ଜାଣନ୍ତୁ ଦେଶର ସୁନାଝିଅଙ୍କ ବିଷୟରେ

ଅବନୀ ଲେଖ୍‌ରା। ୧୨ ବର୍ଷର ହୋଇଥିବାବେଳେ ଏକ ଦୁର୍ଘଟଣାରେ ତାଙ୍କର ପାରାଲିସିସ୍‌ ହୋଇଯାଏ। ଫଳରେ ତାଙ୍କୁ ହ୍ବିଲ ଚେୟାରର ସାହାରା ନେବାକୁ ପଡିଲା। ତାଙ୍କର ଦୁନିଆ ପୂରା ବଦଳିଗଲା। ସେ ଭାଙ୍ଗିପଡ଼ିଲେ। ହେଲେ ତାଙ୍କ ବାପା ତାଙ୍କୁ ସାହସ ଦେଲେ। ଆଉ ଖେଳ ଦୁନିଆରେ ପାଦ ଥାପିବାକୁ ପ୍ରୋତ୍ସହିତ କଲେ। ଏହି ସମୟରେ ଅଭିନବ ବିନ୍ଦ୍ରା ତାଙ୍କର ପ୍ରେରଣା ସାଜିଲେ। ତାଙ୍କ ପରି ସୁଟର୍‌ ହେବାକୁ ନିଷ୍ପତ୍ତି ନେଲେ। ତେଣୁ ୫ ବର୍ଷ ପର୍ଯ୍ୟନ୍ତ ସେ କଠିନ ପରିଶ୍ରମ କଲେ। ଆଉ ରାଇଫଲ୍‌ ଶୁଟିଂ କ୍ଷେତ୍ରରେ ନିଜର ପରିଚୟ ତିଆରି କରିବାକୁ ଚେଷ୍ଟା କଲେ। ପ୍ରଥମେ ତ ସେ ରାଜସ୍ଥାନ ଷ୍ଟେଟ ଚାମ୍ପିୟନଶିପରେ ଭାଗ ନେଲେ। ଆଉ ପ୍ରଥମ ପ୍ରୟାସରେ ହିଁ ଗୋଲ୍ଡ ମେଡାଲ ହାସିଲ କଲେ। ଏହାପରେ ସେ ପଛକୁ ଚାହିଁ ନାହାନ୍ତି। ୨୦୨୦ ଟୋକିଓ ପାରାଅଲିମ୍ପିକ୍‌ରେ ସେ ଗୋଲ୍ଡ ମେଡାଲ ଜିତିଲେ। ଆଉ ପାରା ଅଲିମ୍ପିକ୍ସରେ ଗୋଲ୍ଡ ମେଡାଲ ଜିତିଥିବା ପ୍ରଥମ ଭାରତୀୟ ମହିଳା ପାଲଟିଲେ। ୨୦୨୨ ପାରାଶୁଟିଂ ଓ୍ବାଲର୍‌ଡ କପ୍‌ରେ ଗୋଲ୍ଡ ମେଡାଲ ଜିତିଲେ। ୨୦୨୪ ପାରା ଅଲିମ୍ପିକ୍ସରେ ବି ୧୦ ମିଟର ଏୟାର ରାଇଫଲ୍‌ ଷ୍ଟାଣ୍ଡିଂଏସ୍‌ଏଚ୍‌୧ରେ ସ୍ବର୍ଣ୍ଣ ପଦକ ହାସିଲ କଲେ। ଆଉ ଚଳିତବର୍ଷ ପ୍ୟାରିସ ପାରାଅଲିମ୍ପିକରେ ଗୋଲ୍ଡ ମେଡାଲ ଜିତିଲେ। ଦେଶ ପାଇଁ ଲଗାତାର ସ୍ବର୍ଣ୍ଣ ପଦକ ଆଣି ଦେଶର ଗୌରବ ବଢାଇଲେ। ତେଣୁ ତାଙ୍କୁ ଖେଳରତ୍ନ ପୁରସ୍କାର, ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡରାଇଲାଣି ନାଷ୍ଟ୍ରେଦମସଙ୍କ ଭବିଷ୍ୟବାଣୀ, ଅକ୍ଟୋବରରେ ଆସିପାରେ ବଡ଼ ବିପର୍ଯ୍ୟୟ

ଡରାଇଲାଣି ନାଷ୍ଟ୍ରେଦମସଙ୍କ ଭବିଷ୍ୟବାଣୀ । ୪୫୦ ବର୍ଷ ପୂର୍ବରୁ କରିସାରିଛନ୍ତି ପୂର୍ବାନୁମାନ । ଆଉ ଏହା ଅକ୍ଟୋବରରେ ସତ ହୋଇପାରେ ବୋଲି ପୂର୍ବାନୁମାନ କରିଛନ୍ତି। ଆଗରୁ...

ଏତେ ଲମ୍ବା କେଶ, ଶୁଖିବାକୁ ଲାଗେ…

ଫ୍ଲୋରିଡା, କ୍ଲେରମୋଣ୍ଟର ଆଶା ମଣ୍ଡେଲା ଏମିତି ଏକ ରେକର୍ଡ କରିଛନ୍ତି ଯାହାକୁ ଆଜିଯାଏ କେହି ଭାଙ୍ଗି ପାରୁନାହାନ୍ତି। ତାହା ହେଉଛି ସବୁଠୁ ଲମ୍ବା କେଶର ରେକର୍ଡ।...

ପ୍ରଥମ ଦରମାରେ ଭାଇଭଉଣୀଙ୍କ ପଢ଼ାଖର୍ଚ୍ଚ ତୁଲାଇଥିଲି

ବାପା ମା’ଙ୍କର ମୁଁ ଥିଲି ସବୁଠାରୁ ବଡ଼ପୁଅ। ମୋ ତଳେ ଆହୁରି ଚାରି ଭାଇ ଓ ଦୁଇ ଭଉଣୀ, ମାନେ ଆମେ ସାତ ଭାଇଭଉଣୀ। ବଡ଼...

ଶାମିଙ୍କୁ ନେଇ ଟିମ୍‌ ଇଣ୍ଡିଆର ଚିନ୍ତା ବଢ଼ିଲା

ନୂଆଦିଲ୍ଲୀ,୫।୧୦: ଦଳକୁ କେବେ ଫେରିବେ ମହମ୍ମଦ ଶାମି, ଏହା ଉପରେ କ୍ରିକେଟ ପ୍ରଶଂସକଙ୍କ ନଜର। କାରଣ ଆସନ୍ତା ମାସ ଭାରତୀୟ ଟିମ୍‌ ଲାଗି ବେଶ ଗୁରୁତ୍ୱପୂର୍ଣ୍ଣ।...

ହାତରେ ନୂଆ ଟାଟୁ କଲେ ରିଙ୍କୁ ସିଂ: ୫ ଛକା ସହ ଅଛି କନେକ୍ସନ

ନୂଆଦିଲ୍ଲୀ,୫।୧୦: ନିକଟରେ ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂ ହାତରେ ଏକ ଟାଟୁ କରିଛନ୍ତି। ଏହି ଟାଟୁରେ ସେ ‘ଗଡ୍‌ସ ପ୍ଲାନ୍‌’ ଲେଖିଛନ୍ତି। ରିଙ୍କୁ...

ବୁଲଡୋଜର-ଜେସିବି ମଧ୍ୟରେ ତଫାତ ଜାଣନ୍ତି କି? ଉତ୍ତର ନା ହୋଇଥିଲେ ଜାଣି ନିଅନ୍ତୁ…

ଆପଣ ନିଶ୍ଚିତ ଭାବେ ମାଟି ଖୋଳୁଥିବା ବେଳେ ଜେସିବି ନଚେତ ବୁଲଡୋଜରକୁ ଦେଖିଥିବେ। ହେଲେ କ’ଣ ଆପଣ ଉଭୟଙ୍କ ମଧ୍ୟରେ ଫରକ କ’ଣ ଜାଣନ୍ତି କି?...

ବୀରେନ୍ଦ୍ର ସେହଓ୍ବାଗଙ୍କୁ କିଏ ଡ୍ରେସିଂ ରୁମରେ ପିଟିଥିଲେ, କଲାର ଧରି…

ନୂଆଦିଲ୍ଲୀ,୫।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନର୍‌ ବିରେନ୍ଦ୍ର ସେହୱାଗ ସବୁ ସମୟରେ ସବୁଠାରୁ ବିପଜ୍ଜନକ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ବିବେଚିତ ହୋଇଛନ୍ତି। ସବୁବେଳେ ପଡ଼ିଆରେ ରିସ୍କ...

କୋହଲି ନୁହନ୍ତି, ମଇଦାନରେ ଟିମ୍‌ ଇଣ୍ଡିଆର ଏହି ଖେଳାଳି ସ୍ଲେଜିଂ ମାଷ୍ଟର; ଗୁମର ଖୋଲିଲେ ଅଷ୍ଟ୍ରେଲୀୟ…

ନୂଆଦିଲ୍ଲୀ,୫।୧୦: ବିଗତ କିଛି ବର୍ଷ ମଧ୍ୟରେ ଭାରତ-ଅଷ୍ଟ୍ରେଲିଆ କ୍ରିକେଟରେ ପ୍ରତିଦ୍ୱନ୍ଦ୍ୱିତା ରୋମାଞ୍ଚର ଖୋରାକ ଯୋଗାଉଛି। ଖେଳର ତିନୋଟି ଫର୍ମାଟରେ ଉଭୟ ଟିମ୍‌ ବିଶ୍ୱର ଶ୍ରେଷ୍ଠ କ୍ରିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri