Posted inଖେଳ

ଇତିହାସ ରଚିଲେ ଅବନୀ

ଟୋକିଓ,୩୦।୮: ଭାରତର ଅବନୀ ଲେଖରା ଟୋକିଓ ପାରାଲିମ୍ପିକ୍ସରେ ଇତିହାସ ସୃଷ୍ଟି କରିଛନ୍ତି। ମହିଳା ୧୦ ମିଟର ଏୟାର ଇଭେଣ୍ଟ ଏସ୍‌ଏଚ୍‌-୧ ରେ ସେ ଏହି ସ୍ବର୍ଣ୍ଣ ପଦକ ଜିତିଥିଲେ। ଟୋକିଓ ପାରାଲିମ୍ପିକ୍ସରେ ଏହା ହେଉଛି ଭାରତର ପ୍ରଥମ ସ୍ବର୍ଣ୍ଣ ପଦକ। ପୁରୁଷ ଏଫ୍‌-୫୬ ଡିସ୍କକସ ଥ୍ରୋ ଇଭେଣ୍ଟରେ ଭାରତର ଯୋଗେଶ କଥୁନିଆ ରୌପ୍ୟ ପଦକ ଜିତିଥିଲେ। ପୁରୁଷ ଜାଭେଲିନ ଥ୍ରୋରେ ଦେବେନ୍ଦ୍ର ଜାଝରିଆ ଏକ ରୌପ୍ୟ ପଦକ ଜିତିବାରେ ସଫଳ ହୋଇଥିଲେ। ଅନ୍ୟପକ୍ଷରେ ସୁନ୍ଦର ସିଂ ଗୁର୍ଜର ବ୍ରୋଞ୍ଜ ପଦକ ଜିତିଛନ୍ତି। ଶେଷ ପଞ୍ଚମ ଦିନ ଭାରତ ପାଇଁ ଏକ ଭଲ ଦିନ ଥିଲା ଏବଂ ତିନିଜଣ ଭାରତୀୟ ଆଥଲେଟ ପଦକ ଜିତିବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତିରାଜ ଅନୁଷ୍ଠାନ ସଶକ୍ତ ହେଲେ ବିକଶିତ ଓଡ଼ିଶା ସମ୍ଭବ

ବରଗଡ,୨୫।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ବରଗଡ଼ ଗୋରୁ ମାର୍କେଟ ପରିସରରେ ଅନୁଷ୍ଠିତ ଜିଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ କାର୍ଯ୍ୟକ୍ରମରେ...

Pahalgam Terror Attack: ସରକାର ମାନିଲେ ସୁରକ୍ଷାରେ ହୋଇଛି ତ୍ରୁଟି, ରିଜିଜୁ କହିଲେ…

ନୂଆଦିଲ୍ଲୀ,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଦିଲ୍ଲୀରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସମସ୍ତ...

ଆରମ୍ଭ ହେଲା କବାଡ଼ି ପ୍ରମିୟର ଲିଗ୍‌: ସାମିଲ ହେଲେ ୧୨ ଦଳ

ସମ୍ବଲପୁର,୨୪ା୪(ବି.ଶଙ୍କର): ସମ୍ବଲପୁର କବାଡ଼ି କ୍ଲବ ଓ ସମ୍ବଲପୁର ବଏଜ ମିଳିତ ଆନୁକୂଲ୍ୟରେ ଆୟୋଜିତ ଦ୍ୱିତୀୟ ସମ୍ବଲପୁର କବାଡ଼ି ପ୍ରିମିୟର ଲିଗ(ଏସ୍‌କେପିଏଲ) ଗୁରୁବାର ରାତିରେ ଗଙ୍ଗାଧର ମୁକ୍ତ...

ପହଲଗାମ ମୃତକଙ୍କୁ ନାଗରିକ ମଞ୍ଚ ପକ୍ଷରୁ ଶ୍ରଦ୍ଧାଞ୍ଜଳି

ଦିଗପହଣ୍ଡି,୨୫।୪(ଅଶେଷ ନାଥ ମିଶ୍ର): ଜମ୍ମୁ-କଶ୍ମୀରର ପହଲଗାମ ଠାରେ ଆତଙ୍କବାଦୀ ଆକ୍ରମଣରେ ଅନେକ ପର୍ଯ୍ୟଟକ ମୃତ୍ୟୁବରଣ ହୋଇଛନ୍ତି। ସେମାନଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ...

ଭାରତ ଆସିବେନି ନଦିମ

ନୂଆଦିଲ୍ଲୀ,୨୪ା୪: ଆସନ୍ତା ମେ’ ୨୪ ତାରିଖରୁ ବେଙ୍ଗାଲୁରୁରେ ହେବାକୁ ଥିବା ନୀରଜ ଚୋପ୍ରା କ୍ଲାସିକ ଇଭେଣ୍ଟରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ପାକିସ୍ତାନର ଅଲିମ୍ପିକ ଚାମ୍ପିୟନ ଅର୍ଶଦ ନଦିମ...

ଆକ୍ରମଣ ପାଇଁ ପ୍ରସ୍ତୁତ ହେଲଣି ଭାରତୀୟ ବାୟୁସେନା? ଆକାଶରେ ଗର୍ଜିଲା ସୁଖୋଇ Su-30, ରାଫେଲ

ନୂଆଦିଲ୍ଲୀ,୨୪।୪: ପାକିସ୍ତାନ ପ୍ରାୟୋଜିତ ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତର ପ୍ରତିକ୍ରିୟା କଠୋର ଏବଂ ଆକ୍ରମଣାତ୍ମକ ହେବାରେ ଲାଗିଛି। ଭାରତୀୟ ବାୟୁସେନା ‘Aakraman’ ଅଭ୍ୟାସ ଆରମ୍ଭ...

ଛାତ୍ରୀଛାତ୍ର ପାଳିଲେ ଧରିତ୍ରୀ ଦିବସ: ପ୍ଲାଷ୍ଟିକମୁକ୍ତ ପରିବେଶକୁ ଗୁରୁତ୍ବ

ବରଗଡ଼,୨୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ପୁରୁଷୋତ୍ତମ ସରକାରୀ ଉଚ୍ଚ ବିଦ୍ୟାଳୟ, ରୁଚିଦାରେ ବୁଧବାର ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର...

ଜଙ୍ଗଲରେ ନିଆଁ: ଆୟତ୍ତ କଲେ ସ୍ବେଚ୍ଛାସେବୀ, ବନ କର୍ମଚାରୀ

ବରଗଡ଼,୨୪।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ସହର ଉପକଣ୍ଠ ତୁରୁଙ୍ଗା – ବଗେଇବିରା ଗ୍ରାମ୍ୟ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା। ସ୍ଥାନୀୟ ବୈଷ୍ଣୋଦେବୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image