Posted inଫୁରସତ

ଶୋଇବା ବେଳେ ଜିନ୍ସରେ ପଶିଗଲା ସାପ: ୭ ଘଣ୍ଟା କାଳ ଖୁଣ୍ଟକୁ ଧରି ଛିଡ଼ା ହୋଇ ରହିଲେ ଏହି ବ୍ୟକ୍ତି, ଆଉ ତା’ ପରେ..

ସାପ ସହ ୭ଘଣ୍ଟା। କଥାଟି ଯେତିକି ଭୟଙ୍କର ସେତିକି ଆଶ୍ଚର୍ଯ୍ୟଜନକ ମଧ୍ୟ। ପିନ୍ଧିଥିବା ଜିନ୍ସରେ ପଶିଥିବା ସାପକୁ ନେଇ ଉତ୍ତରପ୍ରଦେଶ ମିର୍ଜାପୁର ଜିଲା ସିକନ୍ଦରପୁର ଗ୍ରାମର ଜଣେ ବ୍ୟକ୍ତି ରାତି ତମାମ ଏକ ଖୁଣ୍ଟକୁ ଧରି ଛିଡ଼ା ହୋଇ ରହିଥିଲେ। ଏହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି।

ଉକ୍ତ ଗାଁରେ ଥିବା ଏକ ଅଙ୍ଗନଓ୍ବାଡି କେନ୍ଦ୍ର ଅଞ୍ଚଳରେ ବିଦ୍ୟୁତ ବିଭାଗ ପକ୍ଷରୁ କାମ କରାଯାଉଥିଲା। ବିଦ୍ୟୁତ୍‌ ଖୁଣ୍ଟ ମରାମତି କରିବାକୁ କିଛି ଶ୍ରମିକ ଯାଇଥିଲେ। ସେଠାରେ ରାତିରେ ଖାଇ ବିଶ୍ରାମ କରିଥିଲେ। ହେଲେ ଏହି ସମୟରେ ଲବଲେଶ କୁମାରଙ୍କ ଶାର୍ଟ ଦେଇ ଏକ ବିଷଧର ସାପ ଜିନ୍ସ ପ୍ୟାଣ୍ଟ ଭିତରକୁ ପଶି ଯାଇଥିଲା। ନିଦରୁ ଉଠିବା ପରେ ତାଙ୍କ ହୋସ୍‌ ଉଡିଯାଇଥିଲା। ସେ ରାତି ୧୨ଟାରୁ ସକାଳ ୭ଟା ଯାଏ ଖମ୍ବକୁ ଧରି ଛିଡ଼ା ହୋଇ ରହିଥିଲେ। ଟିକିଏ ହଲଚଲ ହେଲେ ସାପଟି ଉଠିପଡ଼ି ତାଙ୍କୁ ଆକ୍ରମଣ କରିବ ବୋଲି ସେ ଭାବିଥିଲେ। ସକାଳ ହେବା ପରେ ସ୍ଥାନୀୟ ଲୋକେ ଏକ ସାପ ଧରୁଥିବା ବ୍ୟକ୍ତିଙ୍କୁ ଡାକି ପ୍ୟାଣ୍ଟରୁ ବାହାର କରିଥିଲେ। ଏହା ପରେ ଯୁବକ ଜୀବନ ବଞ୍ଚିଲା ବୋଲି ଭାବିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୮ ଲକ୍ଷ ଖର୍ଚ୍ଚ କରିବା ସତ୍ତ୍ୱେ ବିଫଳ, ଶେଷରେ ୟୁଟ୍ୟୁବ୍‌ ଛାଡ଼ିଲେ ଫୁଡ୍‌ ବ୍ଲଗର

ନୂଆଦିଲ୍ଲୀ: ସମ୍ପ୍ରତି ୟୁଟ୍ୟୁବ୍‌ ରୋଜଗାରର ଏକ ମାଧ୍ୟମ ପାଲଟିଯାଇଛି। ସେଥିପାଇଁ ଅଧିକାଂଶ ଯୁବପିଢ଼ିଙ୍କ ମଧ୍ୟରେ ୟୁଟ୍ୟୁବର ହେବା ପାଇଁ କ୍ରେଜ୍‌ ବୃଦ୍ଧି ପାଇବାରେ ଲାଗିଛି। କିନ୍ତୁ...

ଖ୍ରୀଷ୍ଟମାସ ପୂର୍ବଦିନ ପୃଥିବୀରେ ହେବ ତାଣ୍ଡବ! ମାଡିଆସୁଛି ୧୨୦ ଫୁଟ୍‌ର ଆଷ୍ଟ୍ରୋଏଡ

ନୂଆଦିଲ୍ଲୀ,୨୦୧୨: ଖ୍ରୀଷ୍ଟମାସ ପୂର୍ବରୁ ଅର୍ଥାତ ଡିସେମ୍ବର ୨୪ରେ, ମହାକାଶରେ ବିରଳ ଘଟଣା ଘଟିବାକୁ ଯାଉଛି। ବୈଜ୍ଞାନିକଙ୍କ ଅନୁଯାୟୀ, ୧୨୦ ଫୁଟ ଲମ୍ବର ଆଷ୍ଟ୍ରୋଏଡ ପୃଥିବୀ ଆଡକୁ...

ଆଖି ବୁଜିଲେ କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ୍‌ ବିବେକ ପାଙ୍ଗେନି; ଶୁଖୁନି ପତ୍ନୀ ଶ୍ରୀଜାନାଙ୍କ ଆଖିର ଲୁହ

ନୂଆଦିଲ୍ଲୀ: ନିଷ୍ଠୁର ହୋଇଗଲେ ଭଗବାନ। ଦୀର୍ଘଦିନ ଧରି କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ ବିବେକ ପାଙ୍ଗେନି ଶେଷରେ ନିରବି ଗଲେ। ଦୁଇ ବର୍ଷ ଧରି...

ଶନିବାର ଲମ୍ବା ହେବ ରାତି, ମହାକାଶରେ ଦେଖାଯିବ…

ନୂଆଦିଲ୍ଲୀ,୧୯।୧୨: ସରିବାକୁ ଆସିଲାଣି ବର୍ଷ ୨୦୨୪। ତେବେ ବର୍ଷକ ୩୬୫ ଦିନରୁ ଏପରି ଏକ ଦିନ ଆସେ ଯେଉଁ ଦିନଟି ବର୍ଷର ଦିନ ସବୁଠୁ ଛୋଟ...

ଜନ୍ମ ନେଲା ବାଇଗଣୀ ରଙ୍ଗର ଶିଶୁ, ସର୍ଜରୀରେ ଖର୍ଚ୍ଚ ହେଲା ୪୨ କୋଟି

ଲସ ଆଞ୍ଜେଲସ,୧୯।୧୨: ପିଲାଟିଏ ଜନ୍ମ ହେଲେ ସୁଖର କୌଣସି ସୀମା ନନ ଥାଏ। ଲସ ଆଞ୍ଜେଲ୍ସର ବାସିନ୍ଦା ଆଣ୍ଡାଲୁସିଆ ମେସା ମଧ୍ୟ ତାଙ୍କର ପ୍ରସବକୁ ନେଇ...

‘ଏକତା ହିଁ ସର୍ବୋପରି’

ଦେଶର ବିକାଶରେ ପ୍ରତିଟି ନାଗରିକଙ୍କ ଗୁରୁତ୍ତ୍ୱପୂର୍ଣ୍ଣ ଯୋଗଦାନ ରହିଥାଏ। ବିଭିନ୍ନ ସମ୍ପ୍ରଦାୟ ମଧ୍ୟରେ ସଦ୍‌ ଭାବ ଏବଂ ଭାଇଚାରା ଦ୍ବାରା ଦେଶର ଏକତା ବୃଦ୍ଧି ହୋଇଥାଏ।...

୨୦୨୫ ରେ ଏହି ରାଶିର ବଢିବ ଆୟ, ଜାଣନ୍ତୁ କେତେ ଶୁଭ ରହିବ

ନୂଆ ବର୍ଷ ୨୦୨୫ ଆରମ୍ଭ ହେବାକୁ ଆଉ କିଛିଦିନ ବାକି ଅଛି। ଆସନ୍ତୁ ଜାଣିବା ୨୦୨୫ରେ ଆୟ, ବ୍ୟାପାର, କ୍ୟାରିୟର, ବୈବାହିକ ଜୀବନ ଏବଂ ସ୍ୱାସ୍ଥ୍ୟ...

ଶତାୟୁ ମହିଳାଙ୍କ ୭ ମହାଦେଶ ଭ୍ରମଣ

ସିଡ୍‌ନୀ: ଯଦି ମନରେ ଉତ୍ସାହ ଏବଂ ଉଦ୍ଦୀପନା ଥାଏ ତେବେ କୌଣସି ମଧ୍ୟ ଲକ୍ଷ୍ୟକୁ ଅତି ସହଜରେ ପୂରଣ କରାଯାଇପାରିବ। ୧୦୨ ବର୍ଷୀୟା ଡୋରୋଥୀ ସ୍ମିଥ୍‌ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri