ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍‌ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରେ ସେ ଅତିରିକ୍ତ ଜିଲାପାଳ ମହେନ୍ଦ୍ର ମହାପାତ୍ରଙ୍କୁ ପ୍ରାର୍ଥିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Top 5 Cricketer Of Odisha: ଅନ୍ତର୍ଜାତୀୟ କ୍ରିକେଟରେ ଓଡ଼ିଶାରୁ ପ୍ରତିନିଧିତ୍ୱ କରିଥିଲେ ଏହି ଟପ୍‌-୫ କ୍ରିକେଟର୍‌: ଜାଣନ୍ତୁ କିଏ କିଏ

ଅନ୍ତର୍ଜାତୀୟ କ୍ରିକେଟରେ ଓଡ଼ିଶାରୁ ଖୁବ୍‌ କମ୍‌ ଖେଳାଳି ନାଁ କରିଛନ୍ତି। କିଛି ହାତ ଗଣତି କ୍ରିକେଟର୍‌ ଅନ୍ତର୍ଜାତୀୟ ସ୍ତରରେ ଭଲ ଖେଳିଛନ୍ତି। ଆମେ ସେହି ଖେଳାଳିଙ୍କୁ...

ଭାଜପାରେ ମିଶିବେ ବିଜେଡି-କଂଗ୍ରେସର ୩୮ ବିଧାୟକ: ସାଂଘାତିକ ଖୁଲାସା କଲେ ଭାଜପା ବିଧାୟକ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀ ଭାଜପାର ସକ୍ରିୟ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଗୁରୁବାର ଭଞ୍ଜନଗରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭାଜପା ଘୁମୁସର ସାଂଗଠନିକ ଜିଲା ସଭାପତି...

ପଦ୍ମପୁରରେ ନୂତନ ବିଡିଓ ଭାବେ ଯୋଗ ଦେଲେ ମନୋଜ କୁମାର

ପଦ୍ମପୁର,୧୭।୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ବ୍ଳକର ନୂତନ ବିଡ଼ିଓ ଭାବରେ ମନୋଜ କୁମାର ଦେବତା ଯୋଗଦେଇଛନ୍ତି। ଏହା ପୂର୍ବରୁ ଶ୍ରୀ ଦେବତା ଜି ଉଦୟଗିରି...

ଜବରଦସ୍ତ ସ୍କୁଟର ଲଞ୍ଜ କଲା Honda,ମନ ଜିଣିବ ଆଡଭାନ୍ସ ଫିଚର୍‌

ନୂଆଦିଲ୍ଲୀ,୧୭।୪: ହୋଣ୍ଡା ମୋଟରସାଇକେଲ ଏବଂ ସ୍କୁଟର ଇଣ୍ଡିଆ (HMSI) ଭାରତୀୟ ବଜାରରେ ୨୦୨୫ Dio ଲଞ୍ଚ କରିଛି। ଅପଡେଟ୍‌ ହୋଇଥିବା ସ୍କୁଟରଟି କସମେଟିକ୍‌ ପରିବର୍ତ୍ତନ, OBD୨...

Top 5 Biodiversity Centers in Odisha: ଓଡ଼ିଶାର ଟପ୍-୫ ଜୈବ ବିବିଧ କେନ୍ଦ୍ର

ଓଡ଼ିଶା ଭାରତର ଅନ୍ୟତମ ଜୈବ ବିବିଧତା ସମୃଦ୍ଧ ରାଜ୍ୟ। ଯେଉଁଠି ବିଭିନ୍ନ ପ୍ରକାରର ବନସ୍ପତି, ପ୍ରାଣୀ, ଏବଂ ଜଳଜ ଜୀବ ଦେଖାଯାଏ। ଏହାର ଜଙ୍ଗଲ, ଜଳାଶୟ,...

ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ଲାଗି ସରକାରୀ ଜମିରୁ ଉଚ୍ଛେଦ ପାଇଁ ନୋଟିସ୍‌ ପରେ ତାତିଲେ ଲୋକେ, ଶୋଭାଯାତ୍ରା ସହ ଘେରିଲେ ତହସିଲ

ପାଟଣା,୧୭।୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ପ୍ରସ୍ତାବିତ ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପ୍ରଭାବିତ ଚେମେଣା, ଯମୁନାପଶି,ମୁରୁସୁଆଁ, ରାଜନଗର ପଞ୍ଚାୟତ ଆଦି ୧୮ ଟି...

UGC NET June 2025 ପାଇଁ ଆବେଦନ ଆରମ୍ଭ, ଜାଣନ୍ତୁ କେବେ ହେବ ପରୀକ୍ଷା, ଶେଷ ତାରିଖ…

ନୂଆଦିଲ୍ଲୀ,୧୭।୪: ଏନ୍‌ଟିଏ ଜୁନ ୨୦୨୫ ରେ UGC NET ର ବିଜ୍ଞପ୍ତି ପ୍ରକାଶ କରିଛି। ଏହା ସହିତ ଆବେଦନ ପୋର୍ଟାଲ ମଧ୍ୟ ଖୋଲିଛି। ପ୍ରାର୍ଥୀମାନେ ୧୬...

ଏନଏସି ବିଜେଡି ପକ୍ଷରୁ ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ

ଗଞ୍ଜାମ,୧୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ବିଜୁ ଜନତା ଦଳ ପକ୍ଷରୁ ସ୍ବର୍ଗତ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସ ଗୁରୁବାର ପାଳିତ ହୋଇଛି । ବିଜେଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image