରିକ ଚାଷ ଓ ବିହନ କିସମ ଲୋପ ପାଇବାରେ ଲାଗିଥିବା ବେଳେ...

ମେଗାଲିଫ୍ଟରୁ ଜଳସେଚନ ନ ହେଲେ ଆନ୍ଦୋଳନ

କୋକସରା,୧୮।୧୧: (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)-ଇନ୍ଦ୍ରାବତୀ ମେଗାଲିଫ୍ଟ କେନାଲରୁ ଆସନ୍ତା ରବି ଚାଷ ପାଇଁ ଜଳସେଚନ ବନ୍ଦ ରହିବା ନେଇ ଇନ୍ଦ୍ରାବତୀ ମେଗାଲିଫ୍ଟ କୁସୁମଖୁଣ୍ଟି କାର୍ଯ୍ୟାଳୟରୁ ବିଭାଗୀୟ...

ଭିଜିଲାନ୍ସ ଜାଲରେ ଫସିଲେ ଡେପୁଟି ଜେନେରାଲ ମ୍ୟାନେଜର୍‌

ଭୁବନେଶ୍ୱର,୧୮।୧୧: ଭିଜିଲାନ୍ସ ଜାଲରେ ଓଡ଼ିଶା ପୋଲିସ ହାଉସିଂ ୱେଲଫର୍‌ କର୍ପୋରେଶନ(OPHWC) ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର୍‌ ସୁବାଷ ଚନ୍ଦ୍ର ପଣ୍ଡା। ସୋମବାର ସୁବାଷଙ୍କ ଭୁବନେଶ୍ୱର...

ସେମ୍ବକର୍ପର ସବୁଜ ଆମୋନିଆ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୧୮ା୧୧(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଙ୍ଗାପୁର ଗସ୍ତ କରି ରବିବାର ବିଭିନ୍ନ କମ୍ପାନୀର ଶୀର୍ଷ...

ପାଇପ୍‌ ଫାଟି ଡ୍ରେନରେ ମିଶୁଛି ପାନୀୟ ଜଳ

କୋକସରା,୧୮।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ସଦର ମହକୁମା କୋକସରା ଗ୍ରାମ ପଞ୍ଚାୟତ କୋକସରାରେ ପାନୀୟ ଜଳ ଯୋଗାଣ ହେଉଥିବା ପାଇପ ଅନେକ...

ଅଚ୍ୟୁତ ସାମନ୍ତଙ୍କୁ ‘ଏଫ୍‌ଆଇଭିବି ଗ୍ରାଣ୍ଡ୍‌ କ୍ରସ୍‌ ସମ୍ମାନ’

ଭୁବନେଶ୍ୱର,୧୮ା୧୧(ଅନୁରାଧା ମହାରଣା): କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଅନ୍ତର୍ଜାତୀୟ ଭଲିବଲ ଫେଡେରେଶନ (ଏଫ୍‌ଆଇଭିବି)ର ସର୍ବୋଚ୍ଚ ସମ୍ମାନ ‘ଗ୍ରାଣ୍ଡ୍‌ କ୍ରସ୍‌’ ପ୍ରଦାନ କରାଯାଇଛି।...

ଟ୍ରାଫିକ କନ୍‌ଷ୍ଟେବଲ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗ

ବାରିପଦା,୧୮।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଏମ୍‌ପିକେ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ରବିବାର ଟ୍ରାଫିକ କନ୍‌ଷ୍ଟେବଲ-୨୦୨୪ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା...

ପ୍ରଥମ ଲଙ୍ଗ୍‌ ରେଞ୍ଜ ହାଇପରସୋନିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର,୧୮ା୧୧(ବାଞ୍ଛାନିଧି ଦେ): ଭାରତକୁ ମିଳିଛି ଐତିହାସିକ ସଫଳତା। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆର୍‌ଡିଓ) ପକ୍ଷରୁ ଦେଶର ପ୍ରଥମ ଲଙ୍ଗ୍‌ ରେଞ୍ଜ ହାଇପରସୋନିକ କ୍ଷେପଣାସ୍ତ୍ରର...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri