ବସ୍‌କୁ ପିଟିଲା ଲୁହାପଥର ବୋଝେଇ ଟ୍ରକ

କେନ୍ଦୁଝର,୧୫।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବଡ଼ବିଲରୁ ଭୁବନେଶ୍ୱର ଆସିଥିବା ଏକ ଘରୋଇ ବସ୍‌ ଘଟଗାଁ ଥାନା ପିପିଳିଆ ଗ୍ରାମ ନିକଟ ୨୦ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା ଗ୍ରସ୍ତ ହୋଇଛି।

ମଳିଥିବା ସୂଚନା ବୁତାବକ, ବସ୍‌ଟି ରାସ୍ତାରେ ଅଟକି ରହିଥିଲା। ସେତିକିବେଳେ ଯାତ୍ରୀମାନେ ଓହ୍ଲାଇ ପରିସ୍ରା ପାଇଁ ବାହାରକୁ ଯାଇଥିଲେ। ସେତିକିବେଳେ ପଛ ପଟୁ ଆସୁଥିବା ଏକ ଲୁହାପଥର ବୋଝେଇ ଟ୍ରକ ଭାରସାମ୍ୟ ହରାଇ ବସ୍‌କୁ ଧକ୍କା ଦେଇଥିଲା। ଫଳରେ ବସ୍‌ଟି ରାସ୍ତା କଡ଼କୁ ଓଲଟି ପଟିଥିଲା।

ଫଳରେ ଟ୍ରକ ଡ୍ରାଇଭରଙ୍କ ସମେତ ବସ୍‌ରେ ଥିବା ପ୍ରାୟ ୧୦ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୩ଜଣ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ଅଛନ୍ତି। ଅନ୍ୟମାନେ ଘଟଗାଁ ଓ କେନ୍ଦୁଝର ମେଡ଼ିକାଲରୁ ପ୍ରାଥମିକ ଚିକିତ୍ସା ପରେ ଘରକୁ ଫେରିଥିବା ଜଣାପଡ଼ିଛି। ଘଟଗାଁ ଥାନା ପୋଲିସ ବସ୍‌ ଏବଂ ଟ୍ରକ୍‌କୁ ଜବତ କରି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

NCC କ୍ୟାମ୍ପରେ ଛାତ୍ରୀଛାତ୍ରଙ୍କୁ ନମାଜ ପଢିବାକୁ ବାଧ୍ୟ କରିବା ଅଭିଯୋଗ, ୭ ଶିକ୍ଷକଙ୍କ ବିରୁଦ୍ଧରେ ମାମଲା

ଛତିଶଗଡ଼,୨୭ା୪: ବିଲାସପୁର ଜିଲାରେ ଗୁରୁ ଘାସୀଦାସ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର କେତେକ ଛାତ୍ରଛାତ୍ରୀଙ୍କୁ NCC ଶିବିର ସମୟରେ ନମାଜ ପଢିବାକୁ ବାଧ୍ୟ କରାଯାଇଥିବା ଅଭିଯୋଗରେ ଶନିବାର ୭...

କଳାମାଟିଆ ଗ୍ରାମରେ ଅଗ୍ନିକାଣ୍ଡ: ସବୁ ଜଳିଗଲା

ବରୀ,୨୭।୪(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ତହସିଲ ଅଧୀନସ୍ଥ କଳାମାଟିଆ ପଂଚାୟତ କଳାମାଟିଆ ଗ୍ରାମରେ ଅଗ୍ନିକାଣ୍ଡ ଘଟଛି। ଏଥିରେ ଗୋଟିଏ ପରିବାରର ତିନି ଜଣଙ୍କର ତିନି...

ଭାରତ ପାଇଁ ଅଛି ୧୩୦ଟି ପରମାଣୁ ବୋମା, ଧମକ ଦେଲେ ପାକିସ୍ତାନ ମନ୍ତ୍ରୀ

ନୂଆଦିଲ୍ଲୀ,୨୭ା୪: ପହଲଗାମ ଆକ୍ରମଣ ପରେ ବଢୁଥିବା ଉତ୍ତେଜନା ମଧ୍ୟରେ ପାକିସ୍ତାନ ମନ୍ତ୍ରୀ ହାନିଫ ଅବ୍ବାସୀ ଭାରତକୁ ପରମାଣୁ ପ୍ରତିଶୋଧର ଖୋଲା ଧମକ ଦେଇଛନ୍ତି, ଚେତାବନୀ ଦେଇଛନ୍ତି...

୪ ବର୍ଷର ଶିଶୁ କନ୍ୟାଙ୍କୁ  ଚକଲେଟ ଓ ଚିପ୍ସ ଦେଇ  ନିର୍ମାଣାଧୀନ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବଳାତ୍କାର କରି ହତ୍ୟା କରିଥିଲେ ମାମୁ:  ବାନ୍ଧିଲା ପୋଲିସ 

ଦିଗପହଣ୍ଡି, ଛତ୍ରପୁର,୨୭।୪(ଅଶେଷ ନାଥ ମିଶ୍ର/ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ଲଜ୍ଜ୍ୟାଜନକ ହୃଦୟବିଦାରକ ଘଟଣା ଘଟିଛି। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା...

ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ, ୩ ଗୋରୁ ମୃତ

ଧୂଷୁରୀ, ୨୭।୪( ଦୀପ୍ତି ରଞ୍ଜନ ନାୟକ ): ଭଦ୍ରକ ଜିଲାର ଧୂଷୁରୀ ଥାନା ଅଧୀନ ଅସୁରାଳିଠାରେ ଶନିବାର ଭୋର ୪ଟାରେ ଗୋରୁ ବୋଝେଇ ଏକ ପିକ୍‌ଅପ୍‌...

ଢ଼ାବାରେ ପୋଲିସ ଚଢ଼ାଉ: ଜଣେ ଗିରଫ

ଧର୍ମଗଡ,୨୬।୪(ଘାସିରାମ ଜଗତ): ବେଆଇନ ମଦ କାରବାର ଉପରେ ଅଙ୍କୁଶ ଲଗାଇବା ଲାଗି ଧର୍ମଗଡ ଥାନାରେ ନୂତନ ଭାବେ ଯୋଗ ଦେଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର...

ଏଇ ଭାରତରେ

କାଗଜ ପାଇଁ ବହୁସଂଖ୍ୟାରେ ଗଛ ଓ ବାଉଁଶ କଟାଯାଉଛି, ଯାହା ପରିବେଶ ପାଇଁ କ୍ଷତିକାରକ। ତେବେ ଏହାର ସମାଧାନ ବାଟ ପାଇଛନ୍ତି ରୂପଙ୍କର ଭଟ୍ଟାଚାର୍ଯ୍ୟ ଏବଂ...

ନିକୃଷ୍ଟ ବିଚାର

ଆମେରିକା କହୁଛି ବାଣିଜ୍ୟରେ ବିଶ୍ୱ ତାହାକୁ ଲୁଟିଛି ଏବଂ କ୍ଷତିପୂରଣ ଚାହେଁ। ଦେଖିବାକୁ ଗଲେ ଏହି ଲୁଣ୍ଠନ ନିଜେ ଆମେରିକା ଦ୍ୱାରା ହୋଇଛି କାରଣ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image