ଚାଲି ଚାଲି ଯାଉଥିଲେ, ଯୁବକଙ୍କୁ ପିଟି ଦେଇ ଚାଲିଗଲା ଅଜଣା ଗାଡ଼ି

ବସ୍ତା,୧୭।୧୧(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅର୍ନ୍ତଗତ ୬୦ ନଂ ଜାତୀୟ ରାଜପଥର ଇନ୍ଦିରା ଛକ ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅମର୍ଦ୍ଦା ରୋଡ ଅଞ୍ଚଳର କାହ୍ନୁ ପ୍ରଧାନ।
ମିଳିଥିବା

ସୂଚନା ଅନୁସାରେ, ଶନିବାର ବିଳମ୍ବିତ ରାତିରେ କାହ୍ନୁ ୬୦ ନଂ ରାଜପଥର ଇନ୍ଦିରା ଛକ ନିକଟ ରେ ଚାଲି ଚାଲି ଯାଉଥିବା ସମୟରେ ପଛ ପଟରୁ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇ ଚାଲିଯାଇଥିଲା। ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିବା ବେଳେ। ରାଜପଥ ପେଟ୍ରୋଲିଂ ଗାଡ଼ି ସହ ବସ୍ତା ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ଅଧିକ ବ୍ୟବଚ୍ଛେଦ ପାଇଁ ପଠାଇଛି। ସେହିଭଳି ଦୁର୍ଘଟଣା ଘଟାଇଥିବା ଗାଡ଼ିକୁ ଖୋଜିବାକୁ ତଦନ୍ତ ଜାରି ରଖିଥିବା ଜଣାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୮ ଇଭେଣ୍ଟରେ ପାରଦର୍ଶିତା ଦେଖାଇଲେ ଛାତ୍ରୀଛାତ୍ର

ଥୁଆମୂଳ ରାମପୁର,୧୯।୧୨-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ଦୁଇଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡୋତ୍ସବ ଉଦ୍‌ଯାପିତ...

ମେଘୁଆ ପାଗକୁ ଦେଖି ଚିନ୍ତାରେ ଚାଷୀ

ଗଞ୍ଜାମ,୧୯।୧୨(ବିଦ୍ୟାଧର ସାହୁ):ଗତ ଦୁଇଦିନ ହେଲା ପାଗ ମେଘୁଆ ରହିଛି। ଯାହାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ସ୍ଥାନୀୟ ଅଞ୍ଚଳର ଚାଷୀ l ଗଞ୍ଜାମ ବ୍ଲକ ଅଞ୍ଚଳରେ...

ହଷ୍ଟେଲରେ ଝୁଲିପଡ଼ିଲେ ଛାତ୍ରୀ: ପୋଲିସ କରୁଛି ଛାନଭିନ୍‌

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମାଁ ମାଣିକେଶ୍ୱରି ବିଶ୍ୱବିଦ୍ୟାଳୟର ଇନ୍ଦ୍ରାବତୀ ଛାତ୍ରୀ ନିବାସ (ହଷ୍ଟେଲ)ଭିତରୁ ଗୁରୁବାର ସକାଳରେ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ...

ଟ୍ରକ ଅଟକାଇ ଟଙ୍କା ମାଗୁଥିଲେ ଦୁର୍ବୁତ୍ତ: ଟଙ୍କା ନ ଦେବାରୁ ଗୋଡାଇ ଗୋଡାଇ ହାଣିଲେ

ଭଦ୍ରକ, ୧୯।୧୨(ସନାତନ ରାଉତ)- ଭଦ୍ରକ ନୂଆ ବସ ଷ୍ଟାଣ୍ଡ ପୋଲ ତଳେ ବୁଧବାର ବିଳମ୍ବିତ ରାତିରେ ଟ୍ରକ ଡ୍ରାଇଭର ସମେତ ୩ ଜଣକୁ ଆକ୍ରମଣ ହୋଇଛି...

ଏନ୍‌ଆଇଏନ୍‌ଏଲ୍‌ର ଜନଶୁଣାଣିକୁ ସମର୍ଥନ

ଯାଜପୁର,୧୯ା୧୨(ହର୍ଷବର୍ଦ୍ଧନ ବେହେରା) :କଳିଙ୍ଗନଗର ନୀଳାଚଳ ଇସ୍ପାତ ନିଗମ ଲିଃ (ଏନ୍‌ଆଇଏନ୍‌ଏଲ୍‌)ର ଆସନ୍ତା ୨୦ ତାରିଖ ଶୁକ୍ରବାର ହେବାକୁ ଥିବା ଜନଶୁଣାଣୀକୁ ବିସ୍ଥାପିତ ପରିବାର ଉନ୍ନୟନ ପରିଷଦ...

ସ୍ପଷ୍ଟ ଦିବାଲୋକରେ କାର କାଚ ଭାଙ୍ଗି ହଜାର ହଜାର ଟଙ୍କା ଲୁଟ୍‌

ଦେବଗଡ,୧୯।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ପୌରାଞ୍ଚଳର ଜନଗହଳି ପୂର୍ଣ୍ଣ ଶ୍ରୀ ଅରବିନ୍ଦ ସ୍କୁଲ ଛକରୁ ସ୍ପଷ୍ଟ ଦିବାଲୋକରେ ଏକ କାରର କାଚ ଭାଙ୍ଗି ୭୮ ହଜାର...

ଘୁମୁରା ଉତ୍ସବ ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି: ଏଥର ହେବ ଆକର୍ଷଣୀୟ

ଥୁଆମୂଳ ରାମପୁର,୧୯ା୧୨ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲ୍ଲାର ଲୁପ୍ତ ପାଇଯାଉଥିବା କଳା, ସଂସ୍କୃତି, ଐତିହ୍ୟ, ପରମ୍ପରାରର କୁ ବଞ୍ଚାଇ ରଖିବା ଉଦ୍ଦେଶ୍ୟରେ ହୁଏ ଏହି କଳାହାଣ୍ଡି...

ଜାନୁଆରୀ ୬ରେ ରାଜରାସ୍ତାକୁ ଓହ୍ଳାଇବ ବିଜେଡି

ଭୁବନେଶ୍ୱର,୧୯ା୧୨(ଅନିଲ ଦାସ): ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ଜନସାଧାରଣଙ୍କୁ ଅତିଷ୍ଠ କଲାଣି। ଦର ବୃଦ୍ଧି ବିରୋଧରେ ଆସନ୍ତା ଜାନୁଆରୀ ୬ରେ ସଚିବାଳୟ ସମ୍ମୁଖରେ ବିଜେଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri