ଆରପାରିରେ ଅଭିନେତା ଅଭିଷେକ ଟାର୍ଟାଜୀ

ବଙ୍ଗାଳୀ ସିନେମାର ଜଣାଶୁଣା ଅଭିନେତା ଅଭିଷେକ ଟାର୍ଟାଜୀଙ୍କ ଗୁରୁବାର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ବିଗତ କିଛିଦିନ ହେଲା ବିଭିନ୍ନ ରୋଗରେ ଆକ୍ରାନ୍ତ ଥିଲେ ଅଭିଷେକ । ଅନେକ ଚେଷ୍ଟା ପରେ ସେ ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି । ଅଭିଷେକଙ୍କ ମୃତ୍ୟୁରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୋକ ପ୍ରକାଶ କରିବା ସହ ସିନେମାଜଗତ ଦୁଃଖରେ ଭାଙ୍ଗି ପଡ଼ିଛି ।

Share