ରାଜ୍ୟରେ ଲାଗୁ ହେବ ଆଧାର ସଂଯୋଗ ‘ଲର୍ନର ଲାଇସେନ୍ସ’ ବ୍ୟବସ୍ଥା

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ରାଜ୍ୟରେ ଆଧାର ସଂଯୋଗ ଲର୍ନର ଲାଇସେନ୍ସ ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ଏ ନେଇ ବୁଧବାର ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ରାଜ୍ୟ ପରିବହନ କମିଶନରଙ୍କୁ ଚିଠି ଲେଖି ଅବଗତ କରାଯାଇଛି। କେନ୍ଦ୍ର ମୋଟର ଯାନ ନିୟମର ନିୟମ-୧୧ ଅନୁଯାୟୀ ଏନ୍‌ଆଇସି ଜରିଆରେ ଜନସାଧାରଣଙ୍କୁ ସହାୟତା କରିବା ପାଇଁ ଏହି ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ କୁହାଯାଇଛି। ଏହାଛଡ଼ା ସାରଥି ଓ ବାହାନ ପୋର୍ଟାଲ ଜରିଆରେ ଡ୍ରାଇଭିଂ ଲାଇସେନ୍ସ ସହିତ ୫୮ଟି ଯାନବାହନ ସମ୍ପର୍କିତ ସେବାକୁ ଆଧାର ଲିଙ୍କ୍‌ କରିବାକୁ କୁହାଯାଇଛି। ଏହାଦ୍ୱାରା ଲୋକମାନେ ଉକ୍ତ ସେବାଗୁଡ଼ିକ ଅନ୍‌ଲାଇନ ଜରିଆରେ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସିପିଙ୍କ କଲର୍‌ ଟାଣି ଆଣିଲେ କଂଗ୍ରେସ କର୍ମୀ, ରାଜଧାନୀରେ ହଇଚଇ

ଭୁବନେଶ୍ୱର,୨୬।୩: ବିଧାନସଭାରୁ ନିଲମ୍ବିତ ହୋଇଛି କଂଗ୍ରେସ । କଂଗ୍ରେସର ୧୪ରୁ ୧୪ ବିଧାୟକ ବିଧାନସଭାରୁ ନିଲମ୍ବିତ ହୋଇଛନ୍ତି । ଗତକାଲି ୧୨ ବିଧାୟକଙ୍କ ପରେ, ଆଜି...

ସବୁ ବିଧାୟକ ସସପେଣ୍ଡ ପରେ ସୁରଙ୍କ ସାଂଘାତିକ ବୟାନ, ଟେନଶନରେ ମୋହନ

ଭୁବନେଶ୍ୱର,୨୬।୩: ବିଧାନସଭାରୁ ନିଲମ୍ବିତ ହୋଇଛି କଂଗ୍ରେସ । କଂଗ୍ରେସର ୧୪ରୁ ୧୪ ବିଧାୟକ ବିଧାନସଭାରୁ ନିଲମ୍ବିତ ହୋଇଛନ୍ତି । ଗତକାଲି ୧୨ ବିଧାୟକଙ୍କ ପରେ, ଆଜି...

ସିପାହୀ ନିର୍ଯାତନା ଅଭିଯୋଗକୁ ଖଣ୍ଡନ, ୮ମ ବାଟାଲିୟନ କମାଣ୍ଡାଣ୍ଟ କହିଲେ ସମସ୍ତ କର୍ମଚାରୀଙ୍କୁ…

ଗଞ୍ଜାମ,୨୬ା୩(ବିଦ୍ୟାଧର ସାହୁ): ଛତ୍ରପୁର ଅଷ୍ଟମ ବାଟାଲିୟନ କମାଣ୍ଡାଣ୍ଟଙ୍କ ସମେତ କିଛି କର୍ମଚାରୀଙ୍କ ନାମରେ ଅଭିଯୋଗ ଆଣିଛନ୍ତି ସିପାହୀ। ଏନେଇ ସେ ସୋସାଆଲ ମିଡିଆ ମାଧ୍ୟମରେ ନିଜର...

ପ୍ରେସମିଟ୍‌ରେ ନରସିଂହଙ୍କ ବଡ଼ ଖୁଲାସା : ବାଚସ୍ପତିଙ୍କ ନାହିଁ …

ଭୁବନେଶ୍ୱର,୨୬।୩: ବିଧାୟକଙ୍କ ନିଲମ୍ବନକୁ ନେଇ କଂଗ୍ରେସ ପ୍ରେସମିଟ୍‌ କରିଛି। ଘଟଣାକୁ ନିନ୍ଦା କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବରିଷ୍ଠ ନେତା ନରସିଂହ ମିଶ୍ର। ବିଧାନସଭା...

ସସ୍‌ପେଣ୍ଡ ପରେ ଗର୍ଜିଲେ ତାରା, କହିଲେ ବାପାଙ୍କ ଚାକର…

ଭୁବନେଶ୍ୱର,୨୬।୩: ବିଧାନସଭାରୁ ଆସିଛି ବଡ଼ ଖବର। ଗୃହରୁ ନିଲମ୍ବିତ ହୋଇଛନ୍ତି କଂଗ୍ରେସର ସବୁ ବିଧାୟକ। ମଙ୍ଗଳବାର କଂଗ୍ରେସର ୧୨ଜଣ ବିଧାୟକ ନିଲମ୍ବିତ ହୋଇଥିବାବେଳେ ଆଜି ଆଉ...

ପୁଣି ଜଣେ ବିଧାୟକଙ୍କୁ ୭ ଦିନ ପାଇଁ ସସ୍‌ପେଣ୍ଡ୍‌ କଲେ ବାଚସ୍ପତି, କହିଲେ ଦାଗିଦ୍‌ ସତ୍ତ୍ୱେ…

ଭୁବନେଶ୍ୱର,୨୬ା୩: ଏବେ ବିଧାନସଭାରୁ ଖାଲି ବିଧାୟକ ସସ୍‌ପେଣ୍ଡ୍‌ ହେବାରେ ଲାଗିଛନ୍ତି। ମଙ୍ଗଳବାର ବିଧାନସଭାରୁ ୧୨ ଜଣ ବିଧାୟକଙ୍କୁ ସସ୍‌ପେଣ୍ଡ ବା ନିଲମ୍ବନ କରାଯାଇଥିବା ବେଳେ ଆଜି...

ରାଜନୀତିରେ ଚହଳ, ବିଧାନସଭାରୁ ସବୁ କଂଗ୍ରେସ ବିଧାୟକ ନିଲମ୍ବିତ

ଭୁବନେଶ୍ୱର,୨୬।୩: ଧାରଣାରୁ ଉଠି ପୁଣି ଗର୍ଜିଛି କଂଗ୍ରେସ । ପ୍ରତିବାଦବେଳେ ବୁଧବାର ବିଧାନସଭାର ଘେରିଛନ୍ତି ବିରୋଧୀ କଂଗ୍ରେସ । ଖାଲି ସେତିକି ନୁହେଁ ସବୁଠୁ ରୋଚକ...

ମିଶିଗଲେ ବିଜେଡି, କଂଗ୍ରେସ: ଭାଙ୍ଗିଲେ…

ଭୁବନେଶ୍ୱର,୨୬।୩: ବିଧାନସଭାରେ ବାଚସ୍ପତିଙ୍କ ବିବୃତି ଦାବି କଲା ବିଜେଡି। ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏହି ଦାବି କରିଛନ୍ତି। ଏ ନେଇ କକ୍ଷତ୍ୟାଗ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image