ସଲମାନଙ୍କୁ ଭେଟିଲେ ଆରଧ୍ୟା! ବି ଟାଉନ୍‌ରେ ହଲଚଲ, ଜାଣନ୍ତୁ ଭାଇରାଲ ଫଟୋ ପଛର ସତ୍ୟତା…

ମୁମ୍ବାଇ: ସଲମାନ ଖାନ ଏବେ ତାଙ୍କର ଆଗାମୀ ଫିଲ୍ମ ସିକନ୍ଦର ସୁଟିଂରେ ବ୍ୟସ୍ତ ଅଛନ୍ତି। ତେବେ ସୁଟିଂ ସେଟ୍‌ ଭିତରେ ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନଙ୍କ ଝିଅ ଆରାଧ୍ୟା ତାଙ୍କୁ ସାକ୍ଷାତ କରିଥିବା ଫଟୋ ଭାଇରାଲ ହୋଇଛି। ଯାହାକୁ ଦେଖି ଫ୍ୟାନ୍ସମାନେ ବି ତାଜୁବ ହୋଇଯାଇଛନ୍ତି। ଐଶ୍ୱର୍ଯ୍ୟା ଏବଂ ଅଭିଷେକଙ୍କ ଛାଡପତ୍ର ଗୁଜବ ମଧ୍ୟରେ ୟୁଜରମାନେ ସଲମାନ ଏବଂ ଆରାଧ୍ୟାଙ୍କ ଫଟୋ ଏକାଠି ଦେଖିବା ପରେ ଚର୍ଚ୍ଚା ଜୋର୍‌ ଧରିଛି।

କହିରଖୁଛୁ କି, ଐଶ୍ୱର୍ଯ୍ୟା ରାୟ ଏବଂ ସଲମାନ ଖାନ ପୂର୍ବରୁ ଅତି ନିକଟତର ଥିଲେ। କିନ୍ତୁ ପରେ ଐଶ୍ୱର୍ଯ୍ୟା ଅଭିଷେକ ବଚ୍ଚନଙ୍କୁ ବିବାହ କରିବା ପରେ ଦୁହିଁଙ୍କ ରାସ୍ତା ଅଲଗା ହୋଇଯାଇଥିଲା। ସଲମାନ ଖାନ ଏକୁଟିଆ ହୋଇଯାଇଥିଲେ। ଏବେ ବି ଲୋକେ ସେମାନଙ୍କ ପ୍ରେମ ବିଷୟରେ ଅନେକ କଥାବାର୍ତ୍ତା କରନ୍ତି। ତେବେ ଐଶ୍ୱର୍ଯ୍ୟା ଏବଂ ଅଭିଷେକଙ୍କ ବିବାହର ବହୁ ବର୍ଷ ପରେ ଉଭୟଙ୍କ ମଧ୍ୟରେ ମତଭେଦ ଖବର ସାମ୍ନାକୁ ଆସିଛି। ଏମିତି ବି କୁହାଯାଉଛି ଯେ ଦୁହେଁ ଏକାଠି ରୁହନ୍ତି ନାହିଁ। ଏଭଳି ଚର୍ଚ୍ଚା ମଧ୍ୟରେ ସଲମାନ ଓ ଆରାଧ୍ୟାଙ୍କ ଫଟୋ ଭାଇରାଲ ସୋସିଆଲ ମିଡିଆରେ ଆଲୋଡ଼ନ ସୃଷ୍ଟି ହୋଇଛି। ତେବେ ଫଟୋ ପଛରେ ସତ୍ୟତା ଜଣାପଡିଛି। ତେବେ ଏହି ଫଟୋ ଅସଲି ନୁହେଁ। ଏହାକୁ ସମ୍ପୂର୍ଣ୍ଣ ଭାବରେ ଏଡିଟ୍‌ କରି ଭାଇରାଲ କରାଯାଉଛି। ସଲମାନଙ୍କୁ ଭେଟୁଥିବା ଝିଅ ଆରାଧ୍ୟା ନୁହଁନ୍ତି, ବରଂ ଭାରତୀୟ ବକ୍ସର ନିଖତ ଜରିନ।


Enter your email to get our daily news in your inbox.

All Right Reserved By Dharitri.Com

ଛାଡପତ୍ର ଗୁଜବ ଭିତରେ ଐଶ୍ୱର୍ଯ୍ୟାଙ୍କ ଡାଏରୀ ଫଟୋ ଭାଇରାଲ, ମୋର ଦୁଃଖ…

ମୁମ୍ବାଇ: ଅଭିଷେକ ବଚ୍ଚନ ଓ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡର ଅନ୍ୟତମ ଲୋକପ୍ରିୟ ଦମ୍ପତି । ତେବେ ଗତ କିଛି ଦିନ ହେବ ଏହି ଦମ୍ପତିଙ୍କ...

ଆଜିଠୁ ବିଗ୍‌ବସ୍‌ ୧୮

ମୁମ୍ବାଇ: ରିୟଲିଟି ଶୋ’ ବିଗ୍‌ବସ୍‌ର ୧୮ତମ ସିଜନ୍‌ ରବିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ରାତି ୯ଟାରେ କଲର୍ସ ଟିଭିରେ ପ୍ରିମିୟର୍‌ ହେବାସହ ଜିଓ ସିନେମାରେ...

ଆରତୀଙ୍କୁ ଛାଡ଼ପତ୍ର ଦେଇ ଏହି ତରୁଣୀଙ୍କ ହାତ ଧରିଲେ ଜୟମ ରବି? ଫଟୋ ଦେଖି ପ୍ରଶଂସକ ଚକିତ…

ହାଇଦ୍ରାବାଦ: ପୁଣି ଥରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଦକ୍ଷିଣ ଭାରତୀୟ ଅଭିନେତା ଜୟମ ରବି। ପ୍ରଥମ ପତ୍ନୀ ଆରତୀଙ୍କଠାରୁ ଛାଡ଼ପତ୍ର ନେବା ପରେ ସେ...

ନିଆଁ ଲଗାଇ କ୍ଷମା ମାଗିଲେ ମନ୍ତ୍ରୀ

ହାଇଦ୍ରାବାଦ: ତେଲଙ୍ଗାନାର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ କୋଣ୍ଡା ସୁରେଖା ବୁଧବାର ଅଭିନେତ୍ରୀ ସାମନ୍ଥା ଓ ଅଭିନେତା ନାଗା ଚୈତନ୍ୟଙ୍କ ବିବାହ ବିଚ୍ଛେଦକୁ ନେଇ ଏକ ବିବାଦୀୟ...

ଲଗେଜ୍‌ ହଜାଇ ଦେଲେ ଅନୁଷ୍କା ଶଙ୍କର: ସହାର୍ଯ୍ୟ ପାଇଁ କରିଥିଲେ…

ନୂଆଦିଲ୍ଲୀ,୪ା୧୦: ଖ୍ୟାତନାମା ସିତାର ବାଦକ ଅନୁଷ୍କା ଶଙ୍କର ଜର୍ମାନୀର ବର୍ଲିନ୍‌ରେ ତାଙ୍କ ଲଗେଜ୍‌ ହଜାଇ ସାହାଯ୍ୟ ପାଇଁ ଚିତ୍କାର କରୁଥିବା ଦେଖାଯାଇଥିଲା, ଯାହା ଅନେକ ସୋସିଆଲ...

୫୧ ବର୍ଷ ପୁରୁଣା ବିବାହ କାର୍ଡରୁ ଅମିତାଭଙ୍କୁ ନେଇ ବଡ଼ ଖୁଲାସା! ମିଳିଲା ଏଭଳି ପ୍ରମାଣ…

ବମ୍ବେ: ୧୯୭୩ ମସିହା ଜୁନ୍‌ ୩ ତାରିଖରେ ଜୟା ବଚ୍ଚନଙ୍କ ହାତ ଧରିଥିଲେ ବିଗ୍‌ ବି ଅମିତାଭ ବଚ୍ଚନ। ଏହି ବିବାହକୁ ୫୦ ବର୍ଷରୁ ଅଧିକ...

୧୬୦ କୋଟିର ଫିଲ୍ମ ରିଲିଜ ହେବା ପୂର୍ବରୁ ଡିସଚାର୍ଜ ହେଲେ ରଜନୀକାନ୍ତ

ମୁମ୍ବାଇ: ବହୁ ପ୍ରତୀକ୍ଷିତ ମୁଭି ‘ବୈତାୟାନ’ର ରିଲିଜ ପୂର୍ବରୁ ସୁପରଷ୍ଟାର ରଜନୀକାନ୍ତଙ୍କୁ ଅକ୍ଟୋବର ୩ତାରିଖ ରାତି ପ୍ରାୟ ୧୧ଟା ସମୟରେ ଚେନ୍ନାଇର ଆପୋଲୋ ହସ୍ପିଟାଲରୁ ଡିସଚାର୍ଜ...

ନାଗା ଚୈତନ-ସାମନ୍ଥାଙ୍କ ଛାଡପତ୍ରକୁ ନେଇ ଉଠିଲା ଝଡ଼: ବର୍ଷିଲେ ନାଗାର୍ଜୁନ

ଅଭିନେତା ନାଗା ଚୈତନ୍ୟ ଓ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁଙ୍କ ଛାଡପତ୍ର ହୋଇଛି। ଉଭୟ ଆଗକୁ ବଢିଛନ୍ତି। ନାଗା ଏବେ ଅଭିନେତ୍ରୀ ଧୂଲିପାଲାଙ୍କୁ ଡେଟ୍‌ କରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri