ମାଗଣାରେ ଆଧାର କାର୍ଡ ଅପଡେଟ୍‌ କରିବାର ଶେଷ ତାରିଖ ନିକଟତର, ଶୀଘ୍ର ଉଠାନ୍ତୁ ଫାଇଦା

ନୂଆଦିଲ୍ଲୀ,୬।୩: ପ୍ରତ୍ୟେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ଆଧାର କାର୍ଡ ଦରକାର। ଏହି କାରଣରୁ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ପାଇଁ ଆଧାର କାର୍ଡ ତିଆରି କରାଯାଇଛି, ଯେଉଁମାନଙ୍କର ଆଧାର କାର୍ଡ ନାହିଁ ସେମାନେ ଅନେକ ସ୍ଥାନରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଆଧାର କାର୍ଡରେ ଭୁଲ ତଥ୍ୟ ହେତୁ ଅନେକ ଲୋକଙ୍କୁ ମଧ୍ୟ ସମସ୍ୟାର ସମ୍ମୁଖୀନ ହେବାକୁ ପଡିଛି। ଏଭଳି ପରିସ୍ଥିତିରେ ସେମାନଙ୍କୁ ସଂଶୋଧନ କରିବାକୁ ପଡିବ । ବର୍ତ୍ତମାନ, ଯଦି ଆପଣଙ୍କର ଆଧାର କାର୍ଡରେ ଥିବା ନାମ କିମ୍ବା ଠିକଣା ଭୁଲ ରହିଛି, ତେବେ ଆପଣ ଏହାକୁ ମାଗଣାରେ ଅପଡେଟ୍‌ କରିପାରିବେ, ମାଗଣା ଅପଡେଟ ପାଇଁ ଶେଷ ତାରିଖ ମଧ୍ୟ ନିକଟତର ।

ଶେଷ ତାରିଖ ପୂର୍ବରୁ ଆପଣ ଅନଲାନ୍‌ରେ ନିଜର ଠିକଣା କିମ୍ବା ନାମ ଅପଡେଟ କରିପାରିବେ। ଅଫଲାଇନ ଅପଡେଟ ପାଇଁ ଆପଣଙ୍କୁ ୫୦ ଟଙ୍କା ଦେୟ ଦେବାକୁ ପଡିବ । ମାର୍ଚ୍ଚ୧୪ ପର୍ଯ୍ୟନ୍ତ ଆଧାର କାର୍ଡ ମାଗଣାରେ ଅପଡେଟ୍‌ ହୋଇପାରିବ। ଆପଣ ଆପଣଙ୍କର ଜନ୍ମ ତାରିଖ, ମୋବାଇଲ ନମ୍ବର କିମ୍ବା ଠିକଣା ଇତ୍ୟାଦି ବିବରଣୀକୁ ମାଗଣାରେ ଅପଡେଟ କରିପାରିବେ।

ଆପଣ ଆଧାରର ଅଫିସିଆଲ ୱେବସାଇଟ ପରିଦର୍ଶନ କରି ଲଗଇନ କରିପାରିବେ ଏବଂ ଏହା ମାଧ୍ୟମରେ ଆଧାର ଅପଡେଟ କରିପାରିବେ। ଏଥିପାଇଁ ଆପଣଙ୍କୁ myaadhaar.uidai.gov.in କୁ ଯିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ବଦଳରେ ମାଆଙ୍କ ନାମରେ କରନ୍ତୁ ଏହି ଏଫଡି, ମିଳିବ ବମ୍ପର ରିଟର୍ନ, ଜାଣନ୍ତୁ କେମିତି କରିବେ…

ନୂଆଦିଲ୍ଲୀ,୧୦।୧: ଅଧିକାଂଶ ଲୋକ ଫିକ୍ସଡ ଡିପୋଜିଟ (Fixed Deposit -FD) ରେ ବିନିଯୋଗ କରିବାକୁ ପସନ୍ଦ କରନ୍ତି, କାରଣ ସେମାନେ ଫିକ୍ସଡ ରିଟର୍ଣ୍ଣ ପାଆନ୍ତି ଓ...

ଓଡ଼ିଶା ହେବ ଆଇଟି ହବ୍ ଦୁଇ ତିନି ମାସରେ ନିଆଯିବ ପଦକ୍ଷେପ: ଅଶ୍ୱନୀ ବୈଷ୍ଣବ

ଭୁବନେଶ୍ୱର,୯।୧: ଆସନ୍ତା ଦୁଇରୁ ତିନି ବର୍ଷ ମଧ୍ୟରେ ଓଡ଼ିଶାକୁ ସୂଚନା ପ୍ରଯୁକ୍ତିବିଦ୍ୟା (ଆଇଟି)ର ଏକ ବଡ଼ ହବ୍‌ରେ ପରିଣତ କରାଯିବ, ଗୁରୁବାର କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ...

ମାସକ ମଧ୍ୟରେ ହିଟ୍‌ ହେଲା ‘ବୀମା ସଖି ଯୋଜନା’; ୫୦୦୦୦ ଛୁଇଁଲା ରେଜିଷ୍ଟ୍ରେଶନ ସଂଖ୍ୟା, ଏଭଳି କରନ୍ତୁ ଆବେଦନ… 

ନୂଆଦିଲ୍ଲୀ,୯।୧: ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି) ଦ୍ୱାରା ଆରମ୍ଭ କରାଯାଇଛି ବୀମା ସଖି ଯୋଜନା। ଏହା ଆରମ୍ଭ ହେବାର ଏକ ମାସ ମଧ୍ୟରେ ୫୦ ହଜାରରୁ...

ବୟନିକାର ନାଇଟ୍‌ ବଜାର ଉଦ୍‌ଘାଟିତ

ଭୁବନେଶ୍ୱର,୯।୧: ରାଜ୍ୟର ପ୍ରମୁଖ ହସ୍ତତନ୍ତ୍ର ସଙ୍ଗଠନ ତଥା ଓଡ଼ିଶା ରାଜ୍ୟ ହସ୍ତତନ୍ତ ବୁଣାକାର ସମବାୟ ସମିତି ଲିମିଟେଡ୍‌ ବା ବୟନିକାର ବହୁ ପ୍ରତୀକ୍ଷିତ ‘ବୟନିକା ନାଇଟ୍‌...

ସୁନା କ୍ରୟରେ ଭାରତ ଦ୍ୱିତୀୟ

ଭୁବନେଶ୍ୱର,୯ା୧(ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ୨୦୨୪ ଜାନୁଆରୀରୁ ନଭେମ୍ବର ମଧ୍ୟରେ ୭୩ ଟନ୍‌ ସୁନା କିଣିଛି। କେବଳ ନଭେମ୍ବରରେ ଆର୍‌ବିଆଇ ୮ ଟନ ସୁନା...

JIOର ବଡ଼ ଧମାକା, ୪୯ ଟଙ୍କାରେ ମିଳୁଛି ଅନ୍‌ଲିମିଟେଡ୍‌ ଡାଟା

ନୂଆଦିଲ୍ଲୀ,୮।୧: ରିଲାଏନ୍ସ ଜିଓର ଏଭଳି ଏକ ଶସ୍ତା ରିଚାର୍ଜ ପ୍ଲାନ, ଯାହାଦ୍ୱାରା ଆପଣଙ୍କୁ ଏକାଧିକ ଲାଭ ମିଳିବ। ୪୯ ଟଙ୍କିଆ ଏହି ପ୍ଲାନ୍‌ ଏୟାରଟେଲ୍‌ ଏବଂ...

୧୧ରେ ଡ୍ରିମ୍‌ସର ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର,୮।୧: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା କଟକ ନିକଟସ୍ଥ ଡ୍ରିମ୍‌ସ ବିଶ୍ୱବିଦ୍ୟାଳୟର ପ୍ରଥମ ସମାବର୍ତ୍ତନ ଉତ୍ସବ ୨୦୨୫ ଜାନୁୟାରୀ ୧୧ରେ ଅନୁଷ୍ଠିତ ହେବାକୁ ଯାଉଛି।...

ଓପିଜି ମୋବିଲିଟିର ଅନାବରଣ

ନୂଆଦିଲ୍ଲୀ,୮।୧: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ଇଲେକ୍‌ଟ୍ରିକ ଭେଇକିଲ (ଇଭି) ବ୍ରାଣ୍ଡ ‘ଓକାୟା ଇଭି’ର ନୂତନ ବ୍ରାଣ୍ଡ ପରିଚୟ (ରିବ୍ରାଣ୍ଡିଙ୍ଗ) ‘ଓଟିଜି ମୋବିଲିଟି’ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri