କେନ୍ଦୁଝରରେ ଜଳିଗଲା ମାଲବୁହା ଟ୍ରକ୍‌

କେନ୍ଦୁଝର, ୩୧।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ନରଣପୁର-ଡୁବୁରୀ ରାସ୍ତା ପିଟାପିଟି ଗ୍ରାମ ଭାଇଭାଇ ଢାବା ନିକଟରେ ଶନିବାର ସକାଳେ ଏକ ୧୨ ଚକିଆ ମାଲବୁହା ଟ୍ରକ୍‌ (ନଂ. ଓଆର୍‌ ୦୯ଏନ୍‌ ୬୨୩୧) ରେ ହଠାତ୍‌ ନିଆଁ ଲାଗି ଜଳିଳିଯାଇଛି। ଖବର ପାଇ ହରିଚନ୍ଦନପୁର ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ଦୀର୍ଘ ୧ଘଣ୍ଟା ପରେ ନିଆଁକୁ ଆୟତ୍ତ କରିଥିଲେ। ଗାଡ଼ିର ଡ୍ରାଇଭର ଓ ହେଲପର ସୁରକ୍ଷିତ ଥିବା ଜଣାପଡିଛି। ତେବେ ସର୍ଟ ସର୍କିଟ ଯୋଗୁ ଏହି ଅଘଟଣ ଘଟିଥିବା ଅନୁମାନ କରାଯାଉଛି । ଗାଡିଟି ଆଇରନ ମାଲ ଲୋଡିଂ ପାଇଁ ଯୋଡ଼ାକୁ ଯାଉଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବଗୋଷ୍ଠୀ ଏକତ୍ରିତ ହେଲେ ଅଞ୍ଚଳର ପରିବର୍ତ୍ତନ ଆସେ

ଜୁନାଗଡ଼,୧୪।୧(ସୁନୀଲ କୁମାର ସିଂହ):କଳାହାଣ୍ଡିର ଲୋକକଳା,ଲୋକସଂସ୍କୃତି, ପରମ୍ପରା ଓ ମନୋରଞ୍ଜନର ଏକ ଅନନ୍ୟ ସଙ୍ଗମ ‘ଚିଙ୍ଗୁଡିସର ଲୋକମହୋତ୍ସବ’ ମହାସମାରୋହରେ ଉଦଘାଟିତ ହୋଇଯାଇଛି। ସ୍ଥାନୀୟ ବିବେକାନନ୍ଦ ୟୁଥ କ୍ଲବର...

ଏହି ୩ ଜିଲାରେ ହେବ ଘନ କୁହୁଡ଼ି: ୟେଲୋ ଓ୍ବାର୍ନିଂ ସତର୍କ

ଭୁବନେଶ୍ୱର,୧୩ା୧(ଅନୁରାଧା ମହାରଣା): ରାଜ୍ୟରେ ଶୀତ ଲହରି ଜାରି ରହିଛି। ରବିବାର ସର୍ବାଧିକ ତାପମାତ୍ରା ୩୧.୦ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଥିବାବେଳେ ସର୍ବନିମ୍ନ ତାପମାତ୍ରା ୧୦.୦ ଡିଗ୍ରୀ...

ଆଜି ପବିତ୍ର ମକର ସଂକ୍ରାନ୍ତି: ଉତ୍ତରାୟଣରେ ଗତି କରିବେ ସୂର୍ଯ୍ୟଦେବ

ଭୁବନେଶ୍ୱର,୧୪ା୧: ଆଜି ହେଉଛି ପବିତ୍ର କୃଷି ଭିତ୍ତିକ ପର୍ବ ମକର ସଂକ୍ରାନ୍ତି। ଏହି ଅବସରରେ କୃଷକମାନେ ଉତ୍ପାଦିତ ନୂଆ ଧାନକୁ ଭବିଷ୍ୟତ ପାଇଁ ସୁରକ୍ଷିତ ରଖିବା...

ଭଦ୍ରକ ଜିଲା ଭାଜପା ସଭାପତି ପଦ ପାଇଁ ଛକାପଞ୍ଝା

ଭଦ୍ରକ,୧୪।୧(ସନାତନ ରାଉତ): ଓଡ଼ିଶାରେ ଭାଜପା ଏକାକୀ ପ୍ରଥମଥର ପାଇଁ ସରକାର ଗଠନ କରିବା ପରେ ଏବେ ସାଙ୍ଗଠନିକ ପଦପଦବୀ ଚୟନ ଚାଲିଛି। ଭଦ୍ରକ ଜିଲାରେ ସଭାପତି...

ଅର୍ଚ୍ଚନାଙ୍କ ପରେ ହଂସିତା 

ଭୁବନେଶ୍ୱର,୧୪।୧(ଜିତେନ୍ଦ୍ର କୁମାର ନାୟକ): ଦୁଇ ବର୍ଷ ତଳେ ଅର୍ଚ୍ଚନା ନାଗଙ୍କ କାରନାମା ନେଇ ରାଜ୍ୟ ହୁଲ୍‌ସ୍ଥୂଲ୍‌ ହୋଇଥିଲା। କଳାହାଣ୍ଡିରୁ ଆସିଥିବା ଅର୍ଚ୍ଚନା ୨୦୧୫ରେ ଭୁବନେଶ୍ୱର ଆସି...

ସୁନାବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ,୧୪ା୧(ଅଜିତ୍‌ କୁମାର ମହାନ୍ତି): ପବିତ୍ର ପୌଷ ପୂର୍ଣ୍ଣମୀ ଅବସରରେ ସୋମବାର ଶ୍ରୀମନ୍ଦିରରେ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରତ୍ନସିଂହାସନରେ ଶ୍ରୀବିଗ୍ରହମାନେ ରାଜରାଜେଶ୍ୱର ବା...

ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୧: ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡ଼ିଶାବାସୀଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି। ଜଗନ୍ନାଥ ସଂସ୍କୃତିରେ ମକର ସଂକ୍ରାନ୍ତିର...

ମାସକୁ ମିଳିବ ୨୦ ହଜାର

ଭୁବନେଶ୍ୱର,୧୪ା୧(ଅନିଲ ଦାସ): ଦେଶର ଜରୁରିକାଳୀନ ପରିସ୍ଥିତିରେ ମେଣ୍ଟେନାନ୍ସ ଅଫ ଇଣ୍ଟରନାଲ ସିକ୍ୟୁରିଟି ଆକ୍ଟ (ମିସା), ଡିଫେନ୍ସ ଅଫ ଇଣ୍ଡିଆନ (ଡିଆଇଆର) ଏବଂ ଡିଆଇଏସଆଇଆର ଆଇନରେ ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri