Posted inଫୁରସତ

ଲାଇଭ୍‌ ରିପୋର୍ଟିଂବେଳେ ଜଣେ ବ୍ୟକ୍ତିଙ୍କୁ ଶକ୍ତ ଚାପୁଡା ଦେଲେ ମହିଳା ରିପୋର୍ଟର ଭିଡିଓ ହେଉଛି ଭାଇରାଲ୍‌

ପାକିସ୍ତାନରେ ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଠାରେ ଜଣେ ମହିଳା ରିପୋର୍ଟର ଲାଇଭ୍‌ ରିପୋର୍ଟିଂବେଳେ ଜଣେ ବ୍ୟକ୍ତି ଶକ୍ତ ଚାପୁଡା ଦେଇଛନ୍ତି।
ଜଣେ ମହିଳା ରିପୋର୍ଟର ପାଖରେ ଠିଆ ହୋଇଥିବା ଲୋକଙ୍କ ଭିଡ଼ ମଧ୍ୟରେ ପ୍ରଶ୍ନ ପଚାରିବା ପରେ ଜଣେ ବ୍ୟକ୍ତିଙ୍କ ଉତ୍ତର ଶୁଣୁଛନ୍ତି। ବ୍ୟକ୍ତି ଜଣକ ତାଙ୍କ ଉତ୍ତର ଦେଉଥିବାବେଳେ ତାଙ୍କ ବାମରୁ ଜଣେ ବ୍ୟକ୍ତି ତାଙ୍କ ଚେହେରା ଦେଖିବା ପାଇଁ କ୍ୟାମେରା ଫ୍ରେମ ଭିତରକୁ ପ୍ରବେଶ କରନ୍ତ। ଏହି ସମୟରେ ରିପୋର୍ଟର ସମ୍ପୃକ୍ତ ବ୍ୟକ୍ତିଙ୍କୁ ଚାପୁଡ଼ା ମାରିଥିଲେ। ଏହି ଭିଡିଓ ସୋସିଆଲ ମିଡିଆରେ ବହୁତ ଭାଇରାଲ ହେବାରେ ଲାଗିଛୀ।
ଏହା ପ୍ରଥମ ଭାଇରାଲ ଭିଡିଓ ନୁହେଁ, ଯେଉଁଥିରେ ଜଣେ ପାକିସ୍ତାନୀ ସାମ୍ବାଦିକ କାହା ଉପରେ ହାତ ଉଠାଉଛନ୍ତି। ଗତ କିଛି ବର୍ଷ ମଧ୍ୟରେ ଏପରି ଅନେକ ଭିଡିଓ ଆସିଛି, ଏଥିରେ ସାମ୍ବାଦିକମାନେ ପାଖରେ ଠିଆ ହୋଇଥିବା ଲୋକଙ୍କୁ ଚାପୁଡ଼ା ମାରୁଛନ୍ତି। ବହୁ ବର୍ଷ ପୂର୍ବେ ଏହିପରି ଜଣେ ସାମ୍ବାଦିକଙ୍କ ଭିଡିଓ ଭାଇରାଲ ହୋଇଥିଲା। ଏଥିରେ ଚାନ୍ଦ ନବାବ ନାମକ ଜଣେ ସାମ୍ବାଦିକ ରେଳ ଷ୍ଟେଶନରେ ରିପୋର୍ଟ କରୁଥିଲେ। ଏବଂ ସେଠାରେ ବୁଲୁଥିବା ଲୋକମାନେ ବାରମ୍ବାର ତାଙ୍କ ରିପୋର୍ଟିଂରେ ବାଧା ସୃଷ୍ଟି କରୁଥିଲେ। ଏହି ଦୃଶ୍ୟ ସଲମାନ ଖାନଙ୍କ ଫିଲ୍ମ ବଜରଙ୍ଗୀ ଭାଇଜାନରେ ମଧ୍ୟ ବ୍ୟବହୃତ ହୋଇଛି।

 

View this post on Instagram

 

A post shared by Hasmukh keeda (@hasmukhkeeda)


Enter your email to get our daily news in your inbox.

All Right Reserved By Dharitri.Com

Online Fuel Order: ଅଧାରାସ୍ତାରେ ଗାଡିରୁ ତେଲ ସରିଗଲେ ନୋ ଟେନଶନ, ଯେକୌଣସି ସ୍ଥାନରୁ ବି ଅର୍ଡର କରିପାରିବେ ପେଟ୍ରୋଲ

ଯାତ୍ରା ସମୟରେ ଅଧା ରାସ୍ତାରେ ଗାଡରୁ ତେଲ ସରିଗଲେ ଟେନଶନ ବଢିଯାଏ।ବେଶୀ ଅସୁବିଧା ହୁଏ ଯେତେବେଳେ ପାଖରେ କୌଣସି ପେଟ୍ରୋଲ ପମ୍ପ ନ ଥାଏ। ବାଇକ୍‌...

