ଶ୍ୱଶୁର ଘରକୁ ଆସି ଗାଧୋଇ ଯାଇଥିଲେ: କେନାଲରେ ଭାସି ପାଇପ୍‌ରେ ଫସିଲେ

କଣ୍ଟାବାଞ୍ଜି/ମୁରିବାହାଲ,୩୦।୧୦: ବଳାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଅଧୀନ ଅଏଁଲଭଟ୍ଟା ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁର ଘର ଗାଁକୁ ଜ୍ୱାଇଁ ଆସି ସ୍ଥାନୀୟ କେନାଲକୁ ଗାଧୋଇବା ପାଇଁ ଯାଇଥିଲେ। ଗାଧୋଇବା ବେଳେ କୌଣସି କାରଣ ବଶତଃ ସେ କେନାଲରେ ଭାସିଯାଇ ପାଇପ୍‌ରେ ଫସି ଯାଇଛନ୍ତି।

ଅନ୍ୟପକ୍ଷେ ଜେସିବି ସାହାଯ୍ୟରେ ମାଟି ଖୋଳି ଯୁବକଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି। ଏପରିକି ଘଟଣାସ୍ଥଳରେ ମୁରିବାହାଲ ଥାନା ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟର ତଦାରଖ କରିଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ପୁଣି ଜଣେ ଫରେଷ୍ଟରଙ୍କ ସନ୍ଦେହ ଜନକ ମୃତ୍ୟୁ

ଭବାନୀପାଟଣା/ଥୁଆମୂଳ ରାମପୁର,୩୦।୯(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ କଲମପୁର ସେକ୍ସନର ଫରେଷ୍ଟର ପ୍ରକାଶ ମିଶ୍ର (୪୮)ଙ୍କ ସୋମବାର ଅପରାହ୍ନରେ ସନ୍ଦେହ...

ବ୍ୟାଙ୍କ ଲୁଟ୍‌ ଉଦ୍ୟମ: ସିସିଟିଭି ଫୁଟେଜକୁ ନେଇ ତଦନ୍ତ…

ହିଞ୍ଜିଳିକାଟୁ,୩୦।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ସାହେବ କମ୍ପ୍ଲେକ୍ସରେ ଅବସ୍ଥିତ ୟୁନିଅନ୍‌ ବ୍ୟାଙ୍କ ଶାଖା-୨ରେ କେତେକ ଦୁବୃର୍ତ୍ତ ରବିବାର ବିଳମ୍ବିତ ରାତିରେ ମୁଖ୍ୟ ଗେଟ୍‌ ତାଲା...

ପ୍ରସ୍ତୁତି ଚୂଡ଼ାନ୍ତ: ୩ ତାରିଖରୁ ମା’ ସମଲେଶ୍ୱରୀଙ୍କ ଶାରଦୀୟ ପୂଜା ଆରମ୍ଭ

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ): ବରଗଡର ଗ୍ରାମ୍ୟଦେବୀ ମା’ ସମଲେଶ୍ୱରୀଙ୍କ ଶାରଦୀୟ ନବଦିନାତ୍ମକ ପୂଜା ପାଇଁ ମନ୍ଦିର କମିଟି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ଆସନ୍ତା ଅକ୍ଟୋବର...

ବସ୍‌ ଯୋଗେ ହେଉଥିଲା ଗଞ୍ଜେଇ ଚୋରାଚାଲାଣ: ମାଡ଼ିବସିଲା ପୋଲିସ

ଦାରିଙ୍ଗବାଡି, ୩୦।୯(ଅରୁଣ ସାହୁ):କନ୍ଧମାଳ ଜିଲା ଏବେ ଗଞ୍ଜେଇ ଚାଷ ପାଇଁ ଜଣାଶୁଣା। ପୋଲିସ ଯେତିକି ଧରପଗଡ଼ କରୁଛି ଗଞ୍ଜେଇ ବେପାରୀ ନୂଆ ନୂଆ ଉପାୟରେ ଚୋରାଚାଲାଣ...

ବ୍ଲକ କାର୍ଯ୍ୟାଳୟ ପାଲଟିଲା ରଣକ୍ଷେତ୍ର: ସମିତି ସଭ୍ୟ-ବିପକ୍ଷ ଗୋଷ୍ଠୀଙ୍କ ମଧ୍ୟରେ ମାରପିଟ୍‌

ପୁରୁଷୋତ୍ତମପୁର,୩୦।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟ ସୋମବାର ରଣକ୍ଷେତ୍ର ପାଲଟିଛି। ଭୀମପୁର ପଞ୍ଚାୟତ ଚାଟମୁଣ୍ଡୁଳୀ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟ ନିର୍ମାଣର ବିଲକୁ...

ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ: ପୀଡିତାଙ୍କୁ ୫ ଲକ୍ଷ ଆର୍ଥିକ ସହାୟତା ଦେବାକୁ ନିର୍ଦ୍ଦେଶ

ବ୍ରହ୍ମପୁର,୩୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକ୍ସୋ ଜଜ ପ୍ରଣତୀ ପଟ୍ଟନାୟକ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ...

ସାଇବର କାଫେରେ OSSSC ପରୀକ୍ଷା !

ଭୁବନେଶ୍ୱର,୩୦।୯: ରାଜ୍ୟରେ ସରକାରୀ ଚାକିରି କରାଇଦେବାକୁ ଅନେକ ଦଲାଲ ମାତିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ଏକ ସାଇବର କାଫେରେ ଗ୍ରୁପ୍-ସି ଚାକିରି ପାଇଁ ପରୀକ୍ଷା କରାଯାଉଥିବା...

ବନ ବିଭାଗକୁ ବଡ଼ ସଫଳତା: ଏକ ଟନ କଇଁଛ ଜବତ, ୨ ଗିରଫ

ମାଲକାନଗିରି/ଚିତ୍ରକୋଣ୍ଡା,୩୦।୯(ଦୁର୍ଯ୍ୟୋଧନ ପାତ୍ର/ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବନ ବିଭାଗ ତରଫରୁ ଏକ କଇଁଚ ଜବତ କରିବା ସହ ଏଥିରେ ସମ୍ପୃକ୍ତ ଦୁଇଜଣଙ୍କୁ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri