Posted inଜାତୀୟ

ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ AAPର ଅଡୁଆ ବଢ଼ିଲା! ବିଧାୟକ ନରେଶ ବାଲିଆନ ଗିରଫ

ଇସଲାମାବାଦ,୩୦।୧୧: ଦିଲ୍ଲୀ ପୋଲିସର କ୍ରାଇମବ୍ରାଞ୍ଚ ଆମ୍‌ ଆଦମୀ ପାର୍ଟି(ଏଏପି) ବିଧାୟକ ନରେଶ ବାଲିଆନଙ୍କୁ ଚୋରା ଚାଲାଣ ମାମଲାରେ ଗିରଫ କରିଛି। ବାଲିଆନ ଏବଂ କୁଖ୍ୟାତ ଗ୍ୟାଙ୍ଗଷ୍ଟର କପିଲ ସାଙ୍ଗୱାନ ଛଦ୍ମନାମ ନନ୍ଦୁଙ୍କ ମଧ୍ୟରେ ଏକ ଅଡିଓ କ୍ଲିପ ସାମ୍ନାକୁ ଆସିବା ପରେ ଏହି ଗିରଫଦାରୀ ହୋଇଛି। ଏହି ଅଡିଓ କ୍ଲିପ୍‌ରେ ବ୍ୟବସାୟୀଙ୍କଠାରୁ ଜୋର ଜବରଦସ୍ତ ଚାନ୍ଦା ସଂଗ୍ରହ କରିବାର ଯୋଜନା ଉପରେ ଆଲୋଚନା ହୋଇଥିବା ଦେଖାଯାଇଛି।

ଏହି ଘଟଣାରେ ପୋଲିସ ଅଧିକ ତଦନ୍ତ ଜାରି ରଖିଛି। ଅଧିକାରୀଙ୍କ ଅନୁଯାୟୀ, ଏହି ଚାନ୍ଦା ଆଦାୟ ନେଟୱାର୍କରେ ଆଉ କିଏ ଜଡିତ ଅଛନ୍ତି ତାହା ଜାଣିବା ଲାଗି ଅନୁସନ୍ଧାନ କରାଯାଉଛି। ଏହି ଘଟଣା ପୁଣି ଥରେ AAP ଦଳକୁ ବିବାଦ ଭିତରକୁ ଆଣିଛି।

ଅପରପକ୍ଷେ ଆମ ଆଦମୀ ପାର୍ଟି ବିଧାୟକ ନରେଶ ବାଲିଆନଙ୍କ ଗିରଫଦାରୀକୁ ବେଆଇନ ବୋଲି କହିଛନ୍ତି। ଏମ୍‌ପି ସଞ୍ଜୟ ସିଂ କହିଛନ୍ତି ଯେ ନକଲି ଅଡିଓ କ୍ଲିପ୍‌ ବିରୋଧରେ କୋର୍ଟର ଷ୍ଟେ ଅର୍ଡର ଥିବା ବେଳେ ତାଙ୍କୁ ଗିରଫ କରାଯାଇଛି। ଏହା ଭାଜପାର ନିରାଶା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…

ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ...

ପ୍ରସିଦ୍ଧ ଲେଖକ ତଥା ପଦ୍ମଶ୍ରୀ ରସ୍କିନ ବଣ୍ଡ ଗୁରୁତର ଅସୁସ୍ଥ

ନୂଆଦିଲ୍ଲୀ,୧୪।୧୨: ପ୍ରସିଦ୍ଧ ଲେଖକ ଏବଂ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ୯୧ ବର୍ଷିୟ ରସ୍କିନ ବଣ୍ଡଙ୍କୁ ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗତ ଚାରି...

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

‘ଜଞ୍ଜିରରେ ହୋଇଛି ବନ୍ଧା…ମାଡ଼ରେ ଶରୀର ରୁଟି ଭଳି ଫୁଲିଯାଇଛି…’, ମାସୁଦ ଆଝାରଙ୍କ ଭାଇରାଲ ଅଡିଓ କ୍ଲିପକୁ ନେଇ ବଢୁଛି ଚର୍ଚ୍ଚା

ଇସଲାମାବାଦ,୧୪।୧୨: ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ନେତା ମାସୁଦ ଆଝାରଙ୍କ ଏକ ଚାଞ୍ଚଲ୍ୟକର ଅଡିଓ କ୍ଲିପ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଏହି...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

‘ଭୋଟ ଚୋରି’ ବିରୋଧରେ କଂଗ୍ରେସର ପ୍ରଦର୍ଶନ, ରାମଲିଳା ମଇଦାନରେ ଏକାଠି ହେବେ ବହୁ ବରିଷ୍ଠ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ କଥିତ ନିର୍ବାଚନୀ ଜାଲିଆତି ଏବଂ ‘ଭୋଟ ଚୋରି’ ବିରୋଧରେ ଅଭିଯାନକୁ ତୀବ୍ରତର କରୁଛି। ଡିସେମ୍ବର ୧୪, ୨୦୨୫ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri