ବିନା ମାସ୍କରେ ବିମାନରେ ଯାତ୍ରା କରୁଥିଲେ ମହିଳା, ଆଉ ତା’ପରେ

କରୋନା ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ସମଗ୍ର ବିଶ୍ୱରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏଥିସହ ସାମାଜିକ ଦୂରତ୍ୱ ଏବଂ ମାସ୍କ ବ୍ୟବହାରକୁ ଗୁରୁତ୍ୱ ଦିଆଯାଉଛି। ମାତ୍ର ମାସ୍କ ନ ପିନ୍ଧି ବିମାନରେ ଯାତ୍ରା କରିବା ଜଣେ ମହିଳାଙ୍କୁ ଭାରି ପଡ଼ିଛି। ମହିଳାଜଣଙ୍କ ମାସ୍କ ନ ପିନ୍ଧି ଆମେରିକାରେ ଏୟାରଲାଇନ୍ସରେ ଚଢ଼ିଥିଲେ। ଫଳରେ କ୍ରୁ ମେମ୍ବରମାନେ ତାଙ୍କୁ ବିମାନରୁ ଉହ୍ଲାଇଯିବାକୁ କହିଥିଲେ। ପରେ ମହିଳାଜଣଙ୍କ କିଛି ନ କହି ନିଜ ଲଗେଜ୍‌ ଧରି ବିମାନରୁ ଓହ୍ଲାଇ ଯାଇଥିଲେ। ସେ ଯିବାବେଳେ ବିମାନରେ ଥିବା ସମସ୍ତ ଯାତ୍ରୀ କରତାଳି ଦେଇଥିଲେ। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ପାଳନ କରାଯାଏ ବିଶ୍ୱ ହିନ୍ଦୀ ଦିବସ, ଜାଣନ୍ତୁ ଏହା ପଛର କଥା…

ପ୍ରତିବର୍ଷ ୧୦ ଜାନୁଆରୀକୁ ସାରା ବିଶ୍ୱରେ ‘ବିଶ୍ୱ ହିନ୍ଦୀ ଦିବସ’ ଭାବରେ ପାଳନ କରାଯାଏ। କେବଳ ଭାରତ ନୁହେଁ ବରଂ ଅନେକ ଦେଶ ଏହି ଉତ୍ସବରେ...

୧୯ ବର୍ଷ ପରେ ଅଦ୍ଭୁତ ସଂଯୋଗ: ମକର ସଂକ୍ରାନ୍ତିରେ କରନ୍ତୁ ଏହି କାମ, ସୂର୍ଯ୍ୟ- ଶନିଦେବ ହେବେ ଅତ୍ୟନ୍ତ ଖୁସି

ହିନ୍ଦୁଧର୍ମରେ ମକର ସଂକ୍ରାନ୍ତି ପର୍ବର ବିଶେଷ ମହତ୍ତ୍ୱ ରହିଛି। ସୂର୍ଯ୍ୟ ଯେତେବେଳେ ଧନୁ ରାଶି ଛାଡ଼ି ମକର ରାଶିରେ ପ୍ରବେଶ କରନ୍ତି, ସେତେବେଳେ ମକର ସଂକ୍ରାନ୍ତି...

ଏଠାରେ ଝିଅଙ୍କୁ ବିବାହ କରନ୍ତି ବାପା, ଏହି ଦେଶରେ ରହିଛି ଅଜବ ଆଇନ

ବିଶ୍ୱର ବିଭିନ୍ନ ଦେଶରେ ବିଭିନ୍ନ ପ୍ରକାରର ଆଇନ ଅଛି। ପ୍ରାୟ ପ୍ରତ୍ୟେକ ବିଷୟ ପାଇଁ ଦେଶଗୁଡ଼ିକରେ ଆଇନ ତିଆରି ହୋଇଛି। ଯେମିତି ବି ଆଇନ ହେଉ,...

ଏହି ମୁସଲମାନ ଦେଶରେ ମିଳିଲା ଏଲିଏନଙ୍କ ଚିହ୍ନ! ଚମକାଇ ଦେଲା ୮୦୦୦ ବର୍ଷ ପୁରୁଣା ଖପୁରୀ

କୁଏତ ସିଟି,୯।୧: କୁଏତର ସୁବିଆ ଅଞ୍ଚଳରେ ଖନନ ସମୟରେ, ଏକ ଅନନ୍ୟ ଏବଂ ରହସ୍ୟମୟ ମାଟି ମୁଣ୍ଡ ମୂର୍ତ୍ତି ମିଳିଛି, ଯାହା ପ୍ରାୟ ୮୦୦୦ବର୍ଷ ପୁରୁଣା...

ପିଲା ପାଇଁ କ୍ଷୀର ନେବାକୁ ଓହ୍ଲାଇଥିବା ବେଳେ ଛାଡ଼ିଦେଲା ଟ୍ରେନ୍‌, ପଛରେ ଦୌଡ଼ିବାକୁ ଲାଗିଲେ ମା’…ଭାବବିହ୍ବଳ କରୁଛି Video

କଥାରେ ଅଛି ଭଗବାନ ସବୁ ସ୍ଥାନରେ ଉପସ୍ଥିତ ରହିପାରିବେ ନାହିଁ, ଏଣୁ ସେ ମା’ର ସୃଷ୍ଟି କରିଛନ୍ତି। ମା’ ଥିଲେ ପିଲା ଉପରେ କୌଣସି ବିପଦ...

ବିନା କିଛି ଗ୍ୟାରେଣ୍ଟିରେ ଆଧାରକାର୍ଡ ମାଧ୍ୟମରେ କରିପାରିବେ ଋଣ, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୮।୧: ଆଧାରକାର୍ଡ ମାଧ୍ୟମରେ ଋଣ ପାଇପାରିବେ। ଯଦି ଆପଣ ଏହାକୁ ବିଶ୍ୱାସ କରୁନାହାଁନ୍ତି, ତେବେ ଆମେ ଆପଣଙ୍କୁ କହୁଛୁ କି ଏହା ସମ୍ପୂର୍ଣ୍ଣ ସତ ଅଟେ।...

୫୬ ଲକ୍ଷରେ ନିଲାମ ହେଲା ଭାରତର ଐତିହାସିକ ‘ହଜ୍‌ ନୋଟ୍‌’

ଲଣ୍ଡନ: ନିକଟରେ ଲଣ୍ଡନରେ ଆୟୋଜିତ ଏକ ନିଲାମ ସମାରୋହରେ ଭାରତର ଐତିହାସିକ ‘ହଜ୍‌ ନୋଟ’ ୫୬,୪୯,୬୫୦ ଟଙ୍କାରେ ବିକ୍ରି ହୋଇଛି। ୧୯୫୦ ଦଶକରେ ଭାରତୀୟ ରିଜର୍ଭ...

ନେପାଳ ଭୂକମ୍ପ: ସତ ହେଲା ଭବିଷ୍ୟବାଣୀ, ୨୦୨୫ରେ ଆଗକୁ ମାଡିଆସୁଛି ଆହୁରି…

ନୂଆଦିଲ୍ଲୀ,୭।୧: ନେପାଳର ସୀମା ନିକଟ ତିବ୍ଦତର ଶିଗାଟେରେ ଆଜି ସକାଳୁ ସକାଳୁ ବଡ଼ ଧରଣୀ ଭୂକମ୍ପ ହୋଇଛି। ଯାହାକୁ ନେଇ ଆଖପାଖ ଅନେକ ଦେଶମାନେ ଭୟଭୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri