ପାଣିଟାଙ୍କିରେ ଗାମୁଛା ଲଗାଇ ଝୁଲି ପଡ଼ିଲେ ଯୁବକ

ସନ୍ତ୍ରୀ ଛକ,୧୫ା୩(ସନ୍ତୋଷ ପରିଡ଼ା): ଅନୁଗୋଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ଗୋତମରା ଗ୍ରାମରେ ବେକରେ ରଶି ଲଗାଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।

ସୂଚନାନୁଯାୟୀ, ଗ୍ରାମବାସୀଙ୍କ କହିବା ଅନୁସାରେ ମୃତକ ଜଣଙ୍କ ହେଲେ ଢେଙ୍କାନାଳ ଜିଲା ନାଉପାଳ ଗ୍ରାମର ରବି ଝାଙ୍କରଙ୍କ ପୁଅ ସୁଦର୍ଶନ(୩୦)। ସେ ଗୋତମରା ଗ୍ରାମର ତାଙ୍କ ମଉସା କାଠି ଭୋଇଙ୍କ ଘରେ ୧ ବର୍ଷ ହେଲା ରହି ସ୍ଥାନୀୟ ଟାଟା ଷ୍ଟିଲରେ କାର୍ଯ୍ୟ କରୁଥିଲେ। ଶୁକ୍ରବାର ରାତିରେ ସେ ତାଙ୍କ ମଉସା ଘର ଛାତ ଉପରେ ବେକରେ ଏକ କନ୍ଥା ଓ ଗାମୁଛା ସାହାଯ୍ୟରେ ପାଣି ଟାଙ୍କିରେ ବାନ୍ଧି ଛାତ ଉପରୁ ତଳକୁ ଝୁଲି ପଡ଼ିଥିଲେ। ବଅଁରପାଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଅନୁଗୋଳ ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଲିମିଟେସନ ବୈଠକରେ ଯୋଗଦେବ ବିଜେଡି: କଟାକ୍ଷ କଲେ ମନ୍ତ୍ରୀ

ଭୁବନେଶ୍ୱର,୨୧।୩: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନଙ୍କ ନେତୃତ୍ୱରେ ଶନିବାର ଚେନ୍ନାଇରେ ହେବାକୁ ଥିବା ଡିଲିମିଟେସନ ବୈଠକରେ ଯୋଗଦେବ ବିଜେଡି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୈଠକରେ...

ଚଳିତ ଶିକ୍ଷାବର୍ଷରୁ ଲାଗୁ ହେବ ଶିଶୁ ବାଟିକା: ଏପ୍ରିଲ ୨ରେ ପ୍ରବେଶ ଉତ୍ସବ

ଝରିଗାଁ,୨୧।୩(କିଶୋର ଚନ୍ଦ୍ର ମଣ୍ଡଳ): ଚଳିତ ଶିକ୍ଷାବର୍ଷରୁ ଲାଗୁ ହେବ ଶିଶୁ ବାଲ ବାଟିକା । ଏପ୍ରିଲ ୨ରେ ପ୍ରବେଶ ଉତ୍ସବ ଏବଂ ଖଡି ଛୁଆଁ ।...

ସାଙ୍ଗଙ୍କୁ ଠେଙ୍ଗାରେ ପିଟି ହତ୍ୟା କଲେ ସାଙ୍ଗ

ଖପ୍ରାଖୋଲ,୨୧।୩: ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ଅଧୀନ ପୁଟୁଳାମହୁଲ ଗାଁରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ସାଙ୍ଗଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରିଛନ୍ତି...

ଜଙ୍ଗଲ ବିନା ପ୍ରାଣୀ ଜଗତ ଅସମ୍ଭବ: ବର୍ତ୍ତମାନର ପିଢି ଆଗାମୀ ପିଢି କଥା ଚିନ୍ତା କରିବାକୁ ପଡିବ

ଭଞ୍ଜନଗର,୨୧୩(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ପକ୍ଷରୁ ଶୁକ୍ରବାର ଲାଲସିଂ ନର୍ସରୀ ପରିସରରେ ବନଖଣ୍ଡସ୍ତରୀୟ ବିଶ୍ବ ବନ ଦିବସ ପାଳିତ ହୋଇଯାଇଛି।...

ଜିଲାସ୍ତରୀୟ ନିଯୁକ୍ତି ମେଳାରେ ୫ ହଜାର ଆଶାୟୀ

ଛତ୍ରପୁର,୨୧ା୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ସ୍ପୋଟର୍‌ସ ଷ୍ଟାଡିଅମରେ ଶୁକ୍ରବାର ଗଞ୍ଜାମ ଜିଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଥିଲା। ଏଥିରେ ୫ ହଜାର ଆଶାୟୀ...

୩୦ ଲକ୍ଷ ଟଙ୍କା ହଡ଼ପ କରି ବନ୍ଧା ହେଲେ ସରପଞ୍ଚ

ପରଜଙ୍ଗ,୨୧ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଙ୍କିଳି ପଞ୍ଚାୟତର ସରପଞ୍ଚ ମକର ଚାନ୍ଦ ସାହୁ ପଞ୍ଚାୟତର ସିଏଫ୍‌ସି ଫଣ୍ଡ୍‌ ଟଙ୍କା ହଡ଼ପ ଅଭିଯୋଗରେ ବାନ୍ଧିଛି...

୩୦ ଘଣ୍ଟାରୁ ଅଧିକ ସମୟ ହେଲାଣି ୨ ବିଶିଷ୍ଠ ବ୍ୟବସାୟୀ ଘରେ ଚାଲିଛି ଆୟକର ଚଢାଉ

ଗଜପତି,୨୧।୩(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରର ଦୁଇ ବିଶିଷ୍ଠ ବ୍ୟବସାୟୀ ଭାଇଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ପାରଳାଖେମୁଣ୍ଡିର ଦୁଇ...

ବେଆଇନ ହୁକା ବାର୍ ଉପରେ ଚଢାଉ; ତମାଖୁ, ଧୂମପାନ ସାମଗ୍ରୀ ଜବତ

ବ୍ରହ୍ମପୁର,୨୧ା୩: ସହରରେ ଚାଲିଥିବା ବେଆଇନ ହୁକା ବାର୍ ଉପରେ ଏକାଧିକ ଚଢାଉ କରି ହୁକା ପାତ୍ର, ତମାଖୁ ଉତ୍ପାଦ ଏବଂ ଅନ୍ୟାନ୍ୟ ଧୂମପାନ ସାମଗ୍ରୀ ଜବତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image