Uber-Rapido: ନିଜ ବାଇକ୍‌ ଲଗାଇ ମାସକୁ ୩୦ହଜାର ରୋଜଗାର କରନ୍ତୁ, ଜାଣନ୍ତୁ କ’ଣ ରହିଛି ପ୍ରକ୍ରିୟା

କିଛି ଚାକିରି ଖୋଜୁଛନ୍ତି କି? କ’ଣ ଆପଣଙ୍କ ପାଖରେ ବାଇକ୍‌ ଅଛି? ତେବେ ନୋ ଟେନଶନ। ବର୍ତ୍ତମାନ ଆପଣ ଏଇ ବାଇକ୍‌ ଦ୍ୱାରା କରିପାରିବେ ମାସକୁ...

ଆଖିରେ କପଡ଼ା ବାନ୍ଧି ସ୍ପିଡ୍‌ ଟାଇପିଂ

ଭୋପାଳ: ଭାରତରେ ପିଲା ହୁଅନ୍ତୁ ଅବା ଯୁବକ, ସମସ୍ତଙ୍କଠାରେ କିଛି ନା କିଛି ପ୍ରତିଭା ରହିଥାଏ। ମଧ୍ୟପ୍ରଦେଶର ରେୱା ଜିଲା ନିବାସୀ ବିକାଶ ତ୍ରିପାଠୀ(୩୦)ଙ୍କର ଏପରି ଏକ...

କେମିତି ହୋଇଥିଲା ସାଣ୍ଟା କ୍ଲଜଙ୍କର ମୃତ୍ୟୁ? ଏହିଠି ପୋତାଯାଇଛି ସମାଧୀ, ଜାଣନ୍ତୁ ତାଙ୍କ ମୃତ୍ୟୁ ରହସ୍ୟ

ନୂଆଦିଲ୍ଲୀ,୨୪।୧୨: ଡିସେମ୍ବର ୨୫ ଅର୍ଥାତ୍‌ ଆସନ୍ତାକାଲି ସାରା ଭାରତରେ ଧୁମଧାମରେ ଖ୍ରୀଷ୍ଟମାସ ପାଳନ କରାଯିବ। କେବଳ ଖ୍ରୀଷ୍ଟିଆନ ଧର୍ମର ଲୋକ ନୁହଁନ୍ତି, ବିଶ୍ୱର ଅନ୍ୟ ଧର୍ମର...

କୋଣାର୍କଠାରେ ନିର୍ମିତ ହୋଇଥିଲା ମହାଶ୍ରମଙ୍କ ବିଜୟୀ-ବିଗ୍ରହ

ଆମେ ଗତସଂଖ୍ୟାରେ ସୂଚନା ଦେଇଥିଲୁ ୧୨୫୫ ମସିହାରେ ପଗଡ଼ି ସଦୃଶ ବାରଟି ମୁକୁଟ ଲାଙ୍ଗୁଳା ନରସିଂହଙ୍କ ଆଦେଶରେ ଶ୍ରୀପୁରୁଷୋତ୍ତମ କୋଷାଗାରକୁ ଅର୍ଥାତ୍‌ ଶ୍ରୀମନ୍ଦିର ଭଣ୍ଡାରକୁ ପଠାଯାଇଥିଲା।...

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ...

ଲୋକଙ୍କ ଭାବନା ଜାଣିପାରିବ ରୋବୋ

ଟୋକିଓ, ୨୩।୧୨: ଭବିଷ୍ୟତରେ ରୋବୋମାନେ କେବଳ ମଣିଷର ଚର୍ମକୁ ସ୍ପର୍ଶ କରି ସେମାନଙ୍କ ଭାବାବେଗ ଜାଣିବାକୁ ସକ୍ଷମ ହେବେ। ‘ଆଇଇଇଇ ଆକ୍ସେସ୍‌’ ଜର୍ନାଲରେ ଏନେଇ ଏକ...

୨୧ ହଜାର ଟଙ୍କାରେ ବିକ୍ରି ହେଲା ଅଣ୍ଡା

ଲଣ୍ଡନ: ସାଧାରଣତଃ ଭାରତରେ ଗୋଟିଏ ଅଣ୍ଡା ୮ରୁ ୧୨ ଟଙ୍କା ମଧ୍ୟରେ ବିକ୍ରି ହୋଇଥାଏ। ତେବେ ନିକଟରେ ବ୍ରିଟେନ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୋଟିଏ ଅଣ୍ଡା ୨୦୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